• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅରିଲୋ ଦୋଳ ମେଳଣ ପାଇଁ କଟକ ସଦର ଥାନା ପକ୍ଷରୁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 7, 2025
in ଓଡ଼ିଶା, କଟକ, ହୋମ୍
0
ଅରିଲୋ ଦୋଳ ମେଳଣ ପାଇଁ କଟକ ସଦର ଥାନା ପକ୍ଷରୁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) କଟକ :- କଟକ ସଦର ଥାନା ଅଞ୍ଚଳର ଅରିଲୋ ଜନାର୍ଦ୍ଦନ ଦେବଙ୍କ ପ୍ରସିଦ୍ଧ ଦୋଳ ମେଳଣ ଆସନ୍ତା ୧୨ ତାରିଖ ବୁଧବାର ରାତିରେ ମହା ସମାରୋହରେ ଅନୁଷ୍ଠିତ ହେବ । ଏହି ମେଳଣକୁ ଆଖପାଖ ଅଞ୍ଚଳର ୫୦ରୁ ୬୦ ଗୋଟି ଦୋଳ ବିମାନ ଆସିଥାନ୍ତି । ମେଳନକୁ କିଭଳ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରାଯିବ ସେନେଇ ଏକ ପ୍ରସ୍ତୁତି ବୈଠକ କଟକ ସଦର ଥାନା ପକ୍ଷରୁ ଗୁରୁବାର ଦିନ ସନ୍ଧ୍ୟାରେ ପ୍ରତାପନଗରୀ ସ୍ଥିତ ଧାକୁଲେଇ ପୀଠରେ ଅନୁଷ୍ଠିତ ହୋଇଥିଲା ।

କଟକ ସଦର ଥାନାର ଆଇଆଇସି ଓମ୍ ପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଦୋଳ ମେଳଣ ପ୍ରସ୍ତୁତି ବୈଠକରେ କମିଶନରେଟ ପୋଲିସ କଟକ ଯୋନ-୪ ଏସିପି ଅମିତାଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅରିଲୋ ଦୋଳ ମେଳଣ ଶାନ୍ତି କମିଟିର ସଭାପତି ସୁନ୍ଦର ପବିତ୍ର ଦାସ , କାର୍ଯ୍ୟକାରୀ ସଭାପତି ପର୍ଶୁରାମ ସେନାପତି , ଗୋପାଳ ମିଶ୍ର , ଲଳିତ କୁମାର ଦାଶ ,

ଅଶୋକ ରଥ ,ପ୍ରଵୀର ମହାନ୍ତି, ଲିଙ୍ଗରାଜ ମହାନ୍ତି, କାହ୍ନୁ ଚରଣ ପାତ୍ର, ବିପ୍ର ଚରଣ ଭୋଳଙ୍କ ସମେତ ବିଭିନ୍ନ ଗ୍ରାମର ମୁରବୀ, ଠାକୁରଙ୍କ ମାର୍ଫତଦାର ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପୂର୍ବ ବର୍ଷ ଭଳି ପାରମ୍ପାରିକ ବାଜାରେ ଦୋଳ ବିମାନ ଗୁଡିକୁ ଜନାର୍ଦ୍ଦନ ଦେବଙ୍କ ପୀଠରୁ ମେଲଣ ପଡିଆକୁ ଶୋଭାଯାତ୍ରାରେ ନିଆଯିବ । ଡିଜେକୁ ସାଉଣ୍ଡକୁ ସଂପୂର୍ଣ୍ଣ ବାରଣ କରାଯାଇଛି । ମେଲଣ ଶୋଭାଯାତ୍ରାରେ କେବଳ ଟାଟା ଏସି ଗାଡ଼ି ବ୍ୟତିତ ୪୦୭ ଏବଂ ଟ୍ରାକ୍ଟରକୁ ବାରଣ କରାଯାଇଛି ।

ମେଲଣକୁ ବିମାନ ନେଇ ଆସୁଥିବା ବ୍ୟକ୍ତିମାନେ ଯେଭଳି ନିଶା ସେବନ କରି ଆସିପାରିବେ ନାହିଁ । ଯେଉଁମାନେ ମେଲଣକୁ ନିଶା ସେବନ କରି ଆସିବେ କିମ୍ବା ବିଶୃଙ୍ଖଳା ସୃଷ୍ଟି କରିବାକୁ ଚେଷ୍ଟା କରିବେ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇ ମାମଲା ରୁଜ୍ଜୁ କରାଯିବ ବୋଲି ଆଇଆଇସି ଓମ ପ୍ରକାଶ ମହାନ୍ତି କହିଥିଲେ ।

ମେଳଣ ଶୋଭାଯାତ୍ରା ଯାଉଥିବା ରାସ୍ତାରେ ପର୍ଯ୍ୟାପ୍ତ ଲୋକର ବ୍ୟବସ୍ଥା କରିବା ପାଇଁ ମେଲଣ କରୁଥିବା ଗ୍ରାମବାସୀଙ୍କୁ କହିଥିଲେ । ଏହି ପ୍ରସ୍ତୁତି ବୈଠକରେ ଅରିଲୋ, ମହିଧରପଡା, ଅରଡିଆପଦା , ଦଳବାଡ଼, ଶାସୋଳ, ଆମଣ, ନାଗବାଲି, ଖଣ୍ଡେଏତା, ନଗରୀ, ଖଲର୍ଦ୍ଦା, ଧାନଘରପଡା, ଅରଡ଼, ଆଦି ଗ୍ରାମର ଦୋଳ ବିମାନ ଗୁଡିକର ମାର୍ଫତଦାର ଏବଂ ଗ୍ରାମବାସୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version