• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଧୁସୂଦନ ମହାପାତ୍ରଙ୍କ ସୃତି ଚାରଣ ସଭା

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମଧୁସୂଦନ ମହାପାତ୍ରଙ୍କ ସୃତି ଚାରଣ ସଭା
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ରଣପୁର ବ୍ଲଜ ଅଧୀନ ରାଜସୁନାଖଳା ଗ୍ରାମର ସ୍ବର୍ଗତ ମଧୁସୂଦନ ମହାପାତ୍ରଙ୍କ ସୃତି ଚାରଣ ସଭା ଗୁରୁବାର ଦିନ କୋଚିଆ ପଲ୍ଲୀସହିସ୍ଥିତ ବାସଭବନଠାରେ ଅନୁଷ୍ଠିତ ହୋଇଯାଇଅଛି l ଏହି ସୃତି ଚାରଣ ସଭାରେ ରଣପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧାନ , ରବି ମହାପାତ୍ର, ପୂର୍ବତନ ବିଧାୟକ ତଥା ରାଜସୁନାଖଳା କଲେଜର ପୂର୍ବତନ ଅଧକ୍ଷ ଶରତ ଚନ୍ଦ୍ର ମିଶ୍ର ,

ରଣପୁର ବ୍ଲକ ଅଧକ୍ଷା ନିର୍ମଳା ବେହେରା, ସାଂସଦଙ୍କ ପ୍ରତିନିଧି ପ୍ରିୟବ୍ରତ ମହାପାତ୍ର , ପୂର୍ବତନ ସରପଞ୍ଚ ଶଚିକାନ୍ତ ଷଡ଼ଙ୍ଗୀ, ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ,  ପାଞ୍ଚଗଡ଼ ଅଙ୍ଗ ନରେନ୍ଦ୍ର ମହାବିଦ୍ୟାଳୟର ପ୍ରତିଷ୍ଠାତା କାଳିଚରଣ ଜୟସିଂହ, ଅଞ୍ଚଳର ଶିଳ୍ପପତି ଶିଶିର କୁମାର ସାହୁ ଓ ସୁରେନ୍ଦ୍ର କୁମାର ସୁବୁଦ୍ଧି ପ୍ରମୁଖ ବହୁ ମାନ୍ୟଗଣ ବ୍ୟକ୍ତି ଯୋଗଦେଇ ମହାପାତ୍ରଙ୍କ ଫୋଟୋ ଚିତ୍ରରେ

ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଵା ସହିତ ୨ ମିନିଟ ନୀରବ ପ୍ରାଥନା କରି ଅମର ଆତ୍ମାର ସଦଗତି କାମନା କରିଥିଲେ l ସ୍ବର୍ଗତ ମହାପାତ୍ର ଏକାଧାରରେ ବରିଷ୍ଠ ନ୍ୟାୟବିତ୍ତ, ସମାଜସେବୀ, ରାଜସୁନାଖଳା କଲେଜର ଅଧ୍ୟାପକ,ରଣପୁର ବ୍ଲକ ପୂର୍ବତନ ଅଧକ୍ଷ ଥିଲେ l  ସେ ଜଣେ ମିଷ୍ଠଭାଷୀ, ଧର୍ମ ପରାୟଣ, ସ୍ନେହୀ ପରୋପକାରୀ ବ୍ୟକ୍ତି ଥିଲେ l

ତାଙ୍କର ଅମର ଆତ୍ମାର ସଦଗତି ନିମନ୍ତେ ଉପସ୍ଥିତ ସମସ୍ତ ଜନସାଧାରଣ, ବ୍ଲକ ପ୍ରଶାସନିକ ଅଧିକାରୀ, ଗଣମାଧମର ସମସ୍ତ ସାମ୍ବାଦିକ, ରାଜନୈତିଜ୍ଞ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଯୋଗଦେଇ ଅମର ଆତ୍ମାର ସଦଗତି କମନ ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଧର୍ଯ୍ୟପ୍ରଦାନ ପାଇଁ ଜଗନ୍ନଥଙ୍କୁ ପ୍ରାର୍ଥନା କରିଥିଲେ l

ତାଙ୍କର ପୁତ୍ର ସତ୍ୟନାରାୟଣ ମହାପାତ୍ର, ଲଷ୍ମୀନାରାୟଣ ମହାପାତ୍ର, ସୌମ୍ୟନାରାୟଣ ମହାପାତ୍ର, ପୁତ୍ରୀ ଶୁଷମା ମହାପାତ୍ର, ନାତିନାତୁଣୀ ସହିତ ପରିବାରବର୍ଗ ଉପସ୍ଥିତ ଥିଲେ ! ପରିଶେଷରେ ରାଜସୁନାଖଳା ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସଚିକାନ୍ତ ଷଡ଼ଙ୍ଗୀ ସମସ୍ତଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version