• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଟପୁଲିସି ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଓ କ୍ରୀଡା ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 12, 2025
in ଓଡ଼ିଶା, ରାୟଗଡା, ହୋମ୍
0
ବାଟପୁଲିସି ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଓ କ୍ରୀଡା ଉତ୍ସବ ପାଳିତ
Share on FacebookShare on TwitterWhatsapp

୧୧ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରାମନାଗୁଡା  :-  ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ସୁଣ୍ଡିଧାମୁଣି ପଞ୍ଚାୟତ ଅଧୀନରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ବାଟପୁଲିସି ଠାରେ ବାର୍ଷିକ ଓ କ୍ରୀଡା ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଭୁଦତ୍ତ ଶିବ ପ୍ରସାଦ ମହାନ୍ତି ଙ୍କ ସଭାପତିତ୍ୱ ରେ ଆୟୋଜିତ ହୋଇଥିବା ଏହି ମହୋତ୍ସବ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ ମଞ୍ଚାସୀନ ହୋଇଥିବା ବେଳେମୁଖ୍ୟବକ୍ତା ଭାବରେ ଅନୁଷ୍ଠାନର ପୂର୍ବତନ ପ୍ରଧାନ ଶିକ୍ଷକ ସୁରଥ ପାଲାକା, ସମ୍ମାନିତ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ, ସୁଣ୍ଡିଧାମୁଣି ସରପଞ୍ଚ ଭାସ୍କର କାଡ୍ରାକା, ସମିତି ସଭ୍ୟ କମଳ ମୁଟିକା,

ସମାଜସେବୀ ବାତ୍ରୀ ମାଣ୍ଡାଙ୍ଗି, ପାଳୁପାଇ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ଦାଶ, ଗୁଲୁମୁଣ୍ଡା ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ବେହେରା ମଞ୍ଚାସୀନ ହୋଇଥିବା ବେଳେ ସ୍ୱତନ୍ତ୍ର ଅତିଥି ରୂପେ ଗୁଲୁଣ୍ଠି ପ୍ରଧାନ ଶିକ୍ଷକ ପି.ସୁରେଶ, ପାର୍ଲା ପ୍ରଧାନ ଶିକ୍ଷକ ରୁଦାଲି ପାତ୍ର, ସୁଲୁଡି ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତପସ୍ୱିନୀ ଶବର, କୁଜେନ୍ଦ୍ରୀ ପ୍ରଧାନ ଶିକ୍ଷକ ଗୋପୀନାଥ ନାୟକ, ପେଣକାମ ପ୍ରଧାନ ଶିକ୍ଷକ ଶକ୍ତି ପ୍ରସାଦ ବେହେରା, ଗୁମୁଡ଼ା ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ମଞ୍ଜୁଳା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପ୍ରାରରମ୍ଭରେ ଜଗତର ନାଥ ଜଗନ୍ନାଥଙ୍କ ଫୋଟଚିତ୍ର ନିକଟରେ ଉପସ୍ଥିତ ଅତିଥି ମାନଙ୍କ ଦ୍ୱାରା ଦୀପ ପ୍ରଜ୍ଜ୍ୱଳନ କରିଥିବା ବେଳେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମହାନ୍ତି ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ମହୋତ୍ସବ ର ମୁଖ୍ୟ ଆକର୍ଷଣ ର କେନ୍ଦ୍ରବିନ୍ଦୁ ପାଲଟି ଥିବା କୋରାପୁଟ ଏସଡିପିଓ ସୁଶ୍ରୀ ଶ୍ରାବଣୀ ନାୟକ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ସହ କ୍ରୀଡା ର ମଧ୍ୟ ଆବଶ୍ୟକ ରହିଛି, ଶିକ୍ଷା ବିନା ଆଗକୁ ବଢ଼ିବା ଅସମ୍ବବ ବୋଲି ନିଜ ଅବିଭାଷଣ ରେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀକୁ ନେଇ ସଙ୍ଗୀତ ଓ ନୃତ୍ୟ ପ୍ରଦର୍ଶନ କରାଯାଇଥିଲା । ବିଭିନ୍ନ ପ୍ରତିଯୋଗିତାରେ କୃତି ଅର୍ଜନ କରିଥିବା ବିଜୟୀ ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ସହକାରୀ ଶିକ୍ଷକ ବି. ଜଗାରାଓ ମଞ୍ଚ ପରିଚାଳନା କରିଥିବା ବେଳେ ସଂଯୋଜନା ଦାଇତ୍ୱ ରେ ସହକାରୀ ଶିକ୍ଷୟିତ୍ରୀ ସୁଶ୍ରୀ ସୁସ୍ମିତା ବାରିକ ଦାଇତ୍ୱ ନିର୍ବାହ କରିଥିଲେ । ଏହି ସମସ୍ତ କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ସମେତ ଶିକ୍ଷକ ନିଳାଞ୍ଚଳ କରକରିଆ, ଚନ୍ଦ୍ର ଶେଖର ପିଚିକା, ଶିଳ୍ପା ମହାରଣା ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ।କାର୍ଯ୍ୟକ୍ରମ ପରିଶେଷରେ ପ୍ରଧାନ ଶିକ୍ଷକ ଶ୍ରୀ ମହାନ୍ତି ସମସ୍ତ ଅତିଥି ମାନଙ୍କୁ ଧନ୍ୟବାଦ୍ ଦେଇ ସଭାସାଙ୍ଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

April 26, 2026
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026
ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

ଇଣ୍ଡୋ କ୍ୟାରିବିଆନ୍‌ ଚାମ୍ବର ଅଫ କମର୍ସ ଫର୍‌ ଡେଭେଲପମେଣ୍ଟ – ଆଇସିସିସିଡି ଅର୍ଥନୀତିଜ୍ଞ ଶିବଦତ୍ତ ଦାସଙ୍କୁ ଗ୍ଲୋବାଲ୍‌ ପ୍ରେସିଡେଣ୍ଟ ଭାବରେ ନିଯୁକ୍ତ କଲା

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version