• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସତ୍ଯ ସୁତାରଂକ ଦ୍ୱାରା ମ୍ୟାଟ୍ରିକ ଟପ୍ପର ଜିତେନ୍ଦ୍ର ମହାଲିକକୁଂ ୧ ଲକ୍ଷ ଟଙ୍କାର ମେଧାବୃତ୍ତି ପ୍ରଦାନ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
August 26, 2020
in Uncategorized, ଓଡ଼ିଶା, ଦେଶ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ସତ୍ଯ ସୁତାରଂକ ଦ୍ୱାରା ମ୍ୟାଟ୍ରିକ ଟପ୍ପର ଜିତେନ୍ଦ୍ର ମହାଲିକକୁଂ ୧ ଲକ୍ଷ ଟଙ୍କାର ମେଧାବୃତ୍ତି ପ୍ରଦାନ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଅଗଷ୍ଟ ବୁଧବାର ) ଭୁବନେଶ୍ୱର : – ଓଡିଆ ଜାତି ଓ ମାଟି ପାଇଁ ଉତ୍କଳମଣି ପଣ୍ଡିତ ଗୋପବଂଦ୍ଧୁ ଦାସ ଦାସଙ୍କର ଅବଦାନ ଅତୁଳନୀୟ । ସର୍ବଦା ସ୍ୱାଭିମାନୀ ହୋଇ ଶିକ୍ଷା ଓ ତ୍ଯାଗକୁ ପ୍ରାଧାନ୍ଯ ଦେଇ ଆସିଥିବା ଗୋପବଂଦ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସୁଦୁର ସିଂଗାପୁର ରେ ଥିବା ଓଡିଆ NRI ସତ୍ଯ ସୁତାର ଆରମ୍ଭ କରିଛନ୍ତି ଏକ ଅଭିନବ ପ୍ରୟାସ । ଓଡିଶାରେ ଚଳିତ ବର୍ଷ ଓଡିଶାର ମାଟ୍ରିକ୍ ଟପ୍ପର ଜିତେନ ମହାଲିକକୁଂ “ଉତ୍କଳମଣି ଗୋପବଂଦ୍ଧୁ ଶିକ୍ଷା, ସ୍ୱାଭିମାନ ଓ ତ୍ଯାଗ ମେଧାବୃତ୍ତି” ଦ୍ବାରା ସନ୍ମାନିତ କରିବା ସହ ସନ୍ମାନ ସ୍ବରୁପ ୧ ଲକ୍ଷ ଟଙ୍କା ପ୍ରଦାନ କରିଚ୍ଚନ୍ତି ।

ସମ୍ମାନିତ ଅତିଥି ଭାବେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ, ଓଲିଉଡର ବର୍ଷିୟାନ ଅଭିନେତା ପ୍ରଦ୍ଯୁମ୍ନ ଲେଂକା, ପୁର୍ବତଟ ରେଳବାଇର Ex- Principal Chief Safety Officer ସୁଧାନ୍ସୁ ସେଖର ମିଶ୍ର ଉପସ୍ଥିତ ରହି ଓଡିଶାର ଗର୍ବ ଜିତେନ ମହାଲିକକୁଂ ସନ୍ମାନିତ କରିବା ସହ ଏହି ବ୍ରୁତି ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଆରମ୍ଭ ରେ ଯୁବ ଚଳଚ୍ଚିତ୍ର ନିର୍ମାତା ସାନ୍ତନୁ କୁମାର ସିଅ ଏହି ବ୍ରୁତ୍ତି ସମ୍ବନ୍ଧରେ ଅଧିକ ତଥ୍ଯ ପ୍ରଦାନ କରିବା ସହ ଏହି ବ୍ରୁତ୍ତି ଉଦ୍ଦେଶ୍ଯ ରେ ଏକ କ୍ଷୁଦ୍ର ଚଳଚିତ୍ର THE TOPPER ନି୍ରମୀତ ହୋଇଥିବାର ସୁଚନା ଦେଇଥିଲେ। କାର୍ଯ୍ୟକ୍ରମ ର ପରିଚାଳନା ଆନି ସତ୍ଯପଥୀ କରିଥିବା ବେଳେ ସ୍ବସ୍ତୀକା ପନ୍ଡା ଧନ୍ଯବାଦ ଅର୍ପଣ କରିଥିଲେ ।

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ର ଫକୀରପୁର ଗ୍ରାମରେ ଜନ୍ମିତ ସତ୍ଯ ସୁତାର ଏବେ ସିଂଗାପୁରରେ FOOD EMPIRE କମ୍ପାନୀ ରେ ସାଧାରଣ ନିର୍ଦେଶକ ଭାବେ କାର୍ଯ୍ୟରତ । ଓଡିଶା ପାଣିପଵନରେ ବଡ ହୋଇଥିବା ହେତୁ ନିଜ ମାଟି ଓ ଲୋକଂକ ପାଇଁ କିଛି କର୍ତବ୍ୟ ବହନ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସତ୍ଯ ସୁତାର । ନିଜର ଅବସମ୍ଭାବ୍ଯ ସମୟ ଓ ଆର୍ଥିକ ସମ୍ଭଳରୁ ସେ ଏହି ରାଶି ପ୍ରଦାନ କରିବେ । ପ୍ରତିବର୍ଷ ଏହି ବୃତ୍ତି ରାଶି ଦ୍ୱାରା ଓଡିଶା ମାଧ୍ଯମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରିକ୍ଷା ରେ ଟପ୍ପର ହେଉଥିବା ଛାତ୍ର ବା ଛାତ୍ରୀ ନିଜ ସ୍ୱପ୍ନ ପଥରେ ଆଗେଇବା ପାଇଁ ନିଜକୁ ପ୍ରସ୍ତୁତ କରିପାରିବେ ଓ ତତ୍ପର ହୋଇପାରିବେ ବୋଲି ଆଶା ରଖିଛନ୍ତି ସତ୍ଯ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version