• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଗଧରାପୁର ସୌରୀ ଦାସ ମଠରେ ବାର୍ଷିକ ମହୋତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, କଟକ, ହୋମ୍
0
ବାଗଧରାପୁର ସୌରୀ ଦାସ ମଠରେ ବାର୍ଷିକ ମହୋତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ :-  କଟକ ଜିଲ୍ଲା ସଦର ବ୍ଲକ ଆମଣ ପଞ୍ଚାୟତ ବାଗଧରାପୁର ଗ୍ରାମରେ ଥିବା ପୁରାତନ ଗାଦିବ୍ରହ୍ମ ଗୋସ୍ୱମୀ ସନ୍ଥ ସୌରୀ ଦାସ ମଠରେ ବୁଧବାର ରାତି ଅଗ୍ନି ଉତ୍ସବ ଠାରୁ ଆରମ୍ଭ ହୋଇଥିବା ବାର୍ଷିକ ମହୋତ୍ସବ ଗୁରୁବାର ପ୍ରତିପଦ ସନ୍ଧ୍ୟାରେ ଉଦଯାପିତ ହୋଇଛି । ଏହି ମଠଟି ବହୁ ପୁରାତନ ମଠ ହୋଇଥିଲେ ମଧ୍ୟ ଏହାର ବିକାଶ ଦିଗରେ ସରକାରଙ୍କ ନଜର ପଡିନି । ଯାହାଫଳରେ ମଠର ଉନ୍ନତି ଦିଗରେ ରାଜ୍ୟ ସରକାର ଦୃଷ୍ଟି ଦେବା ପାଇଁ ମହୋତ୍ସବକୁ ଆସିଥିବା ଶ୍ରଦ୍ଧାଳୁ ମାନେ କହିଥିଲେ ।

ସନ୍ଥ ଗୋସ୍ୱାମୀ ସୌରୀ ଦାସ ଜଣେ ଦିବ୍ୟ ପୁରୁଷ ଥିଲେ । ମଠକୁ ଆସୁଥିବା ଲୋକମାନଙ୍କୁ ଈଶ୍ୱରଙ୍କ ପ୍ରତି ଭକ୍ତି କରିବା ସହ ସମସ୍ତଙ୍କୁ ସାହାଯ୍ୟ ସହଯୋଗ କରିବା ସତ କଥା କହିବାକୁ ପ୍ରେରଣା ଦେଉଥିଲେ । ଏହା ସହିତ ସନ୍ଥ ସୌରୀ ଦାସ ବଣ ଜଙ୍କଲରୁ ସଂଗ୍ରହ କରିଥିବା ଔଷଧୀୟ ବୃକ୍ଷର ଚେରମୂଳି ଔଷଧି ଆରୋଗ୍ୟ ପାଇଁ ଲୋକଙ୍କୁ ଦେଉଥିଲେ । ସାଧାରଣ ଲୋକେ ଏହାକୁ ଖାଇ ସେ ସମୟରେ ଆରୋଗ୍ୟ ହେଉଥିଲେ ବୋଲି ଶୁଣିବାକୁ ମିଳେ । ଏହି ମହାପୁରୁଷଙ୍କ ବାର୍ଷିକ ଉତ୍ସବରେ ବାଗଧରାପୁର,

ଶାସୋଳ , ଆମଣ, ବିଶ୍ୱାଳପଡ଼।, ସବଳପୁର , ଜନ୍ମେଜୟପୁର, ନୂଆକାଚରାମାଳ, ନୂଆପାଟଣା, ବଙ୍ଗୁଆରି, ନହରକଣ୍ଟା, ତେଲଙ୍ଗାପେଣ୍ଠ ,ଭାଣପୁର ,ପ୍ରତାପନଗରୀ, ଗୋପାଳପୁର , ନଛିପୁର, ସଇଁନ୍ଧା,ନାଗବାଲି, ଧାନଘରପଡା, ଅରଡ଼, ଗୋବିନ୍ଦପୁର, ସାଇଲୋ, ବରିମୁଣ୍ଡ, କଲ୍ୟାଣପୁର , ପଟିଆ ,ସିଙ୍ଗଡ଼। , ଆଦି ଅଞ୍ଚଳର ସୌରୀ ଦାସଙ୍କ ଭକ୍ତ ମାନେ ଯୋଗ ଦେଇଥିଲେ । ଏହି ଉପଲକ୍ଷେ ଆଧ୍ୟାତ୍ମିକ ଭଜନ ପରିବେଷଣ କରାଯାଇଥିଲା । ସୌରୀ ଦାସ ମଠର ସଭାପତି ସାଧୁ ଚରଣ ଦାସ, ସଂପାଦକ ଲକ୍ଷ୍ମୀଧର ଦାସ,

କୋଷାଧ୍ୟକ୍ଷ ଖଗେଶ୍ବର ଦାସ, ଚିତ୍ତରଞ୍ଜନ ମଲ୍ଲିକ, ବୃନ୍ଦାବନ ମଲ୍ଲିକ, ନୀଳମଣି ମଲ୍ଲିକ, କୈଳାସ ଚନ୍ଦ୍ର ମଲ୍ଲିକ, ଦାମୋଦର ମଲ୍କୀକ, ନିରଞ୍ଜନ ମଲ୍ଲିକ, ବାବୁକୃଷ୍ଟ ମଲ୍ଲିକ, ପ୍ରମୁଖ ସମସ୍ତ ସଦସ୍ୟ ଏବଂ ବିଭିନ୍ନ ଗ୍ରାମରୁ ଆସିଥିବା ଶ୍ରଦ୍ଧାଳୁ ମହୋତ୍ସବରେ ସହଯୋଗ କରିଥିଲେ । ଶେଷରେ ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version