• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 29, 2025
in ଓଡ଼ିଶା, ମାଲକାନଗିରି, ହୋମ୍
0
ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟଙ୍କ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ରାଜ୍ୟ ଖାଦ୍ୟ ଆୟୋଗ କମିଟି ସଦସ୍ୟ ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। କମିଟି ସଦସ୍ୟ ଦୟାନିଧି ଦାସ ଓ ଅକ୍ଷୟ କୁମାର ବେହେରା ବିଭିନ୍ନ ବିଭାଗର ସମୀକ୍ଷା କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ। ରାସନ୍ କାର୍ଡ ନିମନ୍ତେ ଇ- କେୱାଇସି କାର୍ଯ୍ୟକୁ ତ୍ଵରାନିତ କରିବା ପାଇଁ ଯୋଗାଣ ବିଭାଗକୁ କମିଟି ନିର୍ଦ୍ଦେଶ ଦେଇଛନ୍ତି।

ମାଲକାନଗିରି ଜିଲ୍ଲା ଗସ୍ତ କରି କମିଟି ପ୍ରକାଶ କରିଛନ୍ତି ଯେ ଜିଲ୍ଲାରେ ବସବାସ କରୁଥିବା ଜନଜାତି ସମୁଦାୟ ଅତ୍ୟନ୍ତ ନିରୀହ ଓ ସରଳ ବିଶ୍ୱାସୀ। ତେଣୁ ଜିଳ୍ଲାର ସମସ୍ତ ଉପାନ୍ତ ଅପହଞ୍ଚ ଅଞ୍ଚଳ ଓ ବିଶେଷ ଭାବେ ବଣ୍ଡାଘାଟୀ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମୁଦାୟ ଯେପରି ରାସନ୍ କାର୍ଡ ପାଇବା ସହ ପିଡିଏସ ଚାଉଳ ସୁବିଧାରେ ପାଇ ପାରିବେ ସେଥି ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦିଷ୍ଟ ଦିନରେ ଅପହଞ୍ଚ ଅଞ୍ଚଳରେ ଚାଉଳ ଯୋଗାଇ ଦେବା ସହ ଡିଲର ପଏଣ୍ଟରୁ ହିତାଧୀକାରୀଙ୍କ ଗ୍ରାମକୁ ସାମଗ୍ରୀ ପହଞ୍ଚାଇବା ବ୍ୟବସ୍ଥା କରିବା ପାଇଁ ମଧ୍ଯ କୁହାଯାଇଛି ।

ଯଦ୍ୱାରା ଗରିବ ଲୋକଟିର ଦୁଃଖ ଲାଘବ ହୋଇ ପାରିବ ବୋଲି କମିଟି ମତ ରଖିଛନ୍ତି। ତତ୍ ସହିତ ପ୍ରତ୍ୟେକ ବ୍ଲକରେ ସ୍ପେଶିଆଲ ଡ୍ରାଇଭ୍ ମାଧ୍ୟମରେ ଯୋଗ୍ୟ ତଥା ପ୍ରକୃତ ସହାୟତାରୁ ବଞ୍ଚିତ ହେଉଥିବା ହିତାଧିକାରୀଙ୍କ ଚୟନ କରାଯାଉ ବୋଲି କମିଟି କହିଛନ୍ତି। ଏଥି ନିମନ୍ତେ ବିଡିଓ, ଯୋଗାଣ ସହାୟକ ଓ ଏମଆଇ ଙ୍କୁ ନେଇ ଏକ ନେଟୱର୍କ ଗଠନ କରିବାକୁ କୁହାଯାଇଛି । କର୍ମଚାରୀ ମାନଙ୍କୁ କ୍ଷେତ୍ର ଗସ୍ତ କରିବାକୁ ବାଧ୍ୟତାମୂଳକ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜନଜାତି ବିଦ୍ୟାଳୟର ହୋଷ୍ଟେଲ ଗୁଡିକର ଟଏଲେଟ୍ ପରିଷ୍କାର ପରିଚ୍ଛନ୍ନ ରଖିବା ସହ ପରିବେଶ ସ୍ଵଚ୍ଛତା, ପାନୀୟ ଜଳ ଓ ଖାଦ୍ୟର ଉତ୍ତମ ମାନ ଉପରେ ଗୁରୁତ୍ୱାରୋପ କରିବାକୁ କୁହାଯାଇଛି ।

ସେହିପରି ପ୍ରତ୍ୟେକ ବିଦ୍ୟାଳୟରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କମିଟି ଏହି ଗସ୍ତରେ ଚିତ୍ରକୋଣ୍ଡା ବଡପଡ଼ା ଏଜୁକେସନାଲ କ୍ୟାମ୍ପସ ପରିଦର୍ଶନ ରେ ଯାଇ ନିଜର ଖୁସି ବ୍ୟକ୍ତ କରିଛନ୍ତି ଏବଂ କହିଛନ୍ତି ଯେ ଏହିଭଳି ଅଭିନବ ଏଜୁକେସନାଲ କମ୍ପ୍ଲେକ୍ସ ଓଡ଼ିଶାରେ କ୍ଵଚିତ୍। ସେହିପରି ପାଙ୍ଗାମ୍ ସ୍ଥିତ ହାଇ ସ୍କୁଲ୍ ପରିଦର୍ଶନରେ ଯାଇ କମିଟି ପ୍ରଶଂସା କରିଛନ୍ତି। ଏହି ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ ମନମୋହନ ପଟ୍ଟନାୟକ ସମସ୍ତଙ୍କୁ ସ୍ୱାଗତ କରିଥିବା ବେଳେ ସଦର ଏସିଏସଓ ମୁରୁଲି କ୍ରିଷ୍ଣା କମିଟିକୁ ବିସ୍ତୃତ ରିପୋର୍ଟ ଉପସ୍ଥାପନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କମିଟି ପକ୍ଷରୁ ପ୍ରଭାସ କୁମାର ନାୟକ, ଏସିଏସଓ ପ୍ରଦୀପ ଦାସ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version