• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋଦୀ ଥିଲେ ଛତ୍ରପତି ଶିବାଜୀ : ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
March 18, 2025
in ଓଡ଼ିଶା, ବରଗଡ଼, ହୋମ୍
0
ମୋଦୀ ଥିଲେ ଛତ୍ରପତି ଶିବାଜୀ : ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

୧୮ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ବରଗଡ  :- ନରେନ୍ଦ୍ର ମୋଦୀ ପୂର୍ବ ଜନ୍ମରେ ଛତ୍ରପତି ଶିବାଜୀ ଥିଲେ । ସଂସଦର ବଜେଟ ଅଧିବେଶନରେ ସମ୍ବୋଧନ ସମୟରେ ଏଭଳି ଦାବି କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ପୂର୍ବଜନ୍ମରେ ପରମ ପରାକ୍ରମୀ ଛତ୍ରପତି ଶିବାଜୀ ଓ ଏଜନ୍ମରେ ନରେନ୍ଦ୍ର ମୋଦୀ ବୋଲି କହିଛନ୍ତି ଓଡ଼ିଶାର ଏହି ସାଂସଦ । ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ରେ ରହୁଥିବା ଜଣେ ସାଧୁ, ଗିରିଜା ବାବାଙ୍କ ସହ ଆଲୋଚନା ବେଳେ ସେ କହିଥିଲେ ଯେ, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବଜନ୍ମରେ ପରାକ୍ରମୀ ମରାଠା ରାଜା ଛତ୍ରପତି ଶିବାଜୀ ମହାରାଜାଙ୍କ ବ୍ୟତୀତ ଅନ୍ୟ କେହି ନୁହେଁ ।

ସଂସଦରେ ଏହି ଦାବିକୁ ରଖିଛନ୍ତି ପ୍ରଦୀପ ପୁରୋହିତ । ସଂସଦରେ ଦୃଢୋକ୍ତି ପ୍ରକାଶ କରି ପ୍ରଦୀପ ପୁରୋହିତ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀ ପ୍ରକୃତରେ ଶିବାଜୀ ମହାରାଜ, ଯିଏ ଦେଶକୁ ପ୍ରଗତି ଏବଂ ବିକାଶ ଦିଗରେ ଆଗେଇ ନେଉଛନ୍ତି । ବିକଶିତ ଭାରତ ଏବଂ ବିଶ୍ୱରେ ଭାରତକୁ ଶକ୍ତିଶାଳୀ ରାଷ୍ଟ୍ର ଗଢ଼ି ତୋଳିବାରେ ଯେଉଁ ସଙ୍କଳ୍ପ ନେଇ ପ୍ରଧାନମନ୍ତ୍ରୀ କାମ କରୁଛନ୍ତି, ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି ।

ଏହାସହ କେନ୍ଦ୍ର ରେଳମନ୍ତ୍ରୀ ଓଡ଼ିଶାରୁ ପ୍ରତିନିଧିତ୍ୱ କରି ରେଳବାଇ କ୍ଷେତ୍ରରେ ଯେଉଁଭଳି କାମ କରୁଛନ୍ତି ସେଥିପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ସାଂସଦ ପୁରୋହିତ । ଅଶ୍ୱିନୀ ବୈଷ୍ଣବ ଥରେ ସଂକଳ୍ପ ନେଇଗଲେ ସେ କାମ ସମ୍ପୂର୍ଣ୍ଣ କରିକି ଛାଡ଼ନ୍ତି । ୨୦୨୨ ପଦ୍ମପୁର ଉପନିର୍ବାଚନ ବେଳେ ବିଜେଡି ସରକାର ରେଳମନ୍ତ୍ରୀଙ୍କୁ ଚାଲେଞ୍ଜ ଦେଇଥିଲା, ଦଶନ୍ଧି ଧରି ଯେଉଁ ଦାବି ରହିଛି, ବରଗଡ଼-ନୂଆପଡ଼ା ରେଳ ଲାଇନ କାମ କରିପାରିବେ କି? ସେତେବେଳେ ଅଶ୍ୱିନୀ ବୈଷ୍ଣବ କହିଥିଲେ, ଯେଉଁଦିନ ଓଡ଼ିଶା ସରକାର ଜମି ଦେବ, ସେହିଦିନ କାମ ଆରମ୍ଭ ହେବ ।

ରାଜ୍ୟରେ ସରକାର ପରିବର୍ତ୍ତନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜମି ଦେବାପରେ ଏବେ ୧୩୮ କିଲୋମିଟର ଟ୍ରେନ୍ ଲାଇନ୍ ପାଇଁ ୨୯୨୬ କୋଟି ଟଙ୍କା ମଂଜୁର ହୋଇଛି । ସେଥିପାଇଁ ସେ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏବେ ଖୁବ ଗତିରେ ଏହି ପ୍ରକଳ୍ପ କାମ ଆଗେଇ ଚାଲିଛି । ୫୯ଟି ରେଳ ଷ୍ଟେସନ, ଶହେ ପ୍ରତିଶତ ବିଦୁ୍ୟତିକରଣ ଓ ଡବଲ ଟ୍ରାକ୍ କାମ ଶେଷ ହୋଇଛି । ୨୦୧୪ରେ ରେଳବାଇ କ୍ଷେତ୍ରରେ ୮୩୮ କୋଟି ଟଙ୍କା ରାଜ୍ୟକୁ ଅନୁଦାନ ମିଳିଥିବା ବେଳେ ଏବେ ୧୦ ହଜାର ୫୯୯ କୋଟି ଅନୁଦାନ ଦେଇଛନ୍ତି କେନ୍ଦ୍ର ସରକାର ।

ଏହାସହ ଝାରସୁଗୁଡ଼ା ରେଳଲାଇନରେ ଦୀର୍ଘ ଦିନ ଧରି ସ୍ଥାନୀୟ ଲୋକମାନେ ଆନ୍ଦୋଳନ କରି ଆସୁଛନ୍ତି, ସେମାନଙ୍କ ଦାବି ପୂରଣ କରିବାକୁ ରେଳମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ସାଂସଦ । ସେହିଭଳି ସକାଳ ସମୟରେ ବରଗଡ଼ରୁ ଭୁବନେଶ୍ୱର ଏକ ଟ୍ରେନ ଯାତାୟତ, କରୋନା ସମୟରେ ବ୍ରଜରାଜନଗର, ବରଗଡ଼, ଅତାବିରାରେ ଅନେକ ଟ୍ରେନ୍ ଅଟକୁଥିବା ବେଳେ ଏବେ ଏଗୁଡିକ ରହଣୀ ବନ୍ଦ ହୋଇଯାଇଥିବାରୁ ପୁର୍ନବାର ରହଣୀ କରିବାକୁ ସେ ଦାବି କରିଛନ୍ତି । ବେଲପାହାଡ଼ ରେଳ ଷ୍ଟେସନରେ ଫ୍ଲାଏ ଓଭରବ୍ରିଜ୍ କାମ ବନ୍ଦ ହୋଇଯାଇଥିବାରୁ, ଖୁବଶୀଘ୍ର କାମ ଆରମ୍ଭ କରିବାକୁ ଅଶ୍ୱିନୀ ବୈଷ୍ଣବଙ୍କୁ ଦୃଷ୍ଟି ଆକର୍ଷଣ କରିଛନ୍ତି ପ୍ରଦୀପ ପୁରୋହିତ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

June 12, 2026
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

June 12, 2026
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version