• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତିରେ ୨ ଶିଶୁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ : ସନ୍ଦେହ ଘେରରେ ସାବତ ମା’, ତଦନ୍ତକୁ ଜୋରଦାର କଲା ପୋଲିସ ପ୍ରଶାସନ

Proprietor Abhimanyu Maharana by Proprietor Abhimanyu Maharana
March 27, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତିରେ ୨ ଶିଶୁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ : ସନ୍ଦେହ ଘେରରେ ସାବତ ମା’, ତଦନ୍ତକୁ ଜୋରଦାର କଲା ପୋଲିସ ପ୍ରଶାସନ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍)  :- ଗଜପତି ଜିଲ୍ଲା ରାମଗିରି ଥାନା ତୁଳସୀନଗର ଗାଁ ଅଙ୍ଗନବାଡ଼ି କେନ୍ଦ୍ରରୁ ମିଳିଥିବା ଖାଦ୍ୟ ଖାଇ ୨ ଶିଶୁକନ୍ୟା ପ୍ରାଣ ହରାଇବା ସହ ୨ ଜଣ ଅସୁସ୍ଥ ହେବା ଘଟଣାରେ ନୂଆ ମୋଡ଼ ନେଇଛି. ପୁଲିସ ଓ ପ୍ରାଶାସନିକ ଟିମ୍ ଖୋଳତାଡ଼ ଆରମ୍ଭ କରିଛନ୍ତି. ଗଜପତି ଏସ୍‌ପି ଯତୀନ୍ଦ୍ର କୁମାର ପଣ୍ଡା, ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ରା.ଉଦୟଗିରି ତହସିଲଦାର ଜ୍ୟୋତିର୍ମୟ ଦାସ, ଜିଲ୍ଲା ସମାଜମଙ୍ଗଳ ଅଧିକାରୀ ମନୋରମା ଦେବୀ, ରା.ଉଦୟଗିରି ସିଡିପିଓ ଲଳିତା ପୂଜାରୀ, ଫୁଡ୍ ଇନ୍ସପେକ୍ଟର ପ୍ରମୁଖ ରାମଗିରି ଯାଇ ବିଭିନ୍ନ ଦିଗରୁ ତଦନ୍ତ କରିଛନ୍ତି। ପରୀକ୍ଷା ପାଇଁ ଖାଦ୍ୟ ନମୁନା ପଠାଯାଇଛି. ସେମାନେ ଛତୁଆ ନୁହେଁ, ପିଲାଙ୍କ ପ୍ରି-ମିକ୍ସ ଖାଦ୍ୟ ଖାଇଛନ୍ତି. ଏ ସବୁକିଛି ତଥ୍ୟ ପାଇବା ପରେ ଜିଲ୍ଲାପାଳ ବିଜୟ କୁମାର ଦାସ ପରୀକ୍ଷା ପାଇଁ ପଠାଇଛନ୍ତି । ପରୀକ୍ଷଣ ରିପୋର୍ଟ ଆସିଲେ ଏଥିରେ କଣ ମିଶା ଯାଇଥିଲା, ଜଣାପଡ଼ିବ ବୋଲି କୁହାଯାଇଛି।

ଏହାସହ ପ୍ରାଶାସନିକ ଅଧିକାରୀମାନେ ରାମଗିରି ହାଟପଦାସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ପାରିପାର୍ଶ୍ବକ ସ୍ଥିତି ପରଖିଛନ୍ତି। ତେବେ ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ସୂଚନା ମୁତାବକ, ପୀଡ଼ିତ ପରିବାରର ପିଲାଙ୍କୁ ଅଙ୍ଗନବାଡ଼ି କେନ୍ଦ୍ରରେ କୌଣସି ଛତୁଆ ଦିଆଯାଇ ନଥିଲା। ଏହା ଏକ ପ୍ରି-ମିକ୍ସ ଖାଦ୍ୟ, ଅଟା ଓ ବେସନର ମିଶ୍ରଣ ଥିଲା। ଏହା କେବଳ ଶରୀର ଓଜନ କମ୍ ଥିବା ପିଲାଙ୍କୁ ଦିଆଯାଏ। ଏହି ଖାଦ୍ୟ ସେଦିନ କେନ୍ଦ୍ରର ସମୁଦାୟ ୨୩ ଜଣ ଶିଶୁଙ୍କୁ ଦିଆଯାଇଥିଲା। ୨୦ଜଣ ଶିଶୁଙ୍କୁ କିଛି ହୋଇନ‌ଥିବା ବେଳେ ଗୋଟିଏ ପରିବାରର ୯ ପୁଲିସ, ଡାକ୍ତରୀ ଟିମ୍, ପ୍ରାଶାସନିକ ଅଧିକାରୀଙ୍କ ଖୋଳତାଡ଼ ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଇଛି। କିଛି ଛତୁଆ ପ୍ୟାକେଟ୍‌ର ନମୁନା ଓପୀଡ଼ିତ ପରିବାରଙ୍କ ଘରେ ରନ୍ଧା ଯାଇଥିବା ଛତୁଆ ସଂଗ୍ରହ ହୋଇଛି | ଘଟଣା ପରେ ପୀଡ଼ିତ ପରିବାର ଏହି ରନ୍ଧା ଛତୁଆକୁ ଗୋବର ଗଦାରେ ପୋତି ଦେଇଥିଲେ। ଏହାକୁ ମଧ୍ୟ ଫୁଡ୍ ଇନ୍ସପେକ୍ଟର ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି ।

ପରୀକ୍ଷଣ ରିପୋର୍ଟ ଆସିଲେ ଏଥିରେ କଣ ମିଶା ଯାଇଥିଲା, ଜଣାପଡ଼ିବ ବୋଲି କୁହାଯାଇଛି। ଏହାସହ ପ୍ରାଶାସନିକ ଅଧିକାରୀ ହାଟପଦାସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଇ ପାରିପାର୍ଶ୍ବକ ସ୍ଥିତି ପରଖିଛନ୍ତି।ଶିବଶଙ୍କର ବଡମୁଣ୍ଡିଙ୍କ ପ୍ରଥମ ସ୍ତ୍ରୀର ଝିଅ ତୁଳସୀ ଓ ତାଙ୍କ ୨ ଭଉଣୀ ଗୁଣମତି (୩ ବର୍ଷ), ସୁମିତ୍ରା (୧୨ ବର୍ଷ) ଓ ବାପା ଅର୍ଜୁନ ଏହି ଖାଦ୍ୟ ଖାଇ ଗୁରୁତର ହେବାସହ 2 ଜଣ ଶିଶୁକନ୍ୟା ମୃତ୍ୟୁବରଣ କରିଥିଲେ. ତେଣୁ ଶିବଶଙ୍କରଙ୍କ ଦ୍ବିତୀୟ ପତ୍ନୀଙ୍କ ଭୂମିକା ନେଇ ତଦନ୍ତକାରୀ ଟିମ୍‌ର ସନ୍ଦେହ ବଢ଼ିଛି। ଏହି କାରଣରୁ ତାଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯାଇଛି। ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ, ଡାକ୍ତରୀ ଟିମ୍ ଓ ପ୍ରାଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ସାବତ ମା’ଙ୍କୁ ପଚରାଉଚରା କରାଯାଇଛି। ଶବ ବ୍ୟବଚ୍ଛେଦ ପରେ ଦୁଇ ଶିଶୁ କନ୍ୟାଙ୍କ ମୃତ ଶରୀର ହସ୍ତାନ୍ତର ବେଳେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ସମସ୍ତ ରିପୋର୍ଟ ଆସିବା ପରେ ପ୍ରକୃତ ରହସ୍ୟ ଉଦଘାଟିତ ହେବ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

September 29, 2026
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

September 29, 2026
“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

“ଜାତିର ସ୍ୱର” ର ୬ଷ୍ଠ ବାର୍ଷିକୋତ୍ସବ ପାଳନ

September 29, 2026
ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

ମୁଗଭଙ୍ଗା ଗ୍ରାମରେ ଗଣେଶ ଭସାଣୀ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ

September 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

ଶ୍ରୀ ଲକ୍ଷ୍ମୀଧର ବିଶୋଇଙ୍କ ପରଲୋକରେ ସାରା କୁମ୍ଭାରପଡ଼ାରେ ଶୋକର ଛାୟା

September 29, 2026
ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

ନୟାଗଡ଼ ମ୍ୟୁନିସ୍ ପାଲ୍ ଟି, ସ୍ୱାସ୍ଥ୍ୟ ସେବା ପରୀକ୍ଷା ଶିବିର ୧୪୨ ଜଣ ସଫେଇ କର୍ମଚାରୀ ସାମିଲ

September 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version