୨୨ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ସ୍ଥାନୀୟ ଗୁଇବନ୍ଧ ର ଶାଳବଣ ପରିସରରେ ଶୁକ୍ରବାର ୩୬ ତମ ତେର ଶମ୍ଭୁ ମିଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଭାପତି କିଶୋର କୁମାର ପାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ସମିତିର ଦିବଂଗତ ସଦସ୍ୟ ରାମଚନ୍ଦ୍ର ପ୍ରଧାନ (ମଙ୍ଗୁଳୁ ଭାଇ)ଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l















