• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆକର୍ଷଣର କେନ୍ଦ୍ର ମଇଁଷି ଷଣ୍ଢ ‘ଭୀମ’

Proprietor Abhimanyu Maharana by Proprietor Abhimanyu Maharana
February 15, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆକର୍ଷଣର କେନ୍ଦ୍ର ମଇଁଷି ଷଣ୍ଢ ‘ଭୀମ’
Share on FacebookShare on TwitterWhatsapp

 ଓଡ଼ିଶାରେ ରାଜସ୍ଥାନର ଚର୍ଚ୍ଚିତ ମଇଁଷି ଷଣ୍ଢ ‘ଭୀମ’

 ଚିକ୍କଣ କଳା ରଙ୍ଗର ସୁନ୍ଦର ବଳିଷ୍ଠ ମଇଁଷି ଷଣ୍ଢ ‘ଭୀମ’କୁ ଦେଖିବାକୁ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ

 ସୁନ୍ଦର ସ୍ବାସ୍ଥ୍ୟ ପାଇଁ ପ୍ରତିଦିନ ‘ଭୀମ’ର ବ୍ୟାୟାମ ଓ ସନ୍ତରଣ

୧୪ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର  :- ଭୁବନେଶ୍ବର ବରମୁଣ୍ଡା ଖେଳ ପଡିଆଠାରେ ଚାଲିଥିବା ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶାରେ ସାମିଲ ହୋଇଛନ୍ତି ରାଜ୍ୟର ବିଭିନ୍ନ ଅଞ୍ଚଳର ମତ୍ସ୍ୟଚାଷୀ ଓ ବିଭିନ୍ନ ବର୍ଗର ପ୍ରାଣିପାଳକ l ଏହି ସମାବେଶରେ ସମସ୍ତଙ୍କର ଆକର୍ଷଣର କେନ୍ଦ୍ର ପାଲଟିଛି ରାଜସ୍ତାନର ମଇଁଷି ଷଣ୍ଢ ‘ଭୀମ’ l ‘ଭୀମ’ର ଜୀବନଶୈଳୀ, ଖାଦ୍ଯଶୈଳୀ ଓ ଭାବଭଙ୍ଗିମା ଲୋକଙ୍କ ମଧ୍ୟରେ ବିଶେଷ କୌତୁହଳ ଜାଗ୍ରତ କରୁଛି l

ରାଜସ୍ଥାନ ଯୋଧପୁର ସହରରୁ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶାକୁ ଆସିଛି ମଇଁଷି ଷଣ୍ଢ ‘ଭୀମ’ l ‘ଭୀମ’ ହେଉଛି ମୁରା ପ୍ରଜାତିର ମଇଁଷି ଷଣ୍ଢ l ‘ଭୀମ’ର ରଙ୍ଗ ଚିକ୍କଣ କଳା, ଓଜନ ପ୍ରାୟ ୧୫୦୦ କିଲୋଗ୍ରାମ ଓ ଉଚ୍ଚତା ପ୍ରାୟ ୬ ଫୁଟ l ‘ଭୀମ’କୁ ବର୍ତ୍ତମାନ ୯ ବର୍ଷ l ରାଜସ୍ଥାନର ଶ୍ରୀ ଜବାହରଲାଲ ଜାଙ୍ଗିଦଙ୍କ ଦ୍ବାରା ପ୍ରତିପାଳିତ ‘ଭୀମ’ର ସୁନ୍ଦର ଓ ବଳିଷ୍ଠ ସ୍ବାସ୍ଥ୍ୟ, ବିଶାଳ ଆକାର ଓ ଉଚ୍ଚକୋଟିର ଶୁକ୍ରାଣୁ ପାଇଁ ସମଗ୍ର ଦେଶରେ ସ୍ବତନ୍ତ୍ର ଖ୍ଯାତି ରହିଛି l

ଶ୍ରୀ ଜବାହରଲାଲ ଜାଙ୍ଗିଦଙ୍କ ପ୍ରଦତ୍ତ ତଥ୍ୟ ଅନୁସାରେ ମଇଁଷି ଷଣ୍ଢ ‘ଭୀମ’ର ପ୍ରତିପାଳନରେ ଦୈନନ୍ଦିନ ଖାଦ୍ଯ ପାଇଁ ପ୍ରାୟ ୫୦୦୦ ଟଙ୍କା ଖର୍ଚ୍ଚ ହୋଇଥାଏ l ‘ଭୀମ’ ପ୍ରତିଦିନ ୨୦ ଲିଟର ମହୁମିଶା କ୍ଷୀର ପିଇଥାଏ l ଏହା ସହ କାଜୁ , ପେସ୍ତାବାଦାମ, ଗାଜର, ବନ୍ଧାକୋବି, ଋତୁଜାତୀୟ ପରିବା, ଶୁଖିଲା ନଡ଼ା ଓ ସବୁଜ ଘାସ ଖାଇଥାଏ l ଏଥିସହିତ ଭୀମ ପ୍ରତିଦିନ ବିଲୋନା ଘିଅର ପ୍ରାୟ ୧ କିଲୋ ହାଲୁଆ ଖାଇବାକୁ ଭଲପାଏ ବୋଲି ତାର ପ୍ରତିପାଳକ କହିଛନ୍ତି l

ସୁନ୍ଦର ଓ ବଳିଷ୍ଠ ସ୍ବାସ୍ଥ୍ୟ ପାଇଁ ମଇଁଷି ଷଣ୍ଢ ‘ଭୀମ’ ପ୍ରତିଦିନ ଖୋଲା ପଡ଼ିଆରେ ବ୍ୟାୟମ କରିଥାଏ ଓ ସନ୍ତରଣ କୁଣ୍ଡରେ ପ୍ରତିଦିନ ସକାଳୁ ଓ ସନ୍ଧ୍ୟାରେ ସନ୍ତରଣ କରିଥାଏ l ଏହି ସମସ୍ତ କାରଣ ପାଇଁ ‘ଭୀମ’ ସମଗ୍ର ଦେଶରେ ଏକ ମଇଁଷି ଷଣ୍ଢରୂପେ ପରିଚିତି ପାଇଛି l ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, ଓଡ଼ିଶା ମଇଁଷି ଷଣ୍ଢ ‘ଭୀମ’ର ଉପସ୍ଥିତି ଯୋଗୁଁ ମତ୍ସ୍ୟଚାଷୀ ଓ ପ୍ରାଣିପାଳକମାନେ ତାକୁ ଦେଖିବାର ଓ ମୁରା ପ୍ରଜାତି ମଇଁଷିଙ୍କ ବିଷୟରେ ଜାଣିବାର ସୁଯୋଗ ପାଉଛନ୍ତି l ସୂଚନାଯୋଗ୍ୟଯେ, ମୁରା ପ୍ରଜାତିର ମଇଁଷିମାନଙ୍କ ଦୁଗ୍ଧ ଉତ୍ପାଦନ କ୍ଷମତା ଦିନକୁ ୨୦-୨୫ ଲିଟର ହୋଇଥାଏ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version