• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେରଳ ବିଜେପିର ନୂଆ ମୁଖିଆ ରାଜୀବ ଚନ୍ଦ୍ରଶେଖର : ଶୁଭେଚ୍ଛା ଜଣାଇଲେ ସହ ପ୍ରଭାରୀ – ଭୁବନେଶ୍ୱର ସାଂସଦ ଅପରୀଜିତା ଷଡ଼ଙ୍ଗୀ

Proprietor Abhimanyu Maharana by Proprietor Abhimanyu Maharana
March 25, 2025
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ରାଜନୀତି, ହୋମ୍
0
କେରଳ ବିଜେପିର ନୂଆ ମୁଖିଆ ରାଜୀବ ଚନ୍ଦ୍ରଶେଖର : ଶୁଭେଚ୍ଛା ଜଣାଇଲେ ସହ ପ୍ରଭାରୀ – ଭୁବନେଶ୍ୱର ସାଂସଦ ଅପରୀଜିତା ଷଡ଼ଙ୍ଗୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) କେରଳ :–  କେରଳ ବିଜେପିର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି ରାଜ୍ୟର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର । ଆଜି କେରଳର ତିରୁଅନନ୍ତପୂରମର ଉଦୟ ପ୍ୟାଲେସରେ ବିଜେପିର ଜାତୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏହି ଘୋଷଣା କରିଛନ୍ତି । ଘୋଷଣା ସମୟରେ କେରଳ ବିଜେପିର ପ୍ରଭାରୀ ପ୍ରକାଶ ଜାଭଡ଼େକର ଏବଂ ସହ ପ୍ରଭାରୀ ତଥା ଭୁବନେଶ୍ୱର ସାଂସଦ ଶ୍ରୀମତି ଅପରୀଜିତା ଷଡ଼ଙ୍ଗୀଙ୍କ ସମେତ ୩୦ଟି ବିଜେପି ଜିଲ୍ଲା ଏବଂ ୨୮୦ଟି ମଣ୍ଡଳର ତିନି ହଜାରରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ ।

ଗତ ତିନିଦିନ ଧରି କେରଳର ବିଜେପି କାର୍ଯ୍ୟାଳୟରେ ବରିଷ୍ଠ ବିଜେପି ନେତାଙ୍କ ଙ୍କୁ ନେଇ ମାନସ ମନ୍ଥନ କରିଚାଲିଥିଲେ ପ୍ରଭାରୀ ପ୍ରକାଶ ଜାଭଡ଼େକର ଏବଂ ସହ ପ୍ରଭାରୀ ଅପରୀଜିତା ଷଡ଼ଙ୍ଗୀ । ଆଉ ଶେଷରେ ସମସ୍ତଙ୍କ ନିଷ୍ପତ୍ତି ଅନୁସାରେ ଦଳର କୋର୍ କମିଟି ବୈଠକରେ ରାଜୀବ ଚନ୍ଦ୍ରଶେଖରଙ୍କୁ ଏହି ଗୁରୁ ଦାୟିତ୍ୱ ଦିଆଯାଇଛି । ତେବେ ଏହି ଘୋଷଣା ପରେ ନିଜର ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ସାଂସଦ ତଥା କେରଳ ବିଜେପି ସହପ୍ରଭାରୀ ଅପରାଜିତା ଷଡ଼ଙ୍ଗୀ । ତାଙ୍କ କହିବା ଅନୁସାରେ କେରଳ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ବର୍ଷ ବାକି ରହିଛି ।

ସହପ୍ରଭାରୀ ହେବା ପରେ ପ୍ରତି ମାସରେ କେରଳ ଯାଇ ତୂଣମୂଳ ସ୍ତରର କର୍ମକର୍ତ୍ତାଙ୍କୁ ଭେଟୁଛନ୍ତି ସେ । ତେଣୁ କେରଳରେ କିଭଳି ଓଡ଼ିଶା ମଡେଲ୍ ପ୍ରୟୋଗ କରି ସେଠାରେ ମଧ୍ୟ ଡବଲ ଇଞ୍ଜିନ ସରକାର ଗଢ଼ିହେବ ତା ଉପରେ ଗୁରୁତ୍ୱାରୋପ କରିଛନ୍ତି ଅପରାଜିତା । ଆଉ ରାଜୀବ ଚନ୍ଦ୍ରଶେଖରଙ୍କର ଜଣେ କେନ୍ଦ୍ରମନ୍ତ୍ରୀ ଅନୁସାରେ ପୂର୍ବରୁ ଅଭିଜ୍ଞତା ରହିବା ସହ ସମସ୍ତଙ୍କୁ ନେଇ ଚାଲିବାର ଦକ୍ଷତା ମଧ୍ୟ ରହିଥିବା କହିଛନ୍ତି ଅପରାଜିତା ।

ଆଗକୁ କେରଳ ବିଜେପି କେନ୍ଦ ସରକାରଙ୍କର ବିଭିନ୍ନ ଜନାଭିମୁଖୀ ଯୋଜନାକୁ କିଭଳି ଗାଁ ଗାଁରେ ପ୍ରତିଟି ବ୍ୟକ୍ତିଙ୍କ ପାଖରେ ପହଞ୍ଚାଇପାରିବ ତା ଉପରେ ଗୁରୁତ୍ୱାରୋପ କରିଛନ୍ତି । ତେଣୁ କେରଳ ଜଣେ ଭଲ ସଭାପତି ପାଇଥିବାରୁ ଉଭୟ କେରଳ ବିଜେପି ଏବଂ ନୂଆ ସଭାପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସହପ୍ରଭାରୀ । ଆଉ ଆଗକୁ କେରଳରେ ମଧ୍ୟ ନିଷ୍ଚିତରୂପେ ବିଜେପି ସରକରାର ଗଢ଼ିବାକୁ ଯାଉଥିବା କହିଛନ୍ତି ଅପରାଜିତା ଷଡ଼ଙ୍ଗୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version