• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଙ୍ଗର ପର୍ବର ହୋଲି : ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

Proprietor Abhimanyu Maharana by Proprietor Abhimanyu Maharana
March 16, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ରଙ୍ଗର ପର୍ବର ହୋଲି : ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ
Share on FacebookShare on TwitterWhatsapp

୧୬ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବାଲିଗୁଡା :- ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ  । ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥିଲେ ।

ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ଏହି ଦିନ ସବୁ ବାଦବିବାଦକୁ ଭୁଲି ସମସ୍ତେ ପରସ୍ପରକୁ ଅବିର ଲଗାଇ ସବୁ ରାଗରୁଷା ଭୁଲି ଯାଇଛନ୍ତି । ହୋଲି ଲାଗି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା ।ଏ ନେଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରରୁ ଦୋଳ ବିମାନ ବାହାରି ସମଗ୍ର ସହର ପରିକ୍ରମା କରିଥିବା ବେଳେ ଅଞ୍ଚଳର ବିଭିନ୍ନ ସାଂସ୍କୃତିକ,

ସ୍ବେଛାସେବୀ ଭଳି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ନାଚ ଗୀତର ତାଳେତାଳେ ପରିକ୍ରମା କରି ହୋଲି ରଙ୍ଗ ଲଗାଇଥିଲେ l ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହ ଓ ଉଦ୍ଦୀପନାରେ ପାଳନ କରୁଛନ୍ତି ହୋଲି। ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିଥିଲା । ପରସ୍ପରକୁ ରଙ୍ଗ ଲଗାଇବା ସହ ପିଚକାରୀ ମାରି ରଙ୍ଗର ପର୍ବକୁ ଭରପୂର ପାଳନ କରୁଛନ୍ତିl ପରିବାର, ପ୍ରିୟଜନ,

ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ୍ । କେବଳ ରଙ୍ଗର ପର୍ବ ନୁହେଁ ବରଂ ପରସ୍ପର ମଧ୍ୟରେ ସଂପ୍ରୀତି, ସଦଭାବ, ସୌହାର୍ଦ୍ଦ୍ୟ ରକ୍ଷା ଲାଗି ହୋଲି କରାଯାଉଛି ପାଳନ। ଏହି ରଙ୍ଗର ପର୍ବ ହୋଲି ନିମନ୍ତେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶରେ ଥାନା ଅଧିକାରୀ ସମ୍ବିତ କୁମାର ସ୍ୱାଇଁଙ୍କ ନେତୃତ୍ୱରେ ସମଗ୍ର ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କଡାକଡି ନଜର ରଖାଯାଇଥିବା ବିଷୟ ପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version