• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆମେ ଭଲ ଓ କମ୍ ଦାମରେ ଗୁଣବତ୍ତା ଔଷଧ ପାଇପାରୁଛେ, ଆଗକୁ ଅଧିକ ଷ୍ଟୋର ଖୋଲିବାକୁ ମୁଁ ପ୍ରୟାସ କରିବି – ସାଂସଦ ଅପରାଜିତା ଷଡ଼ଙ୍ଗୀ

Proprietor Abhimanyu Maharana by Proprietor Abhimanyu Maharana
March 3, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରଧାନମନ୍ତ୍ରୀଙ୍କ ପାଇଁ ଆମେ ଭଲ ଓ କମ୍ ଦାମରେ ଗୁଣବତ୍ତା ଔଷଧ ପାଇପାରୁଛେ, ଆଗକୁ ଅଧିକ ଷ୍ଟୋର ଖୋଲିବାକୁ ମୁଁ ପ୍ରୟାସ କରିବି – ସାଂସଦ ଅପରାଜିତା ଷଡ଼ଙ୍ଗୀ
Share on FacebookShare on TwitterWhatsapp

୨ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର  :- ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ତରଫରୁ ସପ୍ତାହ ବ୍ୟାପି ସପ୍ତମ ଜନଔଷଧି ଦିବସ ପାଳନ କରାଯାଉଛି । ଏହି ଅବସରରେ ଆଜି ଶୈଳସ୍ରୀ ବିହାର ଜଗନ୍ନାଥ ମନ୍ଦିର ଠାରେ ଏକ ଜନ ଚେତନା ପଦଯାତ୍ରା ଆୟୋଜନ କରାଯାଇଅଛି । ଏଠାରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ, ସମ୍ମାନୀୟ ଅତିଥି ଭାବେ ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଓ କର୍ପୋରେଟର ଯଶୋଧାରା ପ୍ରଧାନ ଯୋଗ ଦେଇଥିଲେ । ଏହି ପଦ ଯାତ୍ରାରେ ପ୍ରାୟ 300ରୁ ଉର୍ଦ୍ଧ୍ବ ଲୋକ ଅଂଶଗ୍ରହଣ କରି ଜନଔଷଧି ଔଷଧର ଗୁଣବତ୍ତା ଓ ଉଚିତ୍ ଦାମ ବିଷୟରେ ଲୋକମାନଙ୍କୁ ସଚେତନ କରାଇଥିଲେ ।

ଏହି ଅବସରରେ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ଖୁବ୍ କମ୍ ଦାମ୍ ଅର୍ଥାତ୍ ପାଖାପାଖି 50 ରୁ 90 ପ୍ରତିଶତ କମ୍ ଦାମ୍ ରେ ଗୁଣବତ୍ତାଯୁକ୍ତ ଔଷଧ ଉପଲବ୍ଧ ହେଉଛି । ଏହା ବ୍ୟତୀତ ଅନେକଙ୍କୁ ନିଯୁକ୍ତି ସୁଯୋଗ ବି ମିଳିଛି । ପ୍ରଧାନମନ୍ତ୍ରୀ ମୋଦି ଜୀଙ୍କ ଶାସନ କାଳରେ ସାରା ରାଜ୍ୟରେ ଖାସ୍ କରି ଭୁବନେଶ୍ୱରରେ ଜନଔଷଧି କେନ୍ଦ୍ର ଖୋଲାଯାଇଛି । ଯେଉଁଠି କମ୍ ଦାମରେ ଭଲ ଓ ଗୁଣାବତ୍ତା ଔଷଧ ମିଳୁଛି । ମୋର ସଂସଦୀୟ କ୍ଷେତ୍ର ତରଫରୁ ଏଭଳି ପ୍ରୟାସ ପାଇଁ ରେ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଉଛି ।

ବଡ଼ କଥା ହେଉଛି ଏ କ୍ଷେତ୍ରରେ ଅପରାଜିତା ଷଢ଼ଙ୍ଗୀଙ୍କର ବି ଅନେକ ଅବଦାନ ରହିଛି। କିଛି ସ୍ଥାନରେ ଜୁଲାଇ 19 ,2021 ରୁ ଡିସେମ୍ବର 30, 2023 ପର୍ଯ୍ୟନ୍ତ ବନ୍ଦ୍ ଥିଲା ଜନଔଷଧୀ ଷ୍ଟୋର୍ । କିନ୍ତୁ ଶ୍ରୀମତି ଅପରାଜିତା ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଭ୍ ମାଣ୍ଡଭିୟଙ୍କୁ ଦେଖା କରି ଯେଉଁ 15 ଟି ଜିଲ୍ଲାରେ ଏହା ବନ୍ଦ୍ ଥିଲା ସେଠାରେ ଜନଔଷଧୀ ଷ୍ଟୋର ଖୋଲିବାକୁ ପ୍ରସ୍ତାବ ଦେଇଥିଲେ । ପରେ ସେହି ପ୍ରମୂଖ ଜିଲ୍ଲା ମାନଙ୍କରେ ଖୋଲିଥିଲା ଷ୍ଟୋର ।

ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ 734 ଷ୍ଟୋର ଖୋଲା ଯାଇଛି । ଯାହା ଦ୍ୱାରା ଗରିବ ବା ମଧ୍ୟ ଲୋକମାନେ ସୁବିଧାରେ ଓ ସୁଲଭ ମୂଲ୍ୟରେ ଔଷଧ ପାଇପାରୁଛନ୍ତି । ଆଗକୁ କେମିତି ସହର ସହ ପ୍ରତି ଗାଁରେ ଅଧିକରୁ ଅଧିକ ଷ୍ଟୋର ଖୋଲାଯିବନ ଆଉ ଲୋକ ଉପକୃତ ହେବେ ସେ ନେଇ ଓଡ଼ିଶାର ଜନଔଷଧୀ ଦାୟିତ୍ୱରେ ଥିବା ଓଡ଼ିଶା ମୁଖ୍ୟ ଦେବେନ୍ଦ୍ର ନାଥଙ୍କ ସହ ଚର୍ଚ୍ଚା କରିଥିଲେ ଅପରାଜିତା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version