• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଏସପିଙ୍କ ସମେତ ୩ପୋଲିସ ପଦାଧିକାରୀ ୯୦ ତମ ରାଜ୍ୟ ଡିଜିପି ଡିସ୍କ ଆୱାର୍ଡ ପାଇବା ପାଇଁ ମନୋନୀତ

Proprietor Abhimanyu Maharana by Proprietor Abhimanyu Maharana
March 30, 2025
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଏସପିଙ୍କ ସମେତ ୩ପୋଲିସ ପଦାଧିକାରୀ ୯୦ ତମ ରାଜ୍ୟ ଡିଜିପି ଡିସ୍କ ଆୱାର୍ଡ ପାଇବା ପାଇଁ ମନୋନୀତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି  (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ଏସପିଙ୍କ ସମେତ ୩ ଜଣ ପୋଲିସ ପଦାଧିକାରୀ ୯୦ ତମ ରାଜ୍ୟ ପୁଲିସ ପ୍ରତିଷ୍ଠା ଦିବସ ଅବସରରେ ଡିଜିପି ଡିସ୍କ ଆୱାର୍ଡ ପାଇବା ନିମନ୍ତେ ମନୋନୀତ ହୋଇଥିବା ସୂଚନା ମିଳିଛି. ୨୦୨୪-୨୫ ପାଇଁ ଏହି ବର୍ଷ ପୁରସ୍କାର ପ୍ରଦାନ କରାଯିବ। ଭୁବନେଶ୍ବରରେ ଅନୁଷ୍ଠିତ ହେଉଥ‌ିବା ରାଜ୍ୟସ୍ତରୀୟ ପୁଲିସ ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ଗଜପତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା,

ପାରଳାଖେମୁଣ୍ଡି ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ମାଧବାନନ୍ଦ ନାୟକ ଏବଂ ଚନ୍ଦ୍ରଗିରି ଫାଣ୍ଡି ଅଧିକାରୀ ସୁନୀଲ କୁମାର ସେଠୀଙ୍କୁ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି. ଗଜପତିର ଏହି ତିନି ପୁଲିସ ପଦାଧିକାରୀଙ୍କୁ ପୋଲିସ ସେବାରେ ଉତ୍ତମ ସେବା ଓ ଉଲ୍ଲେଖନୀୟ କାର୍ଯ୍ୟ ସମ୍ପାଦନ କରିଥିବା ଯୋଗୁଁ ଏହି ଆୱାର୍ଡ ପ୍ରଦାନ କରାଯାଉଥିବା ଜଣାଯାଉଛି.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

October 1, 2026
ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା : ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ – ପ୍ରସାଦ ଓ ପଣା ବଣ୍ଟନ

ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା : ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ – ପ୍ରସାଦ ଓ ପଣା ବଣ୍ଟନ

October 1, 2026
ବିରିଡି ବ୍ଲକରେ ଖାଦ୍ୟ, ପୋଷଣ, ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତା ସମ୍ବନ୍ଧୀୟ ତାଲିମ

ବିରିଡି ବ୍ଲକରେ ଖାଦ୍ୟ, ପୋଷଣ, ସ୍ୱାସ୍ଥ୍ୟ ଏବଂ ସ୍ୱଚ୍ଛତା ସମ୍ବନ୍ଧୀୟ ତାଲିମ

October 1, 2026
ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନକl ଉଚ୍ଛବ

ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନକl ଉଚ୍ଛବ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

October 1, 2026
ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା : ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ – ପ୍ରସାଦ ଓ ପଣା ବଣ୍ଟନ

ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା : ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ – ପ୍ରସାଦ ଓ ପଣା ବଣ୍ଟନ

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version