• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବୈଦିକ ବିଚାର ମଞ୍ଚ ଆନୁକୁଲ୍ୟରେ ଆଲୋଚନା ଚକ୍ର

Proprietor Abhimanyu Maharana by Proprietor Abhimanyu Maharana
March 10, 2025
in Uncategorized, ଓଡ଼ିଶା, କଟକ, ହୋମ୍
0
ବୈଦିକ ବିଚାର ମଞ୍ଚ ଆନୁକୁଲ୍ୟରେ ଆଲୋଚନା ଚକ୍ର
Share on FacebookShare on TwitterWhatsapp

୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଙ୍କୀ :- ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ତୁଳସୀପୁରସ୍ଥିତ ଆର୍ଯ୍ୟ ସମାଜ ପରିସରରେ ବାଙ୍କୀ ବୈଦିକ ବିଚାର ମଞ୍ଚ ଆନୁକୁଲ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଆଲୋଚନାଚକ୍ରରେ ଧନଞ୍ଜୟ ମହାପାତ୍ର ସଭାପତିତ୍ୱ କରିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ କଟକ ଜିଲ୍ଲା ଆର୍ଯ୍ୟ ସମାଜର ଉପସଭାପତି ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଯୋଗଦାନ କରି ବେଦ, ବେଦାନ୍ତ ଓ ବିଭିନ୍ନ ବୈଦିକ ସଂସ୍କାର ଉପରେ ଆଲୋକପାତ କରିଥିଲେ ।

ସମ୍ମାନିତ ଅତିଥି ଭାବେ ପ୍ରକୃତିବନ୍ଧୁ ଦୀପକ କୁମାର ସାମନ୍ତରାୟ ଯୋଗଦାନ କରି ବୃକ୍ଷଲତା ଓ ଜୀବଜନ୍ତୁ ମାନଙ୍କର ସୁରକ୍ଷା ସହିତ ବେଦରେ ଜୀବଜନ୍ତୁ ମାନଙ୍କୁ ପୂଜା କରାଯାଉ ବୋଲି ପ୍ରକାଶ କରିଥିଲେ । ଅତିଥି ଭାବେ ପ୍ରକୃତି ବନ୍ଧୁ ପ୍ରସନ୍ନ କୁମାର ସାହୁ, ଅମୂଲ୍ୟ ଚରଣ ଦାସ, ସୁଦର୍ଶନ ସାହୁ ପ୍ରମୁଖ ଯୋଗଦାନ କରି ବୈଦିକ ବିଚାରମଞ୍ଚ ର କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ଶେଷରେ ପ୍ରସନ୍ନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version