• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି ର ବୁଥ ସଭାପତି ଙ୍କୁ ସମ୍ବର୍ଦ୍ଧନା ଦେଲେ ପୂର୍ବତନ ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିଜେପି ର ବୁଥ ସଭାପତି ଙ୍କୁ ସମ୍ବର୍ଦ୍ଧନା ଦେଲେ ପୂର୍ବତନ ବିଧାୟକ
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :- ସମଗ୍ର କନ୍ଧମାଳ ଜିଲ୍ଲାରେ ବିଜେପିର ବୁଥ ଓ ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ନିର୍ବାଚନ ସାରିଥିବା ବେଳେ ଶୁକ୍ରବାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ବାଲିଗୁଡା ନଗର ଓ ଗ୍ରାମୀଣ ମଣ୍ଡଳ ର କିଛି ବୁଥ ସଭାପତିଙ୍କୁ ଫୁଲ ମାଳ ଦେଇ ସମ୍ବର୍ଦ୍ଧିତ କରି ସେମାନଙ୍କ ସାଙ୍ଗଠନିକ ମନୋବଳ କୁ ଦୃଢ କରିଛନ୍ତି । ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବ ରେ ବାଲିଗୁଡା ନଗର ର ବଳରାମ ପ୍ରଧାନ ,ବିନୋଦ ନାୟକ ,ବିରଞ୍ଚି କଦମ ପାତ୍ର ,ପୁରୁଷୋତ୍ତମ ଡାକୁଆ ,ତରୁଣ ନାୟକ ଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ବାଲିଗୁଡା ଗ୍ରାମୀଣ ବାରଖମା ମଣ୍ଡଳର ଶିବରାମ ମଲ୍ଲିକ ,ସପ୍ତେଶ୍ଵର ମଲ୍ଲିକ ,

ସଞ୍ଜୁକ୍ତା ମଲ୍ଲିକ ,ଶଙ୍କର ମଲ୍ଲିକ ସୋମନାଥ ମଲ୍ଲିକ ଓ ଭରତ ମଲ୍ଲିକ ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ସମ୍ବର୍ଦ୍ଧନା କାର୍ଯ୍ୟ କ୍ରମରେ ବାରଖମା ପୂର୍ବତନ ମଣ୍ଡଳ ସଭାପତି ଦ୍ଵିଜବର ମଲ୍ଲିକ ,ବରିଷ୍ଠ ବିଜେପି ନେତା ଦିଗାମ୍ବର ପାଣିଗ୍ରାହୀ, ରଞ୍ଜିତ ଚୌଧୁରୀ, ଅଭୟ ପାତ୍ର ,ସୂର୍ଯ୍ୟ ନାୟକ କାନ୍ତ ନାୟକ ,ଶ୍ରୀରାମ ବାରିକ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ମାଝି କହିଛନ୍ତି ବୁଥ ର ସମସ୍ତ କାର୍ଯ୍ୟ କର୍ତ୍ତା ଏକତ୍ରିତ ହୋଇ ନିଜ ନିଜ ମଧ୍ୟରେ ଏକତା ମନୋଭାବ ରଖି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ସହ ସାଙ୍ଗଠନିକ ବ୍ୟବସ୍ତା କୁ ସୁଦୃଢ କରିବାକୁ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

August 4, 2026
ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

August 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

ଦଲାଲ ଙ୍କ କବ୍ଜାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର

August 4, 2026
ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

ତୋ ଛଡ଼ା ମୋ କେହି ନାହିଁ ‘ ଭଜନ ଶ୍ରୋତାର୍ପଣ

August 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version