• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରିୟ ଖବରର ଏକାଦଶ ତମ ସ୍ୱନକ୍ଷତ୍ର : ସମାଜର ବିକାଶ ପାଇଁ ଖବର ପରିବେଷଣ କରାଯାଉ

Proprietor Abhimanyu Maharana by Proprietor Abhimanyu Maharana
February 20, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରିୟ ଖବରର ଏକାଦଶ ତମ ସ୍ୱନକ୍ଷତ୍ର : ସମାଜର ବିକାଶ ପାଇଁ ଖବର ପରିବେଷଣ କରାଯାଉ
Share on FacebookShare on TwitterWhatsapp

୨୦ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ସ୍ୱାଧୀନତା ପୂର୍ବରୁ ଜନସାଧାରଣଙ୍କୁ ସଚେତନ କରିବା ସମାଜ ତଥା ଦେଶର ବିକାଶ ପାଇଁ ମହାତ୍ମା ଗାନ୍ଧୀ, ଗୋପବନ୍ଧୁ ଦାସ ସମ୍ବାଦପତ୍ର ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚୁଥିଲେ । ସେତେବେଳେ ହାତଗଣତି କେତୋଟି ଖବର କାଗଜ ପ୍ରକାଶ ପାଉଥିଲା । ହେଲେ ଗଠନମୂଳକ ଖବର ପ୍ରକାଶ ପାଉଥିଲା, ଯାହା ସମାଜର ହିତ ସାଧନ କରୁଥିଲା । ଏବେ ଅନେକ ପରିବର୍ତ୍ତନ ହୋଇଛି ।

ଡିଜିଟାଲ ସହିତ ସାମାଜିକ ଓ ବୈଦ୍ୟୁତିକ ଗଣମାଧ୍ୟମ ସଙ୍ଗେ ସଙ୍ଗେ ଖବର ପ୍ରକାଶ କରୁଛନ୍ତି ସତ, ହେଲେ ସେଥିରେ ସତ୍ୟତା କେତେ ତାହା ଜାଣିବା ମୁସ୍କିଲ୍‍ । ଗୋଟିଏ ଖବର କାଗଜର ବୟସ କେତେ ହୋଇଛି ତାହା ବଡ଼କଥା ନୁହେଁ, ଖବର କାଗଜରେ କେଉଁ ବର୍ଗଙ୍କ ପାଇଁ କଣ ଅଛି ଓ ସମାଜର କେତେ ହିତ ସାଧନ କରୁଛି, ତାହା ଜାଣିବା ଉଚିତ୍‍ । ସମାଜର ବିକାଶ ପାଇଁ ନିରପେକ୍ଷ ଖବର ପରିବେଷଣ କରାଯିବା ଉଚିତ୍‍ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ସ୍ଥାନୀୟ ଜୟଦେବ ଭବନରେ ପ୍ରିୟ ଖବରର ଏକାଦଶତମ ସ୍ୱନକ୍ଷତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ସୁଲତା ଦେଓ ଯୋଗଦେଇ କହିଥିଲେ ଯେ, ପ୍ରିୟ ଖବର ସମସ୍ତଙ୍କର ପ୍ରିୟ ହେଉ । ଏଥିରେ ଅନୁସନ୍ଧାନମୂଳକ ଓ ସତ୍ୟ ଖବର ଉପସ୍ଥାପନା କରାଯାଉ । କାରଣ ସାମ୍ବାଦିକମାନଙ୍କ କାମ ହେଲା- ସତ୍ୟ, ନିର୍ଭିକ, ନିରପେକ୍ଷ ଓ ଗଠନମୂଳକ ଖବର ପରିବେଷଣ କରିବା । ଏହାଦ୍ୱାରା ସମାଜର ମଙ୍ଗଳ ହେବ ।

ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୂର୍ବତନ ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି କହିଥିଲେ ଯେ, ଗୋଟିଏ ଖବର କାଗଜକୁ ବଞ୍ଚାଇ ରଖିବା ଏବେ କଷ୍ଟକର ବ୍ୟାପାର । ପ୍ରିୟ ଖବର ଦୀର୍ଘ 11 ବର୍ଷ ହେଲା ତାର ପ୍ରକାଶନ ଜାରି ରଖିଛି । ମୁକ୍ତ କଣ୍ଠରେ ମୁକ୍ତ କଲମ ଚାଳନାରେ ସେ ତାଙ୍କର ଖବର ପରିବେଷଣ କରୁଛନ୍ତି । ହେଲେ ସତ୍ୟ ଖବର ପରିବେଷଣ ସମୟରେ ନଜର ରଖିବା ଉଚିତ୍‍ । ସମାଜର କ୍ଷତି କଲାଭଳି ଖବର ପରିବେଷଣ କରିବା ଉଚିତ୍‍ ନୁହେଁ । ସମାଜର ହିତ ଓ ବ୍ୟବସ୍ଥାର ସୁଧାର ପାଇଁ ଖବର ପ୍ରସାରଣ ହେବା ଉଚିତ୍‍ ।

ବହୁଳ ପ୍ରସାରିତ ଖବର କାଗଜ ଯେଉଁ ଖବରକୁ ଗୁରୁତ୍ୱ ଦିଏନାହିଁ, କ୍ଷୁଦ୍ର ଓ ମଧ୍ୟମ ଖବର କାଗଜ ତାକୁ ଗୁରୁତ୍ୱ ଦେଇ ସମାଜର ହିତ ସାଧନ କରିଥାଏ ବୋଲି ଶ୍ରୀ ମୁଦୁଲି କହିଥିଲେ । ସମ୍ମାନୀତ ଅତିଥି ଭାବେ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ଯୋଗଦେଇ ଖବର କାଗଜର ସ୍ଥିତି ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରିୟ ଖବର ସବୁବେଳେ ପାଠକଙ୍କ ରୁଚିକୁ ଗୁରୁତ୍ୱ ଦେଉଥିବାବେଳେ ଦୀର୍ଘ ବର୍ଷ ହେଲା ନିରବିଚ୍ଛିନ୍ନ ଭାବେ ପ୍ରସାରିତ ହେଉଛି । ପ୍ରିୟ ଖବରର ସମ୍ପାଦକ ରାଜକିଶୋର ଦାସ ସ୍ୱାଗତ ଭାଷଣ ଦେବାସହ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ଶେଷରେ ହର ପ୍ରସାଦ ଦାସ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ଓଡ଼ିଶାର ଲୋକକଳା, ଘୋଡ଼ାନାଚ ଓ ପାଇକ ଆଖଡ଼ା ପରିବେଷଣ କରାଯାଇଥିଲା । ଏଥିସହିତ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଏହାସହ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

ଗୁଜୁରାଟରେ ଅନୁଷ୍ଠିତ ଜାତୀୟସ୍ତରର ପ୍ରେରଣା କାର୍ଯ୍ୟକ୍ରମରେ ପାରଳା କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଶୁଭଙ୍କର ସମ୍ମାନୀତ

August 13, 2026
ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

ଗଜପତିରେ ‘ହର ଘର ତ୍ରିରଙ୍ଗା–୨୦୨୬’ ଉତ୍ସବମୁଖର ପରିବେଶରେ ବାହାରିଲା ବିଶାଳ ତ୍ରିରଙ୍ଗା ବାଇକ୍ ରାଲି

August 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

ଅପହରଣ ମାମଲାରେ ଜଣେ ମହିଳାଙ୍କୁ ପାରଳାଖେମୁଣ୍ଡିରୁ ଉଠାଇ ନେଲା ପଶ୍ଚିମବଙ୍ଗ ପୋଲିସ

August 13, 2026
ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

ବ୍ଲକ୍ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version