• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 14, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ନାଚୁଣୀ  :- ନାଚୁଣୀ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଉତ୍ସବ ପାଇଁ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବାଣପୁର ଶିକ୍ଷା ମଣ୍ଡଳର ପ୍ରାକ୍ତନ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଓ୍ଵାର୍ଡ ସଭ୍ୟ ପଦ୍ମ ଚରଣ ସେଶ,

ନାଚୁଣୀ ଗ୍ରାମ ସଭାପତି ନରୋତ୍ତମ ସେଣ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି କାଳୁଚରଣ ସେଣ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ଵୋଧନ ଦେଇଥିଲେ । ପ୍ରାରମ୍ଭରେ ବିଦ୍ୟାଦାତା ଶ୍ରୀ ଗଣେଶଙ୍କ ବିଗ୍ରହ ରେ ଅତିଥି ମାନଙ୍କ ଦ୍ଵାରା ପୁଷ୍ପ ମାଲ୍ୟ ପ୍ରଦାନ କରାଯିବା ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସମବେତ ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା ।

ଏହାପରେ ଶିକ୍ଷକ ସୂର୍ଯ୍ୟ ନାରାୟଣ ସ୍ଵାଇଁ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷୟତ୍ରୀ ନମିତା ଦେଵୀ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିବା ସହ ସଭାରେ ଅଧ୍ୟକ୍ଷତା କରିଥିଲେ । ମଞ୍ଚ ପରିଚାଳନା ଓ ସନ୍ ଯୋଜନା ଶିକ୍ଷକ ସୂର୍ଯ୍ୟ ନାରାୟଣ ସ୍ଵାଇଁ କରିଥିଲେ । ବିଭିନ୍ନ କ୍ଷେତ୍ରରେ କ୍ରୃତୀତ୍ଵ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇ ଥିଲା । ଏହାପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ ଵିଚିତ୍ରା ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Padwoman of India Teams Up With Nexus Select Malls Through ‘Happyness For Her’ Expansion in Odisha

ଓଡ଼ିଶାରେ ‘ହାପିନେସ୍ ଫର୍ ହର୍‌’ ଅଭିଯାନ ନେକ୍ସସ୍ ସିଲେକ୍ଟ ମଲ୍ସ ସହ ହାତ ମିଳାଇଲେ ପ୍ୟାଡ ୱୁମେନ୍ ଅଫ୍ ଇଣ୍ଡିଆ

May 27, 2026

Pranati Nayak of Odisha AM/NS India Gymnastics High Performance Centre wins silver at FIG World Challenge Cup 2026

May 26, 2026
ରଥଯାତ୍ରା ରେ ପାରସ୍ପରିକ ସମନ୍ୱୟ ରେ ସ୍ବାସ୍ଥ୍ୟ ସେବା କୁ ଅଧିକ କ୍ରିୟାଶୀଳ କରାଯିବ : ଜିଲ୍ଲାପାଳ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Padwoman of India Teams Up With Nexus Select Malls Through ‘Happyness For Her’ Expansion in Odisha

ଓଡ଼ିଶାରେ ‘ହାପିନେସ୍ ଫର୍ ହର୍‌’ ଅଭିଯାନ ନେକ୍ସସ୍ ସିଲେକ୍ଟ ମଲ୍ସ ସହ ହାତ ମିଳାଇଲେ ପ୍ୟାଡ ୱୁମେନ୍ ଅଫ୍ ଇଣ୍ଡିଆ

May 27, 2026
Padwoman of India Teams Up With Nexus Select Malls Through ‘Happyness For Her’ Expansion in Odisha

Padwoman of India Teams Up With Nexus Select Malls Through ‘Happyness For Her’ Expansion in Odisha

May 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version