• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲା ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
March 12, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଜିଲ୍ଲା ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା
Share on FacebookShare on TwitterWhatsapp

୧୧ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ମାଲକାନଗିରି  :- ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ଏକ ଦିବସୀୟ ଲକ୍ଷପତି ଦିଦି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର କାର୍ଯ୍ୟକ୍ରମରେ ସଭାପତିତ୍ବ କରି କର୍ମଶାଳାର ଆଭିମୁଖ୍ୟ ସଂପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ରାଜ୍ୟ ସରକାରଙ୍କ ପକ୍ଷରୁ ମହିଳା ମାନଙ୍କୁ ଉଦ୍ୟୋଗୀ ହେବା ନିମନ୍ତେ ସମସ୍ତ ଆର୍ଥିକ ସୁବିଧା ଯୋଗାଇ ଦିଆଯାଉଛି।

ବ୍ୟବସାୟ କରିବା ପାଇଁ ସବସିଡି ବ୍ୟବସ୍ଥା ରହିଛି। ଦୈନନ୍ଦିନ ଜୀବନ ଜୀବିକାକୁ ଆଧାର କରି ଯେପରିକି ମତ୍ସ୍ୟ ଚାଷ, ପଶୁ ପାଳନ, କୃଷି କିମ୍ବା ଅନ୍ୟାନ୍ୟ କ୍ଷୁଦ୍ର ଉଦ୍ୟୋଗ ସ୍ଥାପନ ମାଧ୍ୟମରେ ଆର୍ଥିକ ଭାବେ ମହିଳା ମାନେ ଲାଭାନ୍ଵିତ ହୋଇପାରିବେ।ସେ ଆହୁରି ମଧ୍ୟ କହିଥିଲେ ଯେ ଉଦ୍ୟୋଗୀ ହେବାକୁ ହେଲେ ସମ୍ୟକ କଷ୍ଟ ସ୍ବୀକାର କରିବା ସହ ଧର୍ଯ୍ୟ ଧରିବାକୁ ପଡ଼ିବ। ଯାହା ସଫଳତା ଆଡକୁ ଅଗ୍ରସର କରାଇବ। ବିଶେଷ ଭାବେ ୬୦ ହଜାର ରୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯାହାର ରୋଜଗାର ରହିଛି ସେମାନଙ୍କୁ ଲକ୍ଷପତି ଦିଦି କରିବା ନିମନ୍ତେ ଅଗ୍ରାଧିକାର ଦିଆଯାଉଛି। ତା ସହିତ ଅନ୍ୟ ମହିଳା ମାନଙ୍କୁ ମଧ୍ଯ ଲକ୍ଷପତି ଦିଦି ହେବା ପାଇଁ କର୍ମଶାଳାରେ ପ୍ରୋତ୍ସାହନ କରାଯାଇଛି। ଅନ୍ୟତମ ଅତିଥି ଭାବେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ହଳଧର ଶବର ଉପସ୍ଥିତ ରହି ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିଥିଲେ।

ଓଡ଼ିଶା ଜୀବିକା ମିଶନ, କୃଷି, ଶିଳ୍ପ, ଉଦ୍ୟାନ କୃଷି, ମତ୍ସ୍ୟ, ବ୍ୟାଙ୍କ୍ ଓ ଓରମାସ ତରଫରୁ ଅଧିକାରୀ ମାନେ ଉପସ୍ଥିତ ରହି ସରକାରଙ୍କର ବିଭିନ୍ନ ଯୋଜନା ବିଷୟରେ ପ୍ରକାଶ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ସଦର ବିଡ଼ିଓ ତପନ କୁମାର ସେନାପତି, ମିଶନ ଶକ୍ତି ଡିପିଏମ ହର୍ଷାନନ୍ଦ ପ୍ରଧାନ ଓ ବାଲାଜୀ ପଟ୍ଟନାୟକ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ପରିଚାଳନା କରିଥିବା ବେଳେ ଜିଲ୍ଲା ପରିଷଦ କାର୍ଯ୍ୟକ୍ରମ ପରିଚାଳକ ଅର୍ଥ ମାନସ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି ବିଭାଗ, ଜିଲ୍ଲା ପରିଷଦ ଓ ବ୍ଲକର ସମସ୍ତ କର୍ମଚାରୀ ଏଥିରେ ଉପସ୍ଥିତ ଥିଲେ। ଏହି କର୍ମଶାଳାରେ ପ୍ରାୟ ୪ ହଜାର ସ୍ଵଂୟ ସହାୟକ ଗୋଷ୍ଠୀ, ପ୍ରାଣୀ ମିତ୍ର, କୃଷି ମିତ୍ର, ଏମଭିକେ ମହିଳା ଯୋଗ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ – ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ – ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ

October 10, 2026
ଉତ୍କଳ ହସ୍ପିଟାଲରେ ଅତ୍ୟାଧୁନିକ ସ୍ଲିପ୍ ଲାବ୍ ଚେୟାରମ୍ୟାନ ଡ଼ ଅଦିତ୍ୟ କୁମାର ସାମଲଙ୍କ ଦ୍ବାରା ଉଦ୍ଘାଟିତ।

Utkal Hospital Inaugurates State-of-the-Art Sleep Lab

October 10, 2026
ରଣପୁର ରେ ନିର୍ବାଚନ କମିଶନ ଙ୍କ ଇସ୍ତଫା ଦାବୀ ସହ କୁଶ ପୁତ୍ତଳିକା ଦାହ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ – ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ – ପ୍ରଜାମଣ୍ଡଳ ଆନ୍ଦୋଳନର ଦୁର୍ଦ୍ଦଶ ନେତା ଥିଲେ କଷ୍ଟି ଡାକୁଆ

October 10, 2026
ଉତ୍କଳ ହସ୍ପିଟାଲରେ ଅତ୍ୟାଧୁନିକ ସ୍ଲିପ୍ ଲାବ୍ ଚେୟାରମ୍ୟାନ ଡ଼ ଅଦିତ୍ୟ କୁମାର ସାମଲଙ୍କ ଦ୍ବାରା ଉଦ୍ଘାଟିତ।

Utkal Hospital Inaugurates State-of-the-Art Sleep Lab

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version