• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଜୁ ଜନତା ଦଳ ବିଧାୟକ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ।

Proprietor Abhimanyu Maharana by Proprietor Abhimanyu Maharana
August 30, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ବିଜୁ ଜନତା ଦଳ ବିଧାୟକ ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ।
Share on FacebookShare on TwitterWhatsapp

ସବୁ ପିଲା ଆମ ପରିବାର ର । ଏ କଷ୍ଟ ସମୟରେ ଆପଣ ସେମାନଙ୍କ ସାଥିରେ ରୁହନ୍ତୁ
ପିଲାମାନେ ଯେପରି ଭଲରେ ପରୀକ୍ଷା ଦେବେ ସେଥିପାଇଁ ସହଯୋଗ
କରନ୍ତୁ ।

ଓଡ଼ିଶା ତାଜା ନିୟୁଜ୍ (୩୦ ଅଗଷ୍ଟ ରବିବାର ) ଭୁବନେଶ୍ୱର :– ଆପଣମାନେ ଜାଣନ୍ତି , କରୋନା ସଂକ୍ରମଣରେ ଭାରତ ଆଜି ସାରା ବିଶ୍ବରେ ସବୁଠାରୁ ଉପରେ ଅଛି। ଆମ ଦେଶରେ ପ୍ରତି ଦୁଇ ଦିନରେ ଏକ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି । ଆମ ରାଜ୍ୟ ଓଡିଶା ମଧ୍ୟ କରୋନାର କଡା ମୁକାବିଲା କରୁଛି । ଆମର କୋଭିଡ ଯୋଦ୍ଧାମାନଙ୍କର ତ୍ୟାଗ ଓ ପରିଶ୍ରମ ଏବଂ ଆପଣମାନଙ୍କ ସହଯୋଗ ଯୋଗୁ ରାଜ୍ୟରେ ଆରୋଗ୍ୟ ହାର ବଢୁଛି ଓ ମୃତ୍ୟୁ ହାର ସବୁଠାରୁ କମ୍‌ ଅଛି। ମୋର ଅନୁରୋଧ, ଏହି ସଂକଟ ସମୟରେ ଆପଣମାନେ ଲୋକଙ୍କ ସାଥିରେ ରୁହନ୍ତୁ ।

ଆମର କୋଭିଡ ଯୋଦ୍ଧା ମାନଙ୍କ ସାଥିରେ ରୁହନ୍ତୁ । ସେମାନଙ୍କ କାମକୁ ପ୍ରଶଂସା କରନ୍ତୁ । ସେମାନଙ୍କ ସୁଖ ଦୁଃଖରେ ସାମିଲ ହୁଅନ୍ତୁ । ମୃତ କୋଭିଡ ରୋଗୀଙ୍କ ଶବ ସଂସ୍କାର କ୍ଷେତ୍ରରେ କେତେକ ଅସୁବିଧା ହେଉଛି । ଏଥିପାଇଁ ଆପଣ ଲୋକଙ୍କୁ ବୁଝାନ୍ତୁ ଏବଂ ମୃତ ଦେହ ସଂସ୍କାରରେ ସହଯୋଗ କରନ୍ତୁ । ଆପଣମାନେ ଜାଣି ଖୁସି ହେବେ ଯେ ଆଜିଠାରୁ ଗଞ୍ଜାମରେ ୫ଟି କୋଭିଡ ଗୃହ ବନ୍ଦ କରାଗଲା । ସେଠାରେ ପରିସ୍ଥିତିରେ ଉନ୍ନତି ଆସିଛି । କିନ୍ତୁ ଖୋର୍ଦ୍ଧା ଓ କଟକରେ ପରିଚାଳନା କରିବା ପାଇଁ ଆମକୁ ଅଧିକ ପରିଶ୍ରମ କରିବାକୁ ହେବ। ମୋର ଅନୁରୋଧ ଆପଣମାନେ ନିଜେ ଯତ୍ନବାନ ରୁହନ୍ତୁ ଏବଂ ଲୋକଙ୍କୁ ସଚେତନ କରାନ୍ତୁ ।

କୋଭିଡ ଯୋଗୁ ଅନ୍ୟ ରାଜ୍ୟରେ ଥିବା ଆମର ୧୦ ଲକ୍ଷ ଭାଇଭଉଣୀ ଓଡିଶା ଫେରିଛନ୍ତି । ସେମାନଙ୍କ ମଧ୍ୟରୁ କେହି ବି ଯୋଗ୍ୟ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବ ନାହିଁ, ସେଥିପ୍ରତି ଆପଣ ଧ୍ୟାନ ଦିଅନ୍ତୁ । ସେହିପରି ଅନ୍ୟ ରାଜ୍ୟରୁ ଆସୁଥିବା ଭାଇଭଉଣୀ ମାନେ ଯେପରି ନିର୍ମାଣ ଶ୍ରମିକ ଯୋଜନା ପାଇଁ ସୁବିଧାରେ ପଞ୍ଜିକରଣ କରିପାରିବେ, ସେଥିରେ ଆପଣ ସହଯୋଗ କରନ୍ତୁ । ଲଘୁଚାପ ବର୍ଷାରେ ରାଜ୍ୟରେ ବନ୍ୟା ଆସିଛି । ଲୋକଙ୍କ ଏ ଅସୁବିଧା ସମୟରେ ଆପଣ ଲୋକଙ୍କ ସାଥିରେ ରୁହନ୍ତୁ । ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ।

ବର୍ତ୍ତମାନ କେବଳ ସାରା ଓଡିଶା ନୁହେଁ, ସାରା ଭାରତର ଅର୍ଥନୀତି ଆହ୍ବାନମୂଳକ ସମୟ ଦେଇ ଗତି କରୁଛି । ତଥାପି ଲୋକଙ୍କ କଲ୍ୟାଣ ପାଇଁ ବିଧାୟକ ପାଣ୍ଠିକୁ ଆଉ ୧ କୋଟି ଟଙ୍କା ଦେବା ପାଇଁ ମୁଁ ନିର୍ଦ୍ଦେଶ ଦେଇଛି। ଏହି ଟଙ୍କାରେ ସ୍ବୟଂ ସହାୟକ ଗୋଷ୍ଠୀରୁ ମାସ୍କ ମଧ୍ୟ କିଣା ଯାଇ ପାରିବ । ଏହାଦ୍ବାରା ସ୍ବୟଂ ସହାୟକ ଗୋଷ୍ଠୀର ମା ମାନେ ରୋଜଗାର ପାଇବେ ଏବଂ ଲୋକମାନେ ମଧ୍ୟ ନିରାପଦ ରହିବେ। କୋଭିଡ ଏବଂ ବନ୍ୟା ପରିସ୍ଥିତିରେ ପିଲାଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି NEET ଓ JEE ପରୀକ୍ଷା ଘୁଞ୍ଚାଇବା ପାଇଁ ମୁଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲି । କିନ୍ତୁ ହେଲା ନାହିଁ। ବର୍ତ୍ତମାନ ଆମ ପାଖରେ 48ଘଣ୍ଟାରୁ କମ୍‌ ସମୟ ରହିଛି । ପିଲାମାନେ ଆମ ଦେଶର ଭବିଷ୍ୟତ ଓଡ଼ିଶା ର ଭବିଷ୍ୟତ ।

ସେମାନେ ଆମ ପରିବାର ର ଓ ସେମାନଙ୍କ ସୁରକ୍ଷା ଆମ ଦାୟିତ୍ବ । ତେଣୁ ପିଲାମାନେ ଯେପରି ଭଲରେ ଭଲରେ ପରୀକ୍ଷା ଦେବେ, ସେଥିପାଇଁ ରାଜ୍ୟ ସରକାର ମାଗଣାରେ ପରିବହନ ଓ ରହିବାର ବ୍ୟବସ୍ଥା କରିଛନ୍ତି। ଆପଣଙ୍କ ଅଞ୍ଚଳର ପିଲାମାନେ ଯେପରି ସୁବିଧାରେ ପରୀକ୍ଷା ଦେବେ, ସେଥିରେ ଆପଣ ପୁରା ସହଯୋଗ କରନ୍ତୁ। ମୁଁ ସବୁବେଳେ କହି ଆସିଛି ଯେ, ସାଢେ ଚାରି କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ସେମାନଙ୍କ କଲ୍ୟାଣ ଆମ ଦାୟିତ୍ବ । ‘ଓଡିଶା – ମୋ ପରିବାର’ programme ରେ ଏ ସମୟରେ ପିଲାଙ୍କୁ ସବୁ ସହଯୋଗ ଯୋଗାଇ ଦିଆଯିବ । ସେହିପରି ଅଧିକ ରକ୍ତଦାନ କ୍ୟାମ୍ପ ପାଇଁ ଆପଣମାନେ କାମ କରିବା ଦରକାର । ବନ୍ଦେ ଉତ୍କଳ ଜନନୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version