• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୨ରୁ ଊର୍ଦ୍ଧ୍ବ ଚାକିରିଆ ରାସନ କାର୍ଡ ଫେରାଇଲେଣି : ଶତାଧିକ ଚାକିରିଆ ଓ ଆୟକର ଦାତାଙ୍କ କାର୍ଡ ବାତିଲ

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
୨୨ରୁ ଊର୍ଦ୍ଧ୍ବ ଚାକିରିଆ ରାସନ କାର୍ଡ ଫେରାଇଲେଣି : ଶତାଧିକ ଚାକିରିଆ ଓ ଆୟକର ଦାତାଙ୍କ କାର୍ଡ ବାତିଲ
Share on FacebookShare on TwitterWhatsapp

୧୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :- ସମସ୍ତଙ୍କୁ ଖାଦ୍ୟ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରି ଗରୀବ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦେଉଛନ୍ତି। ତେବେ ବହୁ ସଂଖ୍ୟକ ଅଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ସାମିଲ ହୋଇ ଯୋଜନାର ଫାଇଦା ଉଠାଉଛନ୍ତି। ରାଜ୍ୟରେ ସରକାର ବଦଳିବା ପରେ ଏହା ଉପରେ ଗୁରୁତ୍ୱ ଦେଇ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ପାଇଁ ପ୍ରୟାସ ଆରମ୍ଭ ହୋଇଛି। ବିଶେଷ କରି ସରକାରୀ ଚାକିରିଆ ଏବଂ ଆୟକର ଦେଉଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କ ରାସନ କାର୍ଡ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲାରେ ଏବେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମୂଦାୟ ୧, ୭୪, ୪୯୩ କାର୍ଡଧାରୀ ସାମିଲ ଅଛନ୍ତି। ମୋଟ୍‌ ୬, ୩୬, ୨୩୮ ଜଣ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ସେହିଭଳି ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଗତ ୧୮୭୫ କାର୍ଡଧାରୀ ଥିବାବେଳେ ଏଥିରେ ୬୬୨୮ ହିତାଧିକାରୀ ସାମିଲ ଅଛନ୍ତି। ଜିଲ୍ଲା ଯୋଗାଣ ବିଭାଗ ଦ୍ବାରା ଏଚଆରଏମଏସ ତଥ୍ୟ ଆଧାରରେ ଏମାନଙ୍କ ମଧ୍ୟରେ ସମୂଦାୟ ୧୭୭୭ ଚାକିରିଆ ଥିବା ଜଣାପଡ଼ିଛି। ସେହିଭଳି ହିତାଧିକାରୀଙ୍କ ମଧ୍ୟରେ ୭୬୩ ଜଣ ଆୟକରଦାତା ଥିବା ମଧ୍ୟ ଜଣାପଡ଼ିଛି। ଏମାନଙ୍କ କାର୍ଡ ବାତିଲ କରିବା ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୪୦୯ ଜଣ ଚାକିରିଆ ଓ ୪୬ ଜଣ ଆୟକରଦାତାଙ୍କ କାର୍ଡ ବାତିଲ ହୋଇସାରିଛି। ଅନ୍ୟମାନଙ୍କ ପ୍ରକୃତ ସ୍ଥିତି ନେଇ ଅନୁଧ୍ୟାନ ଚାଲିଥିବା ଏବଂ ଅଯୋଗ୍ୟତା ପ୍ରମାଣିତ ହେଲେ ସେମାନଙ୍କ କାର୍ଡ ବାତିଲ କରାଯିବ ବୋଲି ସୂଚନା ଦେଇଛନ୍ତି ଜିଲ୍ଲା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରୀୟ ମିଶ୍ର।

ରାଇକିଆ ବ୍ଲକ ଅଞ୍ଚଳରେ ଏହି ଯୋଜନାରେ ଅନେକ ସରକାରୀ କର୍ମଚାରୀ ସରକାରଙ୍କ ବିଭିନ୍ନ ସୁବିଧା ନେଉଛନ୍ତି। ଅପରପକ୍ଷରେ ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ହେଉଛନ୍ତି। ଏବେ ଇ-କେୱାଇସି ଅପଡେଟ ଆରମ୍ଭ ହେବାପରେ କାର୍ଡ ହାତେଇଥିବା ୨୨ରୁ ଊର୍ଦ୍ଧ୍ବ ସରକାରୀ ଚାକିରିଆ ଇତି ମଧ୍ୟରେ କାର୍ଡ ଫେରାଇଥିବା ଜଣାପଡ଼ିଛି। ପ୍ରଥମ ପର୍ଯ୍ୟାୟରେ କେବଳ ଅଧିକ ଦରମା ପାଉଥିବା ଅଯୋଗ୍ୟ ହିତାଧିକାରୀଙ୍କ କାର୍ଡ ଫେରସ୍ତ ରଖାଯାଇଛି। ଯୋଗ୍ୟ ବ୍ୟକ୍ତିମାନେ ପରବର୍ତ୍ତୀ ସମୟରେ ସାମିଲ ହୋଇପାରିବେ ବୋଲି କହିଛନ୍ତି। ଜିଲ୍ଲାର ସମସ୍ତ ଅଯୋଗ୍ୟ ହିତାଧିକାରୀଙ୍କ କାର୍ଡ ବାତିଲ ହେଲେ ପ୍ରାୟ ୭ ହଜାର ହିତାଧିକାରୀ ଯୋଜନାରୁ ବାଦ ପଡ଼ିବେ ବୋଲି ଅନୁମାନ କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version