• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର୍ଯ୍ୟ ସମାଜ ଆନୁକୁଲ୍ୟରେ ବିଶ୍ୱ ନବବର୍ଷ ପାଳନ ଓ ଆଧ୍ୟାତ୍ମିକ ଆଲୋଚନାଚକ୍ର

Proprietor Abhimanyu Maharana by Proprietor Abhimanyu Maharana
March 31, 2025
in ଓଡ଼ିଶା, କଟକ, ହୋମ୍
0
ଆର୍ଯ୍ୟ ସମାଜ ଆନୁକୁଲ୍ୟରେ ବିଶ୍ୱ ନବବର୍ଷ ପାଳନ ଓ ଆଧ୍ୟାତ୍ମିକ ଆଲୋଚନାଚକ୍ର
Share on FacebookShare on TwitterWhatsapp

ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) ଡମପଡ଼ା :- ଡମପଡ଼ା ବ୍ଳକ ଅନ୍ତର୍ଗତ ତୁଳସୀପୁର ଆର୍ଯ୍ୟ ସମାଜ ଆନୁକୁଲ୍ୟରେ ରଙ୍ଗଣିସାହିସ୍ଥ ବେଦମନ୍ଦିର ପରିସରରେ ଆଜି ବିଶ୍ୱ ତଥା ହିନ୍ଦୁ ନବବର୍ଷ ପାଳିତ ହେବା ଅବସରରେ ଯଜ୍ଞ, କବିତା ପାଠୋତ୍ସବ ଓ ଆଧ୍ୟାତ୍ମିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ଯଜ୍ଞ ବିଶାରଦ ଅଶୋକ ପଣ୍ଡାଙ୍କ ତତ୍ତ୍ୱବଧାନରେ ଦିବ୍ୟଲୋଚନ ସାହୁ ଓ ଜୟନ୍ତୀ ସାହୁ ଯଜ୍ଞରେ କର୍ତ୍ତା ଭାବେ କାର୍ଯ୍ୟ ସଂପାଦନ କରିଥିଲେ । ପରେ ଏକ ଆଧ୍ୟାତ୍ମିକ ଆଲୋଚନାଚକ୍ର ଶିକ୍ଷାବିତ୍ ଭୀମସେନ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା ।

କଟକ ଜିଲ୍ଲା ଆର୍ଯ୍ୟ ସମାଜର ଉପସଭାପତି ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ସ୍ୱାଗତ ଭାଷଣ ଦେବା ସହ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ କବି ରବିନାରାୟଣ ମଙ୍ଗରାଜ ଯୋଗଦାନ କରି ହିନ୍ଦୁ ନବବର୍ଷ ହେଉଛି ସର୍ବପୁରାତନ ବର୍ଷ ଭାବେ ସାରା ବିଶ୍ୱରେ ପାଳନ କରାଯାଉଛି ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ବିଶିଷ୍ଟ ପାଲାକାର ନାରାୟଣ ଶୁକ୍ଳ ଯୋଗଦାନ କରି ବେଦ, ବେଦାନ୍ତ ଓ ଉପନିଷେଦର ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହିତ ସନାତନ ଧର୍ମକୁ ଏକତା ସୂତ୍ରରେ ବାନ୍ଧିବା ପାଇଁ ନବବର୍ଷରେ ଆଲୋଚନା କରିବାର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରିଥିଲେ ।

ସମ୍ମାନିତ ଅତିଥି ଭାବେ ଅଶୋକ ପଣ୍ଡା ଯୋଗଦାନ କରି ବେଦ ଓ ଭାରତବର୍ଷର ପ୍ରାଚୀନ ସଭ୍ୟତା ଏବଂ ସନାତନ ଧର୍ମର ବହୁ ତଥ୍ୟ ପ୍ରଦାନ କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବେ ବାଙ୍କୀ ଆର୍ଯ୍ୟ ସମାଜର ସଭାପତି ଚନ୍ଦ୍ରମଣି ମହାପାତ୍ର ଯୋଗଦାନ କରି ଆର୍ଯ୍ୟ ସମାଜର ଦର୍ଶନ ଉପରେ ଆଲୋକପାତ କରିଥିଲେ । ନାରୀକବି ଶକୁନ୍ତଳା ମଲ୍ଲିକଙ୍କ ସଂଯୋଜନାରେ ଏକ ମନୋଜ୍ଞ କବିତାପାଠୋତ୍ସବ ଅନୁଷ୍ଠିତ ହୋଇଥିଲା ।

କବି ନରୋତମ ବେହେରା, ସଂକୀର୍ତ୍ତନ ଗାୟକ ଅମୂଲ୍ୟ ଦାସ, ମୀନକେତନ ଶ୍ରୀଚନ୍ଦନ, ନମିତା ନାୟକ, ପ୍ରତୀମା ପ୍ରଧାନ, ଶ୍ରୀକୁମାର ସାହୁ, ସୋମନାଥ ସାହୁ, ସତ୍ୟଭାମା ସାହୁ, ଧନଞ୍ଜୟ ମହାପାତ୍ର, ପ୍ରଦୀପ କୁମାର ତ୍ରିପାଠୀ ପ୍ରମୁଖ ଶତାଧିକ କର୍ମୀ ସେମାନଙ୍କର ସ୍ୱରଚିତ କବିତାଗୁଡିକ ଗାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଦୀପକ ସାମନ୍ତରା, ସୁଦର୍ଶନ ସାହୁ, ଅନାମ ସାହୁ, ଦିବ୍ୟଲୋଚନ ସାହୁ, ରବିନ୍ଦ୍ର ରାଉତ, ବାନାମ୍ବର ସାହୁ, ଗଙ୍ଗାଧର ବେହେରା, କୁମର ରାଉତ, ସନାତନ ସାହୁ, ସଂଯୁକ୍ତା ସାହୁ, ଗୋବିନ୍ଦ ସାହୁ ପ୍ରମୁଖ ପରିଚାଳନା କରିଥିଲେ । ଶେଷରେ ଅମୂଲ୍ୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version