• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀ ମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଯୋଗାଶ୍ରମ ର 17ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 2, 2025
in ଓଡ଼ିଶା, ପୁରୀ
0
ଶ୍ରୀ ମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଯୋଗାଶ୍ରମ ର 17ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
Share on FacebookShare on TwitterWhatsapp

ଗୋପ  (ଓଡ଼ିଶା ତାଜା ନ୍ୟୁଜ୍)  :- ଓଡିଶା ରେ ଅନେକ ଶିକ୍ଷାନୁଷ୍ଠାନ ରହିଛି ତନ୍ମମଧ୍ୟରୁ ଶ୍ରୀ ମା ଶ୍ରୀ ଆରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଯୋଗାଶ୍ରାମ ଟି ଅନ୍ୟତମ l ପୁରୀ ଜିଲ୍ଲାର ଗୋପ ବ୍ଲକ ଅଧିନସ୍ତ କୁନ୍ଦୁରା ଠାରେ ସ୍ଥାପିତ ଶ୍ରୀ ମା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଯୋଗାଶ୍ରମ ର 17 ତମ ବାର୍ଷିକ ଉତ୍ସବ ଗତ ସୋମବାର ଅନୁଷ୍ଠିତ ହୋଇଯାଇଛି  l

ଏଥି ରେ ମୁଖ୍ୟ ଅତିଥି ଭାବେ ବସନ୍ତ କୁମାର ସାହୁ (ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ) ସମ୍ମାନୀୟଅତିଥିଭାବେ ବିଭୂପ୍ରସାଦ ନାୟକ (ପ୍ରଧାନ ଶିକ୍ଷକ ), ରାମକୃଷ୍ଣ ମହାନ୍ତି (ସମାଜସେବୀ ) ସ୍ମୁତିଲିପି ସାହୁ ( ବରିଷ୍ଟ ପ୍ରଶାସନିକ ଅଧିକାରିଣୀ ) ଗୋପୀନାଥ ମୁଦୁଲି (ସହକାରୀ ଶିକ୍ଷକ ) ଉମେଶ ଚନ୍ଦ୍ର ବିଶ୍ୱାଳ (ସହକାରୀ ଶିକ୍ଷକ )

ପ୍ରଜ୍ଞା ପାରମିତା ନାୟକ (ସରପଞ୍ଚ ବନାଖଣ୍ଡି ) ବିଦ୍ୟାଳୟ ର ସଭାପତି କୈଳାସ ଚନ୍ଦ୍ର ନାୟକମଞ୍ଚପରିଚାଳନ କରିଥିଲେ l ସଭା କାର୍ଯ୍ୟ ଶେଷରେ ଅନୁଷ୍ଠାନ ର ବିଭିର୍ନ୍ନ ବିଭାଗ ରେ କୃତି ଅର୍ଜନ କରିଥିବା କୃତିପ୍ରତିଯୋଗୀଙ୍କୁ ମାନପତ୍ର ଓ ଫଳକ ପ୍ରଦାନ କରାଯାଇଥିଲା l ପରିଶେଷରେ ଅନୁଷ୍ଠାନ ର କୁନି କୁନି ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଚମତ୍କାର ନୃୟ ପରିବେଷଣ କରାଯାଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

27 ବର୍ଷ ଧରି ଫେରାର ଥିବା ଆସାମୀ ଦ୍ୱୟ କୋର୍ଟରେ ଆତ୍ମସମର୍ପଣ : ଆଜୀବନ କାରାଦଣ୍ଡ ରାୟ ପ୍ରକାଶ ପାଇବା ପରେ ଉଭୟ ଗଲେ ଜେଲ

ଗଣମାଧ୍ୟମ ସତ ଖବର ଉପରେ ଗୁରୁତ୍ୱ ଦେଉ : ପ୍ରତ୍ୟୁଷା ର ୫ମ ପ୍ରତିଷ୍ଠା ବର୍ଷ ଉତ୍ସବ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version