• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗଡ଼ ମା ‘ ହାଡ଼ବାଇ ଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 4, 2025
in ଓଡ଼ିଶା, କଟକ, ହୋମ୍
0
ନୂଆଗଡ଼ ମା ‘ ହାଡ଼ବାଇ ଯାତ୍ରା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) :- କଟକ ସଦର ଥାନା ତେଲଙ୍ଗାପେଣ୍ଠ ନିକଟସ୍ଥ ସିଏମସି ୫୮ ନମ୍ବର ୱ।ର୍ଡ଼ ନୂଆଗଡ଼ ଗ୍ରାମର ମା’ ହାଡ଼ବାଇଙ୍କ ଯାତ୍ରା ମହୋତ୍ସବ ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇ ୧୬ ତାରିଖ ରାତିରେ ଉଦଯାପିତ ହେବ । ଏହି ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଦିନ ସନ୍ଧ୍ୟାରେ ମା’ ହାଡ଼ବାଇଙ୍କ ପୀଠରେ ଅନୁଷ୍ଠିତ ହୋଇଥିଲା । ନୂଆଗଡ଼ ଗ୍ରାମ୍ୟ ଉନ୍ନୟନ କମିଟିର ସଭାପତି ବିକ୍ରମ କେଶରୀ ଶତପଥୀଙ୍କ ସଭାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କମିଶନରେଟ ପୋଲିସ କଟକ ଯୋନ-୪-ଏ ସି ପି ଅମିତାଭ ମହାପାତ୍ର ମୁଖ୍ୟ ଅତିଥି ,

କଟକ ସଦର ଥାନା ଆଇଆଇସି ଓମ୍ ପ୍ରକାଶ ମହାନ୍ତି, ୫୮ ନମ୍ବର ୱ।ର୍ଡ଼ କର୍ପୋରେଟର ଜନାର୍ଦ୍ଦନ ପରିଡ଼ା, ପୂର୍ବତନ ସରପଞ୍ଚ ପିତବାସ ମହାପାତ୍ର ,ଯାତ୍ରା କମିଟିର ଅଧ୍ୟକ୍ଷ ଶିଶିର ରାଉତରାୟ , କେଦାର ନାଥ ସିଂ ,ପ୍ରଶାନ୍ତ କୁମାର ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ରଥ , ଗୋପାଳପୁର ମଣ୍ଡଳ ବିଜେପି ସଭାପତି ନିହାର ପଣ୍ଡା, ପ୍ରଦିପ ଖୁଣ୍ଟିଆ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

୮ ତାରିଖରୁ ମା’ ହାଡ଼ବାଇଙ୍କ ପୀଠରେ ଯଞ କାର୍ଯ୍ୟ ଆରମ୍ଭ ହୋଇ ୧୨ ତାରିଖରେ ପୂର୍ଣ୍ଣାହୁତି ଦିଆଯାଇ ଯଞ କାର୍ଯ୍ୟ ସମାପନ କରାଯିବ । ଚଳିତ ବର୍ଷ ଗ୍ରାମର ପ୍ରତ୍ୟେକ ପୁରୁଷ ଏ ଯୁବକମାନେ ମା’ ହାଡ଼ବାଇଙ୍କ ଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ପାଇଁ , ନୂଆଗଡ଼ ଗ୍ରାମର ସମସ୍ତ ଯୁବକ ମାନେ ଯାତ୍ରା ସରିବା ପର୍ଯ୍ୟନ୍ତ ନିଶା ସେବନ ନକରିବା ପାଇଁ ଅତିଥି ମାନେ କହିଥିଲେ । ଯାତ୍ରା ଆରମ୍ଭ ଦିନ ଶାସକ ଦଳର ନେତାମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ ।

ଏହି ଯାତ୍ରା ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥାଏ । ୪ ଦିନ ଧରି ଯାତ୍ରାକୁ ଆସୁଥିବା ଲୋକମାନେ ଯେଭଳି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ଦିଗରେ ଗୁରୁତ୍ୱ ଦେବାକୁ ସହିତ ସିସିଟିଭି ଲଗାଇବାକୁ ଏସିପି ପରାମର୍ଶ ଦେଇଥିଲେ । ହାଡ଼ବାଇ ଯାତ୍ରାପାଇଁ ପୋଲିସ ଫୋର୍ସ ଯୋଗାଇ ଦିଆଯିବା ସହିତ ପ୍ରତ୍ୟେକ ଦିନ ଥାନାର ଆଇଆଇସି ଏବଂ ଅନ୍ୟ କର୍ମଚାରୀଙ୍କୁ ମୁତୟନ କରାଯିବ । ଉକ୍ତ ପ୍ରସ୍ତୁତି ବୈଠକରେ ଗ୍ରାମ୍ୟ କମିଟିର ସଂପାଦକ ସନ୍ତୋଷ କୁମାର ସାମନ୍ତରାୟ ଧନ୍ୟବାଦ ଦେଇଥିଲେ । ସଚିବ ପ୍ରଶାନ୍ତ କୁମାର ମହାପାତ୍ରଙ୍କ ସମେତ ନୂଆଗଡ଼ ଗ୍ରାମ୍ୟ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version