୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଶୋଭନୀୟ ପ୍ଲେ ସ୍କୁଲ,ପୋଖରୀପୁଟର ୨୩ ତମ ବାର୍ଷିକ ଉତ୍ସବ ଆଜି ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହିଳା ମଣ୍ଡଳ ଅର୍ଥ ସାମାଜିକ କଲ୍ୟାଣ ନିୟୋଗର (WCSEW) ସମ୍ପାଦକ ଶ୍ରୀମତୀ ନିବେଦିତା ଶତପଥୀ ଓ ସମ୍ମାନିତ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ରାମଚଣ୍ଡୀ ପ୍ରସାଦ ରଣସିଂହ ପ୍ରଦୀପ ପ୍ରଜ୍ବଳନ କରି ସଭାର ଶୁଭାରମ୍ଭ କରିଥିଲେ ।





© 2023 Odisha Taza News.