• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ‘ମହିଳା ସଶକ୍ତିକରଣ’ କୁ ଗୁରୁତ୍ଵ

Proprietor Abhimanyu Maharana by Proprietor Abhimanyu Maharana
March 27, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ‘ମହିଳା ସଶକ୍ତିକରଣ’ କୁ ଗୁରୁତ୍ଵ
Share on FacebookShare on TwitterWhatsapp

ପଡ଼ିଆ (ଓଡ଼ିଶା ତାଜା ନ୍ୟୁଜ୍) :- ମାଲକାନଗିରି ଜିଲ୍ଲା ପଡ଼ିଆ ସ୍ଥିତ ଲ୍ୟାମ୍ପ ପରିସରରେ ରାଜ୍ୟ ସମବାୟ ବିଭାଗ ଓ ମହିଳା ସଶକ୍ତିକରଣ ଆନୁକୁଲ୍ୟରେ ଏକ ବାର୍ଷିକ ସାଧାରଣ ସମବାୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମାଲକାନଗିରି ଜିଲ୍ଲା ସମବାୟ ସମୂହ ବରିଷ୍ଠ ସହକାରୀ ନିବନ୍ଧକ ଥିଓ ଫିଲ ଶବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଲ୍ୟାମ୍ପ ସଭାପତି ପଡ଼ିଆ ମାଡକାମି ସଭାପତିତ୍ବ କରିଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଲ୍ୟାମ୍ପ ଡାଇରେକ୍ଟର ଜଗବନ୍ଧୁ ତୁରୁକ୍, କେ.ସି.ସି. ଦ୍ୟାଙ୍କ ଏମ୍ .ଭି -୭୯ ଶାଖା ପରିଚାଳକ ଜ୍ଞାନ ଵିହାରୀ କିସ୍ପୁ,

କୃଷି ବିଭାଗ ଜେନା ବାବୁ, ଏମ୍ ଡି ୱାଇଦ ଓ ପ୍ରଶାନ୍ତ କୁମାର ପରିଡା ପ୍ରମୁଖ ଉପସ୍ଥିତ ଥିଲେ ।  କାର୍ଯ୍ୟକ୍ରମକୁ ପଡ଼ିଆ ଲ୍ୟାମ୍ପ ପରିଚାଳନା ନିର୍ଦ୍ଦେଶକ ଏସ୍ ରାଜେନ୍ଦ୍ର ପ୍ରସାଦ ପରିଚାଳନା କରୁଥିଲେ । ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫ ସଂପୂର୍ଣ୍ଣ ଭାବେ ମହିଳା ସଶକ୍ତିକରଣ ଉପରେ ପର୍ଯ୍ୟବେସିତ ଓ ସମର୍ପିତ ଥିବାରୁ ଏହି ଉଦ୍ଦେଶ୍ୟରେ ମୁଖ୍ୟ ଅତିଥି ଶ୍ରୀ ଶବର କହିଥିଲେ ଯେ, ମହିଳାମାନଙ୍କ ଆର୍ଥିକ ଅବସ୍ଥା ସୁଧାରିବା ସହ ପାରିବାରିକ ଜୀବନ ଶୈଳୀରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ।

ସେଥିମଧ୍ୟରୁ ପ୍ରତ୍ୟେକ ପଞ୍ଚାୟତରେ କୃଷି ସମବାୟ ସମିତି ଗଠନ ଓ ସମସ୍ତ ପିଏସିଏସ୍ ମାନଙ୍କୁ ୫ ଲକ୍ଷ ଟଙ୍କାର ସିଡ୍ ମନି ସହାୟତା ପ୍ରଦାନ, ପଞ୍ଚାୟତରେ ପ୍ରଧାନମନ୍ତ୍ରୀ କୃଷି ବୃଦ୍ଧି ସମୃଦ୍ଧ କେନ୍ଦ୍ର ସ୍ଥାପନ, ଅତ୍ୟାଧୁନିକ ଗୋଦାମ ଗୃହ ନିର୍ମାଣ, କିଷାନ କ୍ରେଡିଟ କାର୍ଡ ଜରିଆରେ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ତଥା ସ୍ବୟଂ ସହାୟକ ଦଳର ସଦସ୍ୟ । ମାନଙ୍କୁ କୃଷି ଋଣ ରିହାତି ଆଦି ସହ କ୍ଷୁଦ୍ର ଜଳସେଚନ,

ଉଦ୍ୟାନ କୃଷି,ଗୋପାଳନ ତଥା କୃଷି ଯନ୍ତ୍ରପାତି କ୍ରୟରେ ୭ ପ୍ରତିଶତ ପର୍ଯ୍ୟନ୍ତ ସୁଧ ରିହାତି ପ୍ରଦାନ କରାଯାଇଥିବା ଉଲ୍ଲେଖ କରିଥିଲେ । ଆଜି ଏହି କାର୍ଯ୍ୟକ୍ରମରେ ୩ ଗୋଟି ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ ମୋଟ ୮ ଲକ୍ଷ ଟଙ୍କାର ୠଣ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଲ୍ୟାମ୍ପ କର୍ମଚାରୀ କେ. ସତ୍ୟନାରାୟଣ, ତ୍ରିନାଥ, କେ. ନାରାୟଣ, ପାୱ।ନ , ଏନ୍ ରବି କୁମାର, ଗଙ୍ଗା ଓ ଅନ୍ୟାନ୍ୟ କର୍ମଚାରୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version