• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହର ପରିକଳ୍ପନା (ଟିପି ସ୍କିମ) ଯୋଜନାର ଅଗ୍ରଗତି ସମୀକ୍ଷା କଲେ ବିଡିଏ ଉପାଧ୍ୟକ୍ଷ

Proprietor Abhimanyu Maharana by Proprietor Abhimanyu Maharana
March 30, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସହର ପରିକଳ୍ପନା (ଟିପି ସ୍କିମ) ଯୋଜନାର ଅଗ୍ରଗତି ସମୀକ୍ଷା କଲେ ବିଡିଏ ଉପାଧ୍ୟକ୍ଷ
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) :-  ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଡା.ଏନ୍ . ତିରୁମାଲା ନାୟକ ଶନିବାର ସହର ପରିକଳ୍ପନା ଯୋଜନାର (ଟିପି ସ୍କିମ) ସମୀକ୍ଷା କରିଛନ୍ତି । ଏହି ବୈଠକରେ (ଟିପି ସ୍କିମ) ଯୋଜନା ନଂ ୧, ୨, ୩ ଓ ୪ର ୯ଟି ଗାଁ ପାଇକରାପୁର, ସିଜିପୁଟ, ନାରାଗୋଡା, ସାହାଜପୁର, ତମାଣ୍ଡୋ, ବିଜିପୁର,ପାଇକରାପୁର, ନୂଆଗାଁ ଓ ଶ୍ୟାମସୁନ୍ଦରପୁରରେ ଭିତ୍ତିଭୂମି କାମର ଅଗ୍ରଗତି ସମୀକ୍ଷା କରିଥିଲେ । ଏଥିରେ ବିଡିଏ ୬୦ କିଲୋମିଟର ଗମନାଗମନ ରାସ୍ତା ଓ ୬୪.୯ କିଲୋମିଟର ଡ୍ରେନେଜ କାମ ଶେଷ କରିବା ସହ ୨୯ଟି କଲଭର୍ଟ ତିଆରି ଓ ୪ କିଲୋମିଟର ରାସ୍ତାରେ ପିଚୁ କାମ ହୋଇଥିବା ନେଇ ଏହି ସମୀକ୍ଷା ବୈଠକରେ ଆଲୋଚନା ହୋଇଥିଲା ।

ଅନ୍ୟପଟେ ଟିପି-୮ ଯୋଜନା ଅଧୀନରେ ଅନ୍ଧାରୁଆ ଓ ଦାସପୁର ଜମି ମାଲିକଙ୍କ ଆପତ୍ତି ଓ ପରାମର୍ଶ ଉପରେ ଶୁଣାଣି ଚାଲିଥିବା ନେଇ ସଂପୃକ୍ତ ବୈଠକରେ ଅଧିକାରୀମାନେ ଉପାଧ୍ୟକ୍ଷଙ୍କୁ ସୂଚନା ଦେଇଥିଲେ । ଏହା ସହିତ ବିଡିଏ ଜୋନ-୪ରେ ୧୪ଟି ନୂଆ ସହର ପରିକଳ୍ପନା (ଟିପି ସ୍କିମ) ଆରମ୍ଭ କରିବାକୁ ଯୋଜନା କରୁଛି, ଯାହା ସହରର ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରିବ। ସହର ପରିକଳ୍ପନା (ଟିପି ସ୍କିମ)ର କାମକୁ ତ୍ଵରାନିତ କରି ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଉପାଧ୍ୟକ୍ଷ ଡା. ନାୟକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହାସହ ସେ ନିୟମିତ ଅଗ୍ରଗତି ସମୀକ୍ଷା ଉପରେ ଜୋର ଦେଇଛନ୍ତି। ବୈଠକରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା, ବିଡିଏ ସଚିବ ମାନସ ରଞ୍ଜନ ପାଢ଼ୀ ଓ ଯୁଗ୍ମକମିଶନର (ଟିପି) ଭବତରଣ ସାହୁ ଏବଂ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ । ସହର ପରିକଳ୍ପନା (ଟିପି ସ୍କିମ) ରେ ଜମି ମାଲିକମାନେ ୪୦% ଜମି ନଗର ଭିତ୍ତିଭୂମି ପାଇଁ ଦେବେ ଓ ୬୦% ଜମି (ଟିପି) ଅଞ୍ଚଳ ଭାବେ ରହିବ। ଏହି ଯୋଜନାରେ ରାସ୍ତା (ସର୍ବନିମ୍ନ ୯ ମିଟର ଚଉଡା), ନାଳ, ଜଳ ଯୋଗାଣ, ସ୍ଵରେଜ ଓ ବିଦ୍ୟୁତ ସୁବିଧା ମିଳିବ । ଏହା ଦ୍ୱାରା ଜମିର ମୂଲ୍ୟ ବଢିବ ଓ ଭିତ୍ତିଭୂମିର ଉନ୍ନତି ଭଲ ହେବ ।

୨୦୧୦ କମ୍ପ୍ରେହେନ୍ସିଭ ଡେଭଲଫମେଣ୍ଟ ପ୍ଲାନ୍ (ସିଡିପି) ଅନୁସାରେ ଭୁବନେଶ୍ୱର ଉନ୍ନୟନ ଅଞ୍ଚଳରେ ୬୪.୯ କିଲୋମିଟର ରିଙ୍ଗ ରୋଡ ପ୍ରସ୍ତାବ ହୋଇଥିଲା । ଏହାକୁ ସଫଳ କରିବା ପାଇଁ ବିଡିଏ ୫୮ଟି ଗାଁରେ ୪୫ଟି ଟିପି ଯୋଜନା କରୁଛି, ଯାହା ଜମି ଅଧିଗ୍ରହଣ କମିବା ସହ ସହର ପାଖ ଅଞ୍ଚଳରେ ଉନ୍ନୟନକୁ ଅଧିକ ତ୍ବରାନ୍ବିତ କରିବ । ସହର ପରିକଳ୍ପନା ଯୋଜନା (ଟିପି ସ୍କିମ) ର ମୂଳ ଉଦ୍ଦେଶ୍ୟ ହେଉଛି ବିଭିନ୍ନ ମାଲିକଙ୍କ ଜମିକୁ ଏକାଠି କରି, ତାକୁ ସଂଗଠିତ ଭାବେ ବଣ୍ଟନ କରିବା । ଏଥିରେ ଖୋଲା ଜାଗା, ସାମାଜିକ ଭିତ୍ତିଭୂମି, ଆର୍ଥିକ ଅନଗ୍ରସରଙ୍କ ପାଇଁ ଘର ଓ ରାସ୍ତା ପାଇଁ ଜମି ସଂରକ୍ଷିତ କରିବା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version