• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ବର ବ୍ଲକ କାର୍ଯ୍ୟାଳୟରେ ସାଂସଦଙ୍କ ସମୀକ୍ଷା ବୈଠକ : ଉତ୍କଳ ଦିବସରୁ ଏଥର ଗାଁକୁ ଗାଁ ବୁଲିବେ ଅପରାଜିତା

Proprietor Abhimanyu Maharana by Proprietor Abhimanyu Maharana
March 20, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଭୁବନେଶ୍ବର ବ୍ଲକ କାର୍ଯ୍ୟାଳୟରେ ସାଂସଦଙ୍କ ସମୀକ୍ଷା ବୈଠକ : ଉତ୍କଳ ଦିବସରୁ ଏଥର ଗାଁକୁ ଗାଁ ବୁଲିବେ ଅପରାଜିତା
Share on FacebookShare on TwitterWhatsapp

୨୦ ମାର୍ଚ୍ଚ ୨୦୨୫ (ଓଡ଼ିଶା ତାଜା ନ୍ୟୁଜ୍) ଭୁବନେଶ୍ବର  :-  ଏଥର ଉତ୍କଳ ଦିବସରୁ ରାଜଧାନୀରେ ଗାଁକୁ ଗାଁ ବୁଲିବେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ଭୁବନେଶ୍ବର ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା ଅବସରରେ ଏପରି ଘୋଷଣା କରିଛନ୍ତି ଭୁବନେଶ୍ବର ସାଂସଦ। ଲୋକଙ୍କ ସମସ୍ୟା କିଭଳି ଦୂର ହେବ, ସେଥିପାଇଁ ଭୁବନେଶ୍ବର ବିଡିଓ, ତହସିଲଦାର, ବିଇଓ, ଲାଇନ୍ ଅଫିସର ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କ ସହିତ ଭୁବନେଶ୍ବର ସାଂସଦ ବିଶେଷ ଆଲୋଚନା କରିଛନ୍ତି । ଆସନ୍ତା ଉତ୍କଳ ଦିବସ, ଏପ୍ରିଲ 1 ତାରିଖରୁ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ସଂସଦୀୟ କ୍ଷେତ୍ରରେ ଥିବା ଗାଁକୁ ଗସ୍ତ କରିବା କାର୍ଯ୍ୟକ୍ରମ ଆରମ୍ଭ ହେବ ।

ଏହି ଅବସରରେ ଭୁବନେଶ୍ବର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗାଁ ଗୁଡି଼କରେ ବିଭିନ୍ନ ସମସ୍ୟାକୁ ନିଜେ ବୁଝିବା ସହିତ , କିଭଳି ଶୀଘ୍ର ସମାଧାନ ହେବ ତାହା ବ୍ୟକ୍ତିଗତ ଭାବେ ତଦାରଖ କରିବେ ବୋଲି କହିଛନ୍ତି ସାଂସଦ ମହୋଦୟା । ଗାଁର ବିକାଶ ହେଲେ, ବାସ୍ତବ ବିକାଶ ସମସ୍ତଙ୍କୁ ଛୁଇଁ ପାରିବ । ବ୍ଲକ ଅଧୀନରେ ସମୟ ସମୟରେ ଅନେକ ବିକାଶମୂଳକ ଅଟକି ରହିଥାଏ । ବର୍ତ୍ତମାନ ଏସବୁ ଅଟକି ରହିଥିବା କାମ ଯେଭଳି ଶୀଘ୍ର ସମାଧାନ ହେବ ସେଥିପାଇଁ ପଦକ୍ଷେପ ନେବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହ ଅଧିକାରୀମାନେ ଗାଁ କୁ ଯାଇ ନିଜେ କ୍ଷେତ୍ର ଅନୁଧ୍ୟାନ କରିବାକୁ ସାଂସଦ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଯେଭଳି ଗାଁରେ ରହୁଥିବା ମହିଳା, ବୃଦ୍ଧବୃଦ୍ଧା ଓ ଅନ୍ୟ ଲୋକଙ୍କ ପାଖରେ ପହଞ୍ଚିପାରିବ ସେଥିପାଇଁ ଅଧିକାରୀମାନେ ଯତ୍ନବାନ ହେବାକୁ କହିଛନ୍ତି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ବିଶେଷ ସହାୟତା ଯୋଜନା(ସିଏମଏସଏ), ପିଏମଶ୍ରୀ ସ୍କୁଲ ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ସାଂସଦ ପାଣ୍ଠି, ଅଙ୍ଗନବାଡିର ଉନ୍ନତିକରଣ, ମନରେଗା, ବିକଶିତ ଗାଁ ଓ ବିକଶିତ ଓଡ଼ିଶା, ଅମୃତ ସରୋବର, ଜଳସେଚନ ଯୋଜନା ଏବଂ ଅନ୍ୟ ଯୋଜନା କିଭଳି ଲୋକଙ୍କ ପାଖରେ ସୁବିଧାରେ ପହଞ୍ଚିବ,

ସେ ନେଇ ସମସ୍ତ ବିଡିଓ, ତହସିଲଦାର, ବିଇଓ ଅନ୍ୟ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏଣିକି ଯେପରି କୌଣସି ସାଧାରଣ ଲୋକ ବ୍ଲକ ଅଫିସ ଆସିଲେ, ତାକୁ ଯେଭଳି ସୁବିଧାରେ ସେବା ମିଳିବ ଓ ତାକୁ ଉପଯୁକ୍ତ ସୂଚନା ମିଳିବାରେ ବିଳମ୍ବ ନହେବ, ସେଥିପ୍ରତି ଯତ୍ନବାନ ହେବାକୁ ବିଡିଓମାନଙ୍କୁ ପରାମର୍ଶ ରଖିଛନ୍ତି ସାଂସଦ । ଭୁବନେଶ୍ବର ସାଂସଦଙ୍କ ଏହି ସମୀକ୍ଷା ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଉତ୍ତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ର, ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ବିଶ୍ବରଞ୍ଜନ ବଡ଼ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ । ସାଂସଦଙ୍କ ଉତ୍କଳ ଦିବସରୁ ଗାଁକୁ ଗସ୍ତ ଅଭିଯାନକୁ ସମସ୍ତେ ବିକାଶର ମାର୍ଗଦର୍ଶକ ହେବ ବୋଲି ମତ ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
Odisha Society of UK Celebrates Seventh Utkal Dibas

Odisha Society of UK Celebrates Seventh Utkal Dibas

May 1, 2026
ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

ସୁତନ ଗ୍ରାମରେ ୫ଦିନ ବ୍ୟାପୀ ବାଦିପାଲା ଓ ସମ୍ବର୍ଦ୍ଧନା ମହୋତ୍ସବ ଅନୁଷ୍ଠିତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026
Odisha Society of UK Celebrates Seventh Utkal Dibas

ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version