No Result
View All Result
୨୩ ଫ୍ରେବୁଆରି ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ଜନକଲ୍ୟାଣ ବରିଷ୍ଠ ନାଗରିକ ସଂଘ ଆନୁକୁଲ୍ୟରେ ବରିଷ୍ଠ ନାଗରିକମାନଙ୍କୁ ଡିଜିଟାଲ୍ ଓ ସାଇବର କ୍ରାଇମ୍ ଉପରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି ।
ସଂଘର ସଭାପତି ନୃସିଂହ ଚରଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ହେଲ୍ପ୍ ଜ୍ ଇଣ୍ଡିଆର ସଂଯୋଜକ ଦେବାଶିଷ ବ୍ରହ୍ମା ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ୫୦ଜଣ ବରିଷ୍ଠ ନାଗରିକ ଯୋଗଦାନ କରିଥିଲେ । କେଶବ ଚନ୍ଦ୍ର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

No Result
View All Result