No Result
View All Result
ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) :- ଡମପଡ଼ା ବ୍ଲକ ଅନ୍ତର୍ଗତ ବାଆଁରା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ପରିସରରେ ୮ମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ପ୍ରଧାନ ଶିକ୍ଷକ ବିରେନ୍ଦ୍ର କୁୂମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଶିକ୍ଷୟିତ୍ରୀ ମିନତୀ ପଡିହାରୀ ଓ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ଶଙ୍ଖାଳି ରାଉତ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ଭଲ ପାଠ ପଢ଼ାଇବା ପାଇଁ ପରାମର୍ଶ ଦେଇଥିଲେ ।
କାର୍ଯ୍ୟକ୍ରମରେ ଜ୍ୟେସ୍ôନା ସାମନ୍ତ ସିଂହାର, ଅନୁସୂୟା ପୃଷ୍ଟି, ସ୍ନିଗ୍ଧା ମହାନ୍ତି, ଗୋଲକ ବିହାରୀ ପାତ୍ର, କ୍ଷୀରୋଦିନି ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ସନ୍ତୋଷ କୁମାର ମୁଦୁଲି ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷକ ସିଦ୍ଧାର୍ଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
No Result
View All Result