ଅନୁଷ୍ଠାନର ବାର୍ଷିକ ଉତ୍ସବ ପାଳନ ଅବସରରେ ପ୍ରାଧ୍ୟାପକ ମହାପାତ୍ରଙ୍କୁ ଜଣେ ସମାଜସେବୀ ସଂଗଠକ ଭାବେ ମାନପତ୍ର , ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ଉକ୍ତ ସମ୍ବର୍ଦ୍ଧନା ସଭା ଅନୁଷ୍ଠାନର ସଭାପତି ବିଶ୍ୱରଞ୍ଜନ ସ୍ୱାଇଁଙ୍କ ତତ୍ତ୍ୱବଧାନରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସମାଜସେବୀ ଅକ୍ଷୟ କୁମାର ସାମଲ , କବିଲଲାଟେନ୍ଦୁ ପଣ୍ଡା, ମନୋଜ କୁମାର ରାଉତ ଓ ଶ୍ରୀରାମକମିଟିର ସମସ୍ତ ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ ।
© 2023 Odisha Taza News.