• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋଇସିଂହାରୁ ବସନା କୁ ଜାତୀୟ ରାଜପଥ ପାଇଁ ଦାବି ଜଣାଇଲେ ସାଂସଦ ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
March 27, 2025
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ଲୋଇସିଂହାରୁ ବସନା କୁ ଜାତୀୟ ରାଜପଥ ପାଇଁ ଦାବି ଜଣାଇଲେ ସାଂସଦ ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

ବରଗଡ (ଓଡ଼ିଶା ତାଜା ନ୍ୟୁଜ୍)  :-  ନୀତିନ ଗଡ଼କରୀଙ୍କ ଆଗରେ ବଡ଼ ପ୍ରସ୍ତାବ ରଖିଲେ ବରଗଡ଼ ସାଂସଦ । ଲୋଇସିଂହାରୁ ବସନା ଭାୟା ଗାଇସିଲଟ-ପଦ୍ମପୁର ଦେଇ ଏକ ନୂଆ ଜାତୀୟ ରାଜପଥ ପାଇଁ ପ୍ରସ୍ତାବ ଦେଇଛନ୍ତି ସାଂସଦ ପୁରୋହିତ । ଏହି ପ୍ରସ୍ତାବିତ ଜାତୀୟ ରାଜପଥ ନିର୍ମାଣ ହେଲେ ଏନଏଚ୍-୨୦୧ ଓ ଏନଏଚ୍-୫୩ ମଧ୍ୟରେ ଥିବା ୯୯.୩ କିଲୋମିଟର ଦୁରତା ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଗାଯୋଗ ବହନ କରିପାରିବ । ଏହି ଜାତୀୟ ରାଜପଥ ହେବା ଦ୍ୱାରା କୃଷି ଓ ଶିଳ୍ପ କ୍ଷେତ୍ରରେ ଉତ୍ତମ କାର୍ଯ୍ୟକଳାପ ହୋଇପାରିବ ।

ଦ୍ରବ୍ୟ ସାମଗ୍ରୀ ଏବଂ ସେବା ଗୁଡ଼ିକର ଶୀଘ୍ର ପରିବହନକୁ ସୁଗମ କରିବା ସହ ଗ୍ରାମାଞ୍ଚଳରେ ଆର୍ଥିକ ଅଭିବୃଦ୍ଧି କ୍ଷେତ୍ରରେ ଅନେକ ସହାୟକ ହୋଇପାରିବ । ସେହିଭଳି ଏହି ଜାତୀୟ ରାଜପଥ ନିର୍ମାଣ ହେଲେ ଆଞ୍ଚଳିକ ସଡ଼କ ଭିତ୍ତିଭୂମିକୁ ମଧ୍ୟ ସୁଦୃଢ଼ କରିପାରିବ ବୋଲି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କୁ ଜଣାଇଛନ୍ତି ପ୍ରଦୀପ ପୁରୋହିତ । ଦୀର୍ଘ ସମୟ ଧରି ପଶ୍ଚିମ ଓଡ଼ିଶାରେ ଜାତୀୟ ରାଜପଥର ବିକାଶ ନେଇ କେନ୍ଦ୍ର ପରିବହନ ଓ ସଡ଼କ ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଜାତୀୟ ରାଜପଥ-୪୯ର ୪ ଲେନିଂ ବିଶିଷ୍ଟ କାର୍ଯ୍ୟର ଶୀଘ୍ର ଟେଣ୍ଡର ପ୍ରକ୍ରିୟା ଶେଷ କରାଯିବା ସହ ବରଗଡ଼ରେ ଦୁଇଟି ଫ୍ଲାଏଓଭର ନିର୍ମାଣ ପାଇଁ ଦାବି କରିଛନ୍ତି ସାଂସଦ ।

ଝାରସୁଗୁଡ଼ା-ଲଖନପୁର-କନକଟୋରା ଜାତୀୟ ରାଜପଥ ୪୯ର ଚାରିଟିକିଆ ଜାତୀୟ ରାଜପଥ ନିର୍ମାଣର ଟେଣ୍ଡର ପ୍ରକ୍ରିୟା ଶ୍ରୀଘ୍ର ସାରିବାକୁ କହିଛନ୍ତି କଲେ ବରଗଡ଼ ସାଂସଦ । ଏହି ରାସ୍ତାର ଡିପିଆର ପ୍ରସ୍ତୁତ ହୋଇସାରିଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଜାନୁଆରୀ ମାସରେ ଆରମ୍ଭ ହେବାକୁ ଥିଲା । ହେଲେ ଏଥିରେ ବିଳମ୍ବ ହେଉଛି । ତେଣୁ ଶୀଘ୍ର ଟେଣ୍ଡର କରାଯାଇ କାମ ଆରମ୍ଭ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ସେ ଅୁନରୋଧ କରିଛନ୍ତି । ସେହିଭଳି ବରଗଡ଼ ଗାନ୍ଧୀ ଛକ ନିକଟରେ ଏକ ଫ୍ଲାଏଓଭର ନିତ୍ୟାନ୍ତ ଆବଶ୍ୟକ ବୋଲି କହିଛନ୍ତି ଶ୍ରୀ ପୁରୋହିତ । ଯାହାଫଳରେ ରାସ୍ତାର ସଙ୍କୁଚିତକୁ ହ୍ରାସ କରିବା ସହ ରାସ୍ତା ସଂଯୋଗୀକରଣକୁ ଆହୁରି ଉନ୍ନତି କରିପାରିବ ବୋଲି କହିଛନ୍ତି ଶ୍ରୀଯୁକ୍ତ ପୁରୋହିତ । ବରଗଡ଼ର ଗୋଡ଼ଭଙ୍ଗା ଓ ଗୁଲିପାଣି ଠାରେ ଫ୍ଲାଏଓଭର କାମ ଶେଷ ହୋଇଛି ।

ବିକାଶ ହସପିଟାଲ ଫ୍ଲାଏଓଭର ପାଇଁ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଥିବା ଜଣାଇଛନ୍ତି ସାଂସଦ । ଏସବୁ ଅଂଚଳରେ ଦୃତ ସହରୀକରଣ ଓ ଟ୍ରାଫିକ୍ ସମସ୍ୟା ଯୋଗୁଁ ଏହି ସବୁ ଜାତୀୟ ରାଜପଥର କାର୍ଯ୍ୟ ଶେଷ କରିବାକୁ ଅନୁରୋଧ କରିଛନ୍ତି ସାଂସଦ ଶ୍ରୀ ପୁରୋହିତ । ଏହାସହ ସର୍ଭିସ ରୋଡ ଉନ୍ନତି ଓ ଏହି ଅଂଚଳର ମୁଖ୍ୟ ରାସ୍ତାରେ ଉପଯୁକ୍ତ ଆଲୋକୀକରଣ ବ୍ୟବସ୍ଥା କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ସେ ଦୀର୍ଘ ସମୟ ଧରି ଆଲୋଚନା କରିଛନ୍ତି । ଏସବୁର ବିକାଶ ହେଲେ ସଡ଼କ ସୁରକ୍ଷା ସହ ସାଧାରଣ ଲୋକଙ୍କ ଯାତାୟତରେ ଅନେକ ସୁବିଧା ହୋଇପାରିବ । ଭାରତୀୟ ସଡ଼କ ପରିବହନ କ୍ଷେତ୍ରର ବିକାଶ ଦିଗରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଡ଼କରୀଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ସାଂସଦଙ୍କ ଦାବି ଓ ପ୍ରସ୍ତାବକୁ ପୂରଣ କରିବେ ବୋଲି ପ୍ରଦୀପ ପୁରୋହିତ ଆଶା ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version