• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜଧାନୀରୁ ଟ୍ରାଫିକ ସମସ୍ୟା ଦୂର ପାଇଁ ଭୁବନେଶ୍ବରର ସାଂସଦଙ୍କ ଉଦ୍ୟମ

Proprietor Abhimanyu Maharana by Proprietor Abhimanyu Maharana
March 12, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜଧାନୀରୁ ଟ୍ରାଫିକ ସମସ୍ୟା ଦୂର ପାଇଁ ଭୁବନେଶ୍ବରର ସାଂସଦଙ୍କ ଉଦ୍ୟମ
Share on FacebookShare on TwitterWhatsapp

ପଳାଶୁଣିରେ ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା : ୫୦ କୋଟି ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ଗଡକରୀ 

ଦୂର ଦେବାକୁ ଯାଉଛି

୧୨  ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ବର  :- ଭୁବନେଶ୍ବର ପଳାଶୁଣିରେ ଦୀର୍ଘ ବର୍ଷର ଟ୍ରାଫିକ୍ ସମସ୍ୟା । ଗଙ୍ଗୁଆ ନାଳ ଉପରେ ୬ ଲେନ୍ ବିଶିଷ୍ଟ ରାସ୍ତା ନେଇ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଏକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ । ଦିଲ୍ଲୀ ଗସ୍ତରେ ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସାକ୍ଷାତ କରିଥିଲେ । ଏହି ଅବସରରେ ପଳାଶୁଣି ଗଙ୍ଗୁଆ ନାଳ ଉପରେ ଥିବା ବ୍ରିଜର ପ୍ରଶସ୍ତିକରଣ ତଥା ପଳାଶୁଣିରେ ଟ୍ରାଫିକ୍ ସମସ୍ୟାର ଦୂରିକରଣ ନେଇ ୬ ଲେନ୍ ବିଶିଷ୍ଟ ରାସ୍ତା ପ୍ରକଳ୍ପକୁ ମୋହର ବାଜିଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ସାଂସଦ ।

ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ପ୍ରମୁଖ ପ୍ରବେଶ ଦ୍ବାର ହେଉଛି ପଳାଶୁଣି ଓ ରସୁଲଗଡ଼ । କଟକରୁ ଭୁବନେଶ୍ବରକୁ ସଂଯୋଗର ପ୍ରମୁଖ ପ୍ରବେଶ ମଧ୍ୟ ପଳାଶୁଣି । ପ୍ରତ୍ୟକ ଦିନ ଏହି ରାସ୍ତାରେ ସକାଳେ ଓ ସନ୍ଧ୍ୟାରେ ପ୍ରବଳ ଟ୍ରାଫିକ୍ ସମସ୍ୟାର ସାମ୍ନା କରିଥାନ୍ତି ରାଜଧାନୀବାସୀ । ଏହାର ଦୂର କରିବାକୁ ବିଭିନ୍ନ ସମୟରେ ଶତାଧିକ ଲୋକଙ୍କ ପକ୍ଷରୁ ରାସ୍ତା ପ୍ରଶସ୍ତିକରଣ ତଥା ଗଙ୍ଗୁଆ ନାଳ ଉପର ବ୍ରିଜର ପ୍ରଶସ୍ତିକରଣ ନେଇ ଦାବି ହୋଇ ଆସୁଥିଲା । କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହି ପ୍ରକଳ୍ପ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଭୁବନେଶ୍ବର ସାଂସଦଙ୍କ ପ୍ରସ୍ତାବ ଅନୁସାରେ ପଳାଶୁଣିରେ ଥିବା ୪ ଥାକିଆ ରାସ୍ତାକୁ ୬ ଥାକିଆ କରାଯିବ । ବର୍ତ୍ତମାନ ଗଙ୍ଗୁଆ ନାଳ ଉପରେ ୪ ଥାକିଆ ପୋଲ ରାସ୍ତା ରହିଛି ।

ଏହା ଦେଇ ଯାଇଥିବା ଏନଏଚ ୧୬ର ଟ୍ରାଫିକ୍ ସମସ୍ୟାକୁ ଏହା ଦୂର କରିପାରୁନି । ତେଣୁ ଭୁବନେଶ୍ବର ସାଂସଦଙ୍କ ଅନ୍ୟତମ ଡ୍ରିମ୍ ପ୍ରୋଜେକ୍ଟ ଭାବରେ ଏଠାରେ ଏକ ୬ ଥାକିଆ ଲେନ୍ ବିଶିଷ୍ଟ ରାସ୍ତା କରାଯିବ । ୪ ଥାକିଆ ରାସ୍ତାରେ ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ବରେ ଆଉ ଗୋଟିଏ ଲେଖାଏ ଲେନ୍ ରାସ୍ତା ବାହାର କରାଯିବ । ୨୪୦ ମିଟର ଲମ୍ବ ବିଶିଷ୍ଟ ପୋଲ ଉପରେ ଆଉ ଦୁଇଟି ଅତିରିକ୍ତ ଲେନ୍ ପୋଲ ରାସ୍ତା ନିର୍ମାଣ କରାଯିବା ନେଇ ଭୁବନେଶ୍ବର ସାଂସଦ ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପକୁ ମଞ୍ଜୁରି ଦେଇଥିବାରୁ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି ଭୁବନେଶ୍ବର ସାଂସଦ ।

ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀଙ୍କ ସହିତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଚର୍ଚ୍ଚା ହୋଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଗତମାସରେ ପଳାଶୁଣିରେ ଭୁବନେଶ୍ବର ସାଂସଦଙ୍କ ଉଦ୍ୟମରେ ଏକ ଫୁଟ୍ ଓଭର ବ୍ରିଜର ମଧ୍ୟ ଲୋକାର୍ପଣ ହୋଇଥିଲା । ଯାହାକି ସ୍ଥାନୀୟ ଲୋକଙ୍କର ଦୀର୍ଘ ବର୍ଷର ଦାବି ରହିଥିଲା । ଏବେ ପଳାଶୁଣିରେ ୪ ଲେନ୍ ରାସ୍ତାକୁ ୬ ଲେନ୍ ବିଶିଷ୍ଟକୁ ପ୍ରଶସ୍ତିକରଣ କରାଗଲେ, ବାସ୍ତବରେ ପଳାଶୁଣିରେ ବହୁ ମାତ୍ରାରେ ଟ୍ରାଫିକ୍ ଜାମରୁ ନିସ୍ତାର ମିଳିବ ବୋଲି ଆଶା କରାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version