• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚଳିତ ବର୍ଷ ଜୁନ ମାସ 27 ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି

Proprietor Abhimanyu Maharana by Proprietor Abhimanyu Maharana
February 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଚଳିତ ବର୍ଷ ଜୁନ ମାସ 27 ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି
Share on FacebookShare on TwitterWhatsapp

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର  :-  ଚଳିତ ବର୍ଷ ଜୁନ ମାସ 27 ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ଆସନ୍ତା ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଏବଂ ଗତ ବର୍ଷ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେ ଠାରୁ ବ୍ୟାପକ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ I

ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ I ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ I ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବାକୁ ଆଗମନର ସମ୍ଭାବନା ରହିଛି । ଏହାପରେ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା I  ଉତ୍ତରା ଛକ ଠାରୁ ପୁରୀ ପର୍ଯ୍ୟନ୍ତ ସିସିଟିଭିର ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା,

ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ ଭାବେ ଆଲୋଚନା କରିଥିଲେ ।

ଏହି ବୈଠକରେ ଡିଜିପି (କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଏସସିଆରବି) ଡ଼ଃ ସନ୍ତୋଷ ଵାଲା, ଏଡିଜିପି (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜିପି (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଏଡିଜିପି (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଏଡିଜିପି (ଏସଏପି) ଶ୍ରୀ ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଶ୍ରୀ ଅନୁପ କୁମାର ସାହୁ,

ଡିଆଇଜିପି (ଅପରେସନ) ଶ୍ରୀ ଅଖିଳେଶ୍ବର ସିଂ,ଡିଆଇଜିପି(କେନ୍ଦ୍ରାଞ୍ଚଳ)ଶ୍ରୀ ଚରଣ ସିଂ ମିନା,ଡିଆଇଜିପି (ଏସଆଇଡବ୍ଲୁ) ଡଃ କନୱର ବିଶାଲ ସିଂ, ଡିସିପି (ଭୁବନେଶ୍ବର) ଶ୍ରୀ ପିନାକ ମିଶ୍ର, ଏଆଇଜିପି (ମୁଖ୍ୟାଳୟ) ଶ୍ରୀ ଯୁଗଳ କିଶୋର କୁମାର ବନୋଥ, ଏଆଇଜିପି (ମୁଖ୍ୟାଳୟ) ଶ୍ରୀ ବିବେକାନନ୍ଦ ଶର୍ମା ଏବଂ ପୁରୀ ଏସପି ଶ୍ରୀ ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version