• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାମିନି ରେ ଦ୍ଵିତୀୟ ଭାରତ ସଂରକ୍ଷିତ ବାହିନୀ ପକ୍ଷରୁ ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 2, 2025
in ଓଡ଼ିଶା, ରାୟଗଡା, ହୋମ୍
0
ଭାମିନି ରେ ଦ୍ଵିତୀୟ ଭାରତ ସଂରକ୍ଷିତ ବାହିନୀ ପକ୍ଷରୁ ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
Share on FacebookShare on TwitterWhatsapp

ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍)  :- ରାୟଗଡା ଜିଲ୍ଲା ରାମନାଗୁଡା ବ୍ଳକ ଅନ୍ତର୍ଗତ ଭାମିନି ଠାରେ ଥିବା ଦ୍ଵିତୀୟ ଭାରତ ସଂରକ୍ଷିତ ବାହିନୀ ପକ୍ଷରୁ ଆଜି ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ଏହି ଉତ୍ସବରେ ଗୁଣପୁର ଉପ ଜିଲ୍ଲାପାଳ କିରଣଦୀପ କୌର ସହଟା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ପୋଲିସ ସେବା ଓ ସୁରକ୍ଷା ର ପ୍ରତୀକ ଯାହା ତାଙ୍କ ଲୋଗୋ ରେ ପ୍ରତିଫଳିତ ହୋଇଥାଏ ବୋଲି କହିବ ସହ ପୋଲିସ ଦିବସ ରେ ସମସ୍ତ ଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ଗୁଣପୁର ସ୍ଥିତ ଗାନ୍ଧୀ ବିଶ୍ୱ ବିଦ୍ୟାଳୟ ର ଉପ ସଭାପତି ଡଃ ଚନ୍ଦ୍ର ଧ୍ଵଜ ପଣ୍ଡା ଗୁଣପୁର ସମାଜସେବୀ ଅକ୍ଷୟ ଦାସ ଯୋଗ ଦେଇ ପୋଲିସ ର କର୍ତ୍ତବ୍ୟ ନିଷ୍ଟା ଯୋଗୁଁ ଲୋକେ ସୁରକ୍ଷିତ ଭାବେ ରହୁଥିବା କହିବା ସହ ତାଙ୍କ ତ୍ୟାଗ ଓ ବଳିଦାନ କୁ ପ୍ରଶଂସା କରିଥିଲେ । ବହୁ ମନ୍ୟଗଣ ଙ୍କ ଉପସ୍ଥିତି ରେ ଭାମିନି ର ଦ୍ଵିତୀୟ ଭାରତ ସଂରକ୍ଷିତ ବାହିନୀ ର ଦୁର୍ଗପତି ବ୍ରଜ ମୋହନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆୟୋଜିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିବା ସହ ପୋଲିସ ପ୍ରତିଷ୍ଠା ଦିବସ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚନ୍ଦ୍ର ମାଝୀ ଙ୍କ ବାର୍ତ୍ତା ପଢ଼ିବା ସହ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇ ତାଙ୍କୁ ସ୍ମରଣ କରିଥିଲେ |

ଆୟୋଜିତ ପ୍ୟାରେଡ କୁ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ନୀଳାମ୍ବର ପରିଡା ଓ ଡେପୁଟିକମାଣ୍ଡାଣ୍ଟ ସନ୍ତୋଷ କୁମାର ବିଶ୍ବାଳ ପରିଚାଳନା କରିଥିଲେ । ଏହି ଉତ୍ସବ ରେ ପୋଲିସ କ୍ଷେତ୍ର ରେ ଉଲ୍ଳେଖନୀୟ ଅବଦାନ ପାଇଁ ଶ୍ରେଷ୍ଠ ଏସ: ଆଇ ଭାବେ ଦୀପକ କୁମାର ବଳ ଏ : ଏସ : ଆଇ ଭାବେ ବରୁଣ କହଁର ଶ୍ରେଷ୍ଟ ହାବିଲଦାର ଭାବେ ଦେବ ରାଜ ଗାମ୍ବାଲି, ଏବଂ ଶ୍ରେଷ୍ଟ କନେଷ୍ଟବଲ ଭାବେ ଅମର କୁମାର ମିଶ୍ର ଙ୍କୁ ମାନପତ୍ର ଓ ଆର୍ଥିକ ରାଶି ପୁରସ୍କାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ସଭା ମଞ୍ଚ କୁ ସୁଜିତ କୁମାର ଦାସ ,ଦିଲୀପ ଚୌଧୁରୀ ଓ ରାଜୁ ଗମାଙ୍ଗ ପରିଚାଳନା କରିଥିଲେ । ଏହି ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ରାମନାଗୁଡ଼ା ବିଡ଼ିଓ ପ୍ରଦ୍ୟୁମ୍ନ ମଣ୍ଡଳ ,ତହସିଲଦାର ପ୍ରାଣ କୃଷ୍ଣ ପାଣିଗ୍ରାହୀ , ସମାଜସେବୀ ରାଜେଶ୍ୱରି ଦଳେଇ ଉକୁମ୍ବା ସରପଞ୍ଚ ମେନକା ଶବର , ଭାମିନି ସରପଞ୍ଚ ରୀତୁ ପ୍ରଭା ଗମାଙ୍ଗ ,ବିଜେଡ଼ି ନେତା ଗଗନ ଆଚାର୍ଯ୍ୟ, ମାଟା ରାଜୁ ବହୁ ମାନ୍ୟ ଗଣ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version