• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେନ୍ଦ୍ର ଓ ରାଜ୍ଯ ବଜେଟ ଲୋକାଭିମୁଖୀ

Proprietor Abhimanyu Maharana by Proprietor Abhimanyu Maharana
March 3, 2025
in ଓଡ଼ିଶା, ପୁରୀ, ହୋମ୍
0
କେନ୍ଦ୍ର ଓ ରାଜ୍ଯ ବଜେଟ ଲୋକାଭିମୁଖୀ
Share on FacebookShare on TwitterWhatsapp

୨ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ପୁରୀ  :-  ଚଳିତବର୍ଷ କେନ୍ଦ୍ର ଓ ରାଜ୍ଯ ସରକାରଙ୍କ ଦ୍ବାରା ପ୍ରସ୍ତୁତ ବଜେଟ ଲୋକାଭିମୁଖୀ ,ଲୋକପ୍ରିୟ ଓ ସବୁବର୍ଗର ଜନତାଙ୍କ ପାଇଁ ଆଦୃତ ହୋଇଛି ବୋଲି ପୁରୀ ସାଂସଦ ଡ.ସମ୍ବିତ ପାତ୍ର ମତବ୍ୟକ୍ତ କରିଛନ୍ତି । ଶନିବାର ପୂର୍ବାହ୍ନରେ ଚକ୍ରତୀର୍ଥ ରୋଡ ସ୍ଥିତ ସଂସ୍କୃତି ଭବନ ଠାରେ ବିକଶିତ ଭାରତ ପାଇଁ କେନ୍ଦ୍ର ଓ ରାଜ୍ଯ ବଜେଟ ସଂପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ଜିଲ୍ଲା ବିଜେପି ପକ୍ଷରୁ ଆୟୋଜିତ ହୋଇଥିଲା । ଏଥିରେ ରାଜ୍ଯ ଶିଳ୍ପ ମନ୍ତ୍ରୀ ସଂପଦ ସ୍ବାଇଁ କହିଲେ ଡବଲ ଇଞ୍ଜିନି ସରକାରରେ କେନ୍ଦ୍ର ଓ ରାଜ୍ଯ ବଜେଟ ଐତିହାସିକ ଯୁଗାନ୍ତକାରୀ ବଜେଟ ।

ଓଡିଶାର ୫୮ଟି ସବ ଡିଭିଜନରେ ଶୀତଳଭଣ୍ଡାର ନିର୍ମାଣ କରାଯିବ । ପୁରୀ ଭୁବନେଶ୍ଵର ଓ ପାରାଦ୍ବୀପକୁ ମିଶାଇ ବୃହତ ମହାନଗର ପରିକଳ୍ପନା କରାଯାଇଛି । ପୁରୀ ସହର ମଧ୍ଯ ଅତ୍ଯାଧୁନିକ ସହର ହେବ । ବକୁଳବନକୁ ଐତିହ୍ଯ ସ୍ଥଳି ଭାବେ ବିକଶିତ କରାଯିବ ।ପୁରୀ ସାଂସଦ ଶ୍ରୀ ପାତ୍ର କହିଲେ କେଉଁ ଦିଶାରେ ଦେଶ ଚାଲିବ ତାକୁ ଲକ୍ଷ୍ଯ କରି ମୋଦିଜୀଙ୍କ ଆଭିମୁଖ୍ଯ ଅନୁଯାଇ ବଜେଟ ଉପସ୍ଥାପନ କରାଯାଇଛି । ଏହା ଏକ ଜ୍ଞାନ ବଜେଟ ।

ଗରିବ, ଯୁବକ, ଅନ୍ନଦାତା ଓ ନାରୀଶକ୍ତି ବିକାଶ ପାଇଁ ବ୍ଯବସ୍ଥା ହୋଇଛି । ଏହି ବଜଟରେ ନିମ୍ନ ମଧ୍ୟମ ଓ ମଧ୍ଯମ ବର୍ଗଙ୍କ ପାଇଁ ଅନେକ ସୁବିଧା ସୁଯୋଗ ରହିଛି । ଆୟକର ଦାତାଙ୍କ ପାଇଁ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ଯାକ୍ସ ଲାଗିବ ନାହିଁ । ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ଜିଲ୍ଲା ସଭାପତି ଡାକ୍ତର ଦେବେନ୍ଦ୍ର ନାଥ ତରାଇ ସଭାପତିତ୍ବ କରିଥିଲେ । ପୁରୀର ପ୍ରାକ୍ତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ରାଷ୍ଟ୍ରୀୟ ପରିଷଦ ସଦସ୍ଯ ମଧୁସୂଦନ ସିଂହାରୀ ଯୋଗଦେଇ ବଜେଟ ସଂପର୍କରେ ମତ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ

ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ

August 7, 2026
ଅବକାରୀ ବିଭାଗର ଗୋଟିଏ ଦିନରେ ଦୁଇଟି ସ୍ଥାନରେ ଚଢାଉ, ବିପୁଳ ପରିମାଣର ମଦ ଜବତ

ଅବକାରୀ ବିଭାଗର ଗୋଟିଏ ଦିନରେ ଦୁଇଟି ସ୍ଥାନରେ ଚଢାଉ, ବିପୁଳ ପରିମାଣର ମଦ ଜବତ

August 6, 2026
ନୋତର ଗ୍ରାମ ପଞ୍ଚାୟତରେ ମିଶ୍ରଣ ପର୍ବ : ବିଜେଡି କର୍ମୀ ବିଜେପିରେ ସାମିଲ

ନୋତର ଗ୍ରାମ ପଞ୍ଚାୟତରେ ମିଶ୍ରଣ ପର୍ବ : ବିଜେଡି କର୍ମୀ ବିଜେପିରେ ସାମିଲ

August 6, 2026
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ବାଲିଗୁଡା ଓ ସିପାଞ୍ଜିରୀ ଦଳ ବିଜୟୀ

August 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ

ମାଟିଆପଡା ଓଭରବ୍ରିଜରେ ଅଧିକ ଲାଇଟ ଓ ସିସିଟିଭି ଲଗାଯାଉ

August 7, 2026
ଅବକାରୀ ବିଭାଗର ଗୋଟିଏ ଦିନରେ ଦୁଇଟି ସ୍ଥାନରେ ଚଢାଉ, ବିପୁଳ ପରିମାଣର ମଦ ଜବତ

ଅବକାରୀ ବିଭାଗର ଗୋଟିଏ ଦିନରେ ଦୁଇଟି ସ୍ଥାନରେ ଚଢାଉ, ବିପୁଳ ପରିମାଣର ମଦ ଜବତ

August 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version