• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ମହିଳା ଜନତା ଦଳ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଶାଳ ମହିଳା ସମାବେଶ

Proprietor Abhimanyu Maharana by Proprietor Abhimanyu Maharana
March 10, 2025
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ବିଜୁ ମହିଳା ଜନତା ଦଳ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଶାଳ ମହିଳା ସମାବେଶ
Share on FacebookShare on TwitterWhatsapp

୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ନୂଆଗାଁ :-  ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ବିଜୁ ଭବନ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିଜୁ ମହିଳା ଜନତା ଦଳ ପକ୍ଷରୁ ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ସଭାକାର୍ଯ୍ୟ ଆରମ୍ଭ ହୋଇଥଲା । ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହିଳା ସମାବେଶରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ରାଜ ବ୍ୟବସ୍ଥା ପ୍ରଚଳନ ,

ଗ୍ରାମୀଣ ମହିଳା ସଶକ୍ତି କରଣ , ପଂଚାୟତରାଜ ବ୍ୟବସ୍ଥାରେ ମହିଳା ମାନଙ୍କ ଯୋଗଦାନ ଓ ଭୂମିକା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିପରି ମହିଳା ମାନଙ୍କୁ ସଶକ୍ତି କରଣ କରିଛନ୍ତି ସେ ଉପରେ ବକ୍ତବ୍ୟ ରଖିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ମହିଳା ସ୍ବାବଲମ୍ବୀ ହେବା ସହ ରାଜନୀତି କ୍ଷେତ୍ରରେ ମଧ୍ୟ ପାରିଦର୍ଶିତା ଦେଖାଇପାରିଛନ୍ତି ଯାହାକି ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ତିନୋଟି ବ୍ଳକ୍ ରେ ବିଜେଡିର ମହିଳା ବ୍ଲକ୍ ଅଧ୍ୟକ୍ଷା ଅଛନ୍ତି।ବର୍ତ୍ତମାନ ସରକାର ରେ ମହିଳା ମାନଙ୍କ ବିକାଶ ର ଆଶା ନାହିଁ ବୋଲି ବିଧାୟକ କହିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଦଶପଲ୍ଲା ଏନ୍ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ ,

ନୂଆଗାଁ ବ୍ଲକ୍ ପୂର୍ବତନ ବ୍ଲକ୍ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳୀ ସାହୁ,ଗଣିଆ ବ୍ଲକ୍ ମହିଳା ସଭାନେତ୍ରୀ ବୈଜୟନ୍ତୀ ବେହେରା,ନୂଆଗାଁ ସରପଞ୍ଚ ଅମିତା ପରିଡ଼ା,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ,କୋରଡ଼ା ସରପଞ୍ଚ ନିରୁପମା ପାତ୍ର, ମାଇଛେଳି ସରପଞ୍ଚ ସ୍ୱାଗତିକା ପ୍ରିୟଦର୍ଶିନୀ ପ୍ରଧାନ, ଢେଙ୍କେଣା ସରପଞ୍ଚ ଯୁଗଳ କିଶୋର ସାହୁ,ପୂର୍ବତନ ସରପଞ୍ଚ ଗୋଲଖ ବିହାରୀ ଗୋଚ୍ଛାୟତ ସମେତ ୨୨ ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ,

ସଭ୍ୟା ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ମହିଳା କିପରି ଆଗକୁ ଅଗ୍ରସର ହୋଇଛନ୍ତି , ମହିଳାଙ୍କୁ କିପରି ସମ୍ମାନ ଦେଉଛନ୍ତି ଏବଂ ନବୀନ ପଟ୍ଟନାୟକଙ୍କ ସରକାର ରେ ମିଶନ ଶକ୍ତି ମାଧ୍ୟମରେ ମହିଳା ମାନଙ୍କୁ କିପରି ଅଗ୍ରାଧିକାର ମିଳୁଥିଲା ଏବଂ ବର୍ତ୍ତମାନ ସରକାର ରେ ତାହା ନାହିଁ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ହଜାରରୁ ଉର୍ଦ୍ଧ୍ବ ମହିଳା ଯୋଗଦେଇ ବିଜୁ ପଟ୍ଟନାୟକ ଅମର ରହେ ,ନବୀନ ପଟ୍ଟନାୟକ ଜିନ୍ଦାବାଦ ସ୍ଲୋଗାନ , ହୁଳ ହୁଳି ଦେବା ସହ ବିଜୁ ଜନତା ଦଳକୁ ଅଧିକ ମଝଭୁତ କରିବା ପାଇଁ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version