• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରାହ୍ମଣଝରିଲୋ ସେଣ୍ଟ ଜାଭିୟର ସ୍କୁଲରେ ଉମିଦ – ୧୨ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 3, 2025
in ଓଡ଼ିଶା, କଟକ, ହୋମ୍
0
ବ୍ରାହ୍ମଣଝରିଲୋ ସେଣ୍ଟ ଜାଭିୟର ସ୍କୁଲରେ ଉମିଦ – ୧୨ ଅନୁଷ୍ଠିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) :- କଟକ ସଦର ଥାନା ଅନ୍ତର୍ଗତ ଫୁଲନଖରା -ନିଆଳୀ ରାସ୍ତାର ବ୍ରାହ୍ମଣଝରିଲୋ ଠାରେ ଥିବା ସେଣ୍ଟ ଜାଭିୟର ସ୍କୁଲର ଦ୍ୱାଦଶତମ ବାର୍ଷିକ ଉତ୍ସବ ଉମିଦ -୧୨ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ କମିଶନରରେଟ କଟକ ଯୋନ – ୪ – ଏ ସି ପି ଅମିତାଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦିପ ପ୍ରଜୋଳନ କରି କହିଲେ ଯେ, ଛାତ୍ରଛାତ୍ରୀମାନେ ଭଲ ପାଠ ପଢ଼ିବା ସହିତ ସଂସ୍କାରି ହେବା ଦରକାର ।

ପିଲାମାନେ କେବଳ ପାଠପଢି ଆଇ ଏସ , ଆପିଏସ , ଡାକ୍ତର , ଇଞ୍ଜିନିୟର ହୋଇ ଅର୍ଥ ରୋଜଗାର କରି କେବଳ ନିଜର କଥା ଚିନ୍ତା କରିବା ପରିବର୍ତ୍ତେ ,ସମାଜରେ ଅବହେଳିତ ଦୁର୍ବଳ , ଅସହାୟ ଲୋକଙ୍କ କଥା ଚିନ୍ତା କରି ପାରିଲେ ସମାଜର ଉନ୍ନତି ହେବା ସହିତ , ସେହି ଛାତ୍ରଛାତ୍ରୀ ମାନେ ଜଣେ ଜଣେ ଭଲ ମଣିଷ ଭାବେ ସମାଜରେ ପ୍ରତିଷ୍ଠା ଲାଭ କରିପାରିବେ । ଏଣୁ ପ୍ରତ୍ୟେକ ବାପ ମା ସବୁବେ ପିଲାମାନଙ୍କୁ ସମୟ ଦେବା ସହିତ ପାଠପଢ଼ା ସାଙ୍ଗକୁ ଉତ୍ତମ ଏବଂ ସଂଶକାରି ହେବା ପାଇଁ ଶିକ୍ଷାଦେବା ଦରକାର ବୋଲି କହିଥିଲେ ।

ଉକ୍ତ ଉତ୍ସବରେ ରୟାଲ ପବ୍ଲିକ ସ୍କୁଲର ପ୍ରିନ୍ସପାଲ ସର୍ବେଶ୍ୱର ସାମଲ ମୁଖ୍ୟବକ୍ତା ଭାବେ ଯୋଗ ଦେଇ କହିଲେ ଯେ , ଛାତ୍ରଛାତ୍ରୀ ମାନଙ୍କ ପ୍ରତି ଶିକ୍ଷକ ଏବଂ ଅବିଭାବକ ସବୁ ଦୁଇଟି ଦିଗ ପ୍ରତି ଦୃଷ୍ଟି ଦେବା ଉଚିତ । ଗୋଟିଏ ହେଲା କ୍ୟାରିଆର ଅନ୍ୟଟି ହେଲା କ୍ୟାରେକ୍ଟର । ଏ ଦୁଇଟିରୁ ଗୋଟିଏ ଅଭାବ ହେଲେ ସେ ପିଲା ସମାଜରେ ଜଣେ ସଫଳ ମଣିଷ ହିସାବରେ ବିବେଚିତ ହୋଇ ପାରିବ ନାହିଁ ବୋଲି କହିଥିଲେ । ସତ୍ୟ ଶିବ ସୁନ୍ଦର ମିଶ୍ର , ଶକ୍ତି ପ୍ରସାଦ ମହାନ୍ତି ,ସୟଦ ଇକବାଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉଦବୋଧନ ଦେଇଥିଲେ ।

ସେଣ୍ଟ ଜାଭିୟର ସ୍କୁଲର ପ୍ରିନ୍ସପାଲ ଏସ ଏସ ଅଲ୍କି ଉତ୍ସବରେ ସଭାପତିତ୍ୱ କରିଥିଲେ । ସ୍କୁଲର ସଂପାଦିକା ଜସ୍ମିନ ବେଗମ ଉପସ୍ଥିତ ଅତିଥି ମାନଙ୍କୁ ସ୍ୱାଗତ କରିବା ସହିତ ଅବିଭାବକ ମାନଙ୍କର ସହଯୋଗକୁ ପ୍ରଶଂସା କରିଥିଲେ । ଶ୍ରେଣୀରେ ଅଧ୍ୟୟନ କରି ପ୍ରଥମ ,ଦ୍ୱିତୀୟ , ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରଷ୍କାର ପ୍ରଦାନ କରିଥିଲେ ।

ସେଣ୍ଟ ଜାଭିୟର ସ୍କୁଲର ପରିଚାଳନା ନିର୍ଦ୍ଦେଶକ ସେକ୍ କଲିମ୍ ଉଦ୍ଦିନ , ଓଡିଆ ବିଭାଗର ଶିକ୍ଷକ ବିଜୟ କୁମାର ଦାଶ, ଶିକ୍ଷୟିତ୍ରୀ ବିଜଲକ୍ଷ୍ମୀ ଜେନାଙ୍କ ସମେତ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନେ ମାନେ ରଙ୍ଗାରଙ୍ଗ ନୃତ୍ୟ ପରିବେଷଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version