• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସଭାପତି ଚୟନରେ ବିଳମ୍ବ ପଦ୍ମ ଦଳର ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି

Proprietor Abhimanyu Maharana by Proprietor Abhimanyu Maharana
March 12, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ରାଜ୍ୟ ସଭାପତି ଚୟନରେ ବିଳମ୍ବ ପଦ୍ମ ଦଳର ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି
Share on FacebookShare on TwitterWhatsapp

୧୧ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ୱର :- ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲେ ମଧ୍ୟ ରାଜ୍ୟ ସଭାପତି ଚୟନ ହୋଇପାରିନଥିବା ଶୁଣିବାକୁ ମିଳିଛି । ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୁଘ ବୈଠକରେ ଉପସ୍ଥିତ ଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବି ଉପସ୍ଥିତ ଥିଲେ । ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଂଗଠନ ମହାମନ୍ତ୍ରୀ ମାନସ ମହାନ୍ତି, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଉପସ୍ଥିତ ଥିଲେ । ବିଜେପି ରାଜ୍ୟ ସଭାପତି ଚୟନ ଏବଂ ନିଗମ ବୋର୍ଡ, କମିଶନ ଭଳି ପଦ ପଦବୀ ପାଇଁ ଆଲୋଚନା ହେଇଥିବା ନେଇ ସୂଚନା ମିଳିଛି ।

ଏପଟେ, ବିଜେପି ରାଜ୍ୟ ସଭାପତି ଚୟନ ନିଷ୍ପତ୍ତିରେ ବିଳମ୍ବ ନେଇ ବିଜୟ ପାଲ ସିଂ ତୋମାର ପ୍ରତିକ୍ରିୟାରେ କହିଛନ୍ତି, ବିଜେପିର ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ କେ. ଲକ୍ଷ୍ମଣ ଶେଷ ନିଷ୍ପତ୍ତି ନେବେ । ମାର୍ଚ୍ଚ ମାସରେ ହିଁ ହେବ ବିଜେପି ରାଜ୍ୟ ସଭାପତି ଚୟନ । ଏହାସହ ସେ ଆହୁରି ମଧ୍ୟ କହିଛନ୍ତି, ସଂଗଠନଙ୍କୁ ଆଗକୁ ନେବା ପାଇଁ ଏକ୍ସରସାଇଜ ଚାଲିଛି । ବିଜେପିର ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ କେ. ଲକ୍ଷ୍ମଣ ରାଜ୍ୟ ବିଜେପିର କିଏ ହେବେ ସଭାପତି ସେନେଇ ଖୁବଶୀଘ୍ର ନିଷ୍ପତ୍ତି ନେବେ । ପୂର୍ବରୁ ଫେବୃଆରୀ ୨୫ ତାରିଖରେ ବିଜେପି ରାଜ୍ୟ ସଭାପତି ଚୟନ ବିଳମ୍ବ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଥିଲେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । କହିଥିଲେ ୩୧ ମାର୍ଚ୍ଚ ପୂର୍ବରୁ ବିଜେପି ରାଜ୍ୟ ସଭାପତି ନାଁ ହେବ ଘୋଷଣା ।

ରାଜ୍ୟ ବିଜେପି ସଭାପତି କିଏ ହେବେ, ଏ ପର୍ଯ୍ୟନ୍ତ ଦିଲ୍ଲୀରୁ କୌଣସି ନିର୍ଦ୍ଦେଶ ଆସିନାହିଁ । ଏନେଇ ଶୀଘ୍ର ନିର୍ଣ୍ଣୟ ନେବେ ବିଜେପି ଜାତୀୟ ନେତୃତ୍ବ । ୧୫ ମାର୍ଚ୍ଚ ପୂର୍ବରୁ ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ କେନ୍ଦ୍ର ଏବଂ ଓଡ଼ିଶା ଦାୟିତ୍ୱରେ ଥିବା ସଞ୍ଜୟ ଜୟଶ୍ୱାଲଙ୍କ ସହ ଆମେ ଆଲୋଚନା କରିବୁ ବୋଲି ପ୍ରଭାରୀ ବିଜୟ ପାଲ ସିଂ କହିଥିଲେ । ହେଲେ ଏଯାଏଁ ସଭାପତି ହେବ କିଏ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଏପଟେ,୮ ମାସ ପରେ ବି ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲିପଡିଛି । କୁହାଯାଉଛି, ରାଜ୍ୟ ମଙ୍ଗୁଆଳ ଘୋଷଣା ହେବା ପରେ ଏସବୁର ସମାଧାନ ହେବ । ତେବେ ସେ ଯାହା ହେଉ ପଦ୍ମ ଦଳର ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି ସିନା ଭାଗ ଛିଣ୍ଡୁନି ବୋଲି ଚର୍ଚ୍ଚା ହେଉଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version