• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାୟପୁରରେ ଶୋକର ଛାୟା

Proprietor Abhimanyu Maharana by Proprietor Abhimanyu Maharana
March 19, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଡଃ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାୟପୁରରେ ଶୋକର ଛାୟା
Share on FacebookShare on TwitterWhatsapp

୧୯ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ରାୟପୁର :- ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଡା. ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଛତିଶଗଡ଼ର ରାଜଧାନୀ ରାୟପୁରଠାରେ ଶୋକର ଛାୟା ଖେଳିଯାଇଛି । ରାୟପୁର ନଗର ଉତ୍ତରର ବିଧାୟକ ପୁରନ୍ଦର ମିଶ୍ରଙ୍କର ପୌରହିତ୍ୟରେ ଏଠାକାର ଗାୟତ୍ରୀ ନଗରସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ଏକ ଶୋକସଭାରେ ଡା. ପ୍ରଧାନଙ୍କର ଅମର ଆତ୍ମା ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।

ଏହି ସମାବେଶକୁ ସମ୍ବୋଧନ କରି ଛତିଶଗଡ଼ ବୃହତ ଓଡ଼ିଆ ସମାଜର ସଭାପତି ଏବଂ ସ୍ଥାନୀୟ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ଶ୍ରୀ ମିଶ୍ର, ଡା. ପ୍ରଧାନ ଓ ତାଙ୍କର ପରିବାର ସହିତ ନିଜର ଖୁବ ଅନ୍ତରଙ୍ଗ ସମ୍ପର୍କ ଥିଲା ବୋଲି ଦର୍ଶାଇଥିଲେ । ଡା. ଦେବେନ୍ଦ୍ର ପ୍ରଧାନ ଏକାଧାରରେ ଜଣେ ଖୁବ ଲୋକପ୍ରିୟ ରାଜନେତା, ସୁଦକ୍ଷ ପ୍ରଶାସକ, ସେବାକାରୀ ଡାକ୍ତର, ସରଳ, ସଚ୍ଚୋଟ, ଦରଦୀ ପରୋପକାରୀ ମଣିଷ,

ଗରିବ ଜନତା ଏବଂ ଦୁଃଖୀରଙ୍କିଙ୍କର ତ୍ରାଣକର୍ତ୍ତା ଥିଲେ ବୋଲି ଶ୍ରୀ ମିଶ୍ର, ତାଙ୍କର ଭାଷଣରେ ଦର୍ଶାଇଥିଲେ । ଡା. ପ୍ରଧାନ ଏକ ମହାନ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ ଏବଂ ସାଧରଣ ଜନତା ଜନାର୍ଦ୍ଦନଙ୍କୁ ସଦା ସର୍ବଦା ସାଙ୍ଗରେ ନେଇ ଚାଲୁଥିବା ଶ୍ରୀ ମିଶ୍ର ସୂଚାଇଥିଲେ । ତାଙ୍କର ବିୟୋଗରେ ଦେଶ ଓ ଭାଜପାର ଅପୂରଣୀୟ କ୍ଷତି ଘଟିଥିବା ବେଳେ ବ୍ୟକ୍ତିଗତ ଭାବରେ ସେ ବିଶେଷ ମର୍ମାହତ ହୋଇଥିବା ଶ୍ରୀ ମିଶ୍ର କହିଥିଲେ ।

ଭଗବାନ ତାଙ୍କର ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ଏହି ଦୁର୍ବିସହ ଦୁଃଖକୁ ସହିବା ପାଇଁ ତାଙ୍କର ସୁପୁତ୍ର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟ ପରିବାର ସଦସ୍ୟ ଏବଂ ବନ୍ଧୁ ପରିଜନଙ୍କୁ ଅସୀମ ଶକ୍ତି ଓ ଧୈର୍ଯ୍ୟ ପ୍ରଦାନ କରିବାକୁ ସେ ପ୍ରାର୍ଥନା କରିଥିଲେ । ଏହି ଶୋକସଭାରେ ଅନ୍ୟମାନଙ୍କ ମଧ୍ୟରେ ରାୟପୁର ନଗର ନିଗମରେ ସଭାପତି ସୂର୍ଯ୍ୟକାନ୍ତ ରାଠୋର, ଏମ୍. ଆଇ.ସି ସଦସ୍ୟ ସଞ୍ଜନା ହିୟାଲ, ପାର୍ଷଦ କୈଳାଶ ବେହେରା, ଖଗପତି ସୋନି, ଯୁବନେତା ସୌରଭ ମିଶ୍ର ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ଵର୍ଗତଃ ପ୍ରଧାନଙ୍କର ଫଟୋଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସାଙ୍ଗକୁ ତାଙ୍କର ସ୍ମୃତି ଚାରଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version