• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଗତସିଂହପୁର ଜିଲ୍ଲାରେ ଇଦ-ଉଲ-ଫିତର ପର୍ବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 1, 2025
in ଓଡ଼ିଶା, ଜଗତସିଂହପୁର, ହୋମ୍
0
ଜଗତସିଂହପୁର ଜିଲ୍ଲାରେ ଇଦ-ଉଲ-ଫିତର ପର୍ବ ପାଳିତ
Share on FacebookShare on TwitterWhatsapp

 ଜଗତସିଂହପୁର (ଓଡ଼ିଶା ତାଜା ନ୍ୟୁଜ୍) :- ଜଗତସିଂହପୁର ଜିଲ୍ଲା ର ପ୍ରତ୍ୟେକ ମୁସଲମାନ ବସ୍ତିରେ ଇଦ-ଉଲ-ଫିତର ପର୍ବ ସୋମବାର ପାଳିତ ହୋଇଯାଇଛି l ମହାପୁରୁଷ ମହମ୍ମଦ ଙ୍କ ଦ୍ୱାରା ଏହି ମାସରେ କୋରାନ ସମ୍ପୂର୍ଣ କରାଯାଇଥିଲା l ତାଙ୍କ ଆଦେଶ ଅନୁସାରେ ସାରା ମାସଟି ମୁସଲମାନ ଭାଇ ଭଉଣୀ ମାନେ ରୋଜା ରଖନ୍ତି l ଦିବସ ସାରା ଉପବାସ ରହି ସନ୍ଧ୍ୟାରେ ରୋଜା ଫିଟାଇ ଖାଦ୍ୟ ପାନୀୟ ଖାନ୍ତି l କାରଣ ଏହାଦ୍ୱାରା ଇନ୍ଦ୍ରିୟ ମାନଂକୁ ଆୟତ୍ତ ରଖାଯାଇଛି ଥାଏ ବୋଲି ଜଗତସିଂହପୁର ଜିଲ୍ଲା ବିଜେଡି ସଂଖ୍ୟା ଲଘୁ ସେଲ ର ସଭାପତି ମୀର ଆଜମୀର ଅଲ୍ଲୀ ଓ ମହମଦ ଇଲିୟାସ ଖାଁ କହିଛନ୍ତି l

ମାନବ ଜାତି ତାର ଜୀବନରେ ଯଦି କିଛି ଭୁଲ କରିଥାଏ ଏହି ଧାରାରେ ଭଗବାନ ଙ୍କ ପାଖରେ କ୍ଷମା ପ୍ରାର୍ଥନା କରି କୁହନ୍ତି ଭଗବାନ ଏ ସଂସାରରେ ମାନବ ଜାତିକୁ ଭଲ ପଥ ଦେଖାଅ l ଏକ ମାସ ଯାକ ଭଗବାନ ଙ୍କ ପାଖରେ ଏହି କାମନା କରିଥାନ୍ତି ସୋମବାର ମୁସଲମାନ ଭାଇ ମାନେ ନିଜ ନିଜ ମସଜିଦ ମାନଙ୍କରେ ଏକ ତ୍ରିତ ହୋଇ ଇଦ ନମାଜ ପାଠ କରିଥିଲେ l ନମାଜ ପରେ ପରସ୍ପରକୁ ଅଭିନନ୍ଦନ ଜଣାଇ ଆଲିଙ୍ଗନ କରି ସମସ୍ତଙ୍କ ମଙ୍ଗଳ କାମନା କରିଥିଲେ l ଏହି ଇଦ ଜିଲ୍ଲାର ତରିକୁନ୍ଦ, ହାଜିପୁର, ବେତ ମାଳିଆ, ତାଞ୍ଚନା, ଭବାନୀପୁର, ଅଢଙ୍ଗ ଗଡ଼, ବରାହପୁର, ତଳପାଟକ, ନୂଆଢନା ଆଦି ମୁସଲମାନ ବସ୍ତି ସହ ସମସ୍ତ ବସ୍ତିରେ ପାଳନ କରାଯାଇଥିଲା l

ଶାନ୍ତି ଶୃଙ୍ଖଳାର ସହ ଏହି ପର୍ବ ଶେଷ ହୋଇଥିବାରୁ ସଂଖ୍ୟା ଲଘୁ ସେଲର ସଭାପତି ଅଲ୍ଲୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ବିଶେଷ କରି ତରିକୁନ୍ଦ ଇଦ ଘା ପଡିଆରେ 8 ଖଣ୍ଡ ମୁସଲମାନ ବସ୍ତିର ମୁସଲମାନ ଭାଇ ମାନେ ଏକତ୍ରିତ ହୋଇ ସମୂହ ନମାଜ ପାଠ କରିବା ସହ ପରସ୍ପରକୁ ଆଲିଙ୍ଗନ କରି ଥିଲେ l ମୌଲାନା ଆଲମ ଗିରି ନମାଜ ପାଠ କରାଇଥିଲେ l ମହମଦ ଇଲ୍ଲୀୟାସ ଖାଁ, କଲ୍ଲିମ ଉଦିନ ଖାଁ, ହବିବ ବୁର ରହମନ, ଅବଦୁଲ ହକିମ, ମହମଦ ହକିମ,ମଂଜୁର ଅଲ୍ଲୀ ପ୍ରମୁଖ ଶତାଧିକ ମୁସଲମାନ ଭାଇମାନେ ଏଥିରେ ସାମିଲ ହୋଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

June 17, 2026
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

June 17, 2026
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version