• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 5, 2025
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) :-  ଆସନ୍ତା ୧୩ ଓ ୧୪ ତାରିଖରେ ୭୭ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏଥିନିମନ୍ତେ ପୂର୍ବରୁ ସରକାରଙ୍କ ପକ୍ଷରୁ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏହାକୁ ମହା ଆଡ଼ମ୍ବରରେ ପାଳନ କରିବା ସହ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ୟାରେଡ ଓ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ହୋଇଛି । ବୈଠକ ପ୍ରାରମ୍ଭରେ ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ ସାହୁ ପ୍ରତିଷ୍ଠା ଦିବସ ପାଳନ ସମ୍ପର୍କରେ ଉଚ୍ଚ ସ୍ତରୀୟ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଅବଗତ କରାଇଥିଲେ । ଏହାକୁ କାର‌୍ୟ୍ୟକ୍ଷମ କରିବା ସମ୍ପର୍କରେ ଆଜିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି ।

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କ୍ୟାପିଟାଲ୍ ହାଇସ୍କୁଲ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କେବଳ ବିଭିନ୍ନ ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ୟାରେଡ୍ ଅନୁଷ୍ଠିତ ହେବ । ପ୍ୟାରେଡ୍ ବ୍ୟାଣ୍ଡ ଥିବା ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଏଥିରେ ଯୋଗଦେଇପାରିବେ । ସେହିଭଳି ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଦ୍ୟାର୍ଥୀଙ୍କ ମଧ୍ୟରେ ‘ଆମ ରାଜଧାନୀ’ ପ୍ରସଙ୍ଗ ଉପରେ ନାଚ ଓ ଗୀତକୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏହି ପ୍ରତିଯୋଗିତା ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେବା ସହ ଉକ୍ତ ଦୁଇଦିନ ସନ୍ଧ୍ୟାରେ ଉତ୍କଳ ମଣ୍ଡପଠାରେ ସଭା କାର୍ଯ୍ୟ ଅନୁଷ୍ଠିତ ହେବ । ଏହି ସମସ୍ତ କାର‌୍ୟ୍ୟକ୍ରମରେ ଆଇନଶୃଙ୍ଖଳା, ପାନୀୟ ଜଳ ଏବଂ ଆନୁସଙ୍ଗିକ ବ୍ୟବସ୍ଥା କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହାନ୍ତି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଓ ବେସରକାରୀ, ବାଣିଜ୍ୟକ ପ୍ରତିଷ୍ଠାନ କୋଠା ଗୁଡ଼ିକର ଆଲୋକୀକରଣ ପାଇଁ ମଧ୍ୟ ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୂର୍ବରୁ ଉକ୍ତ ବୈଠକରେ ରାଜଧାନୀ ପ୍ରତିଷ୍ଠା ଦିବସ ଆୟୋଜନ କମିଟିର ଅଧ୍ୟକ୍ଷ ଶ୍ରୀ ପ୍ରଦୋଷ ପଟ୍ଟନାୟକ ଏହି ଦିବସ ପାଳନ ସଂପର୍କରେ ସୂଚନା ଦେଇଥିଲେ । ଏହି ବୈଠକରେ ଭୁବନେଶ୍ୱର ମହାନଗର ନିଗମ ଆସିଷ୍ଟାଣ୍ଟ କମିଶନର ଶ୍ରୀ କେ. ଗଣେଶ, ମାଧ୍ୟମିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ଶ୍ରୀ ହିମାଂଶୁ ଶେଖର ବେହେରା,ଭୁବନେଶ୍ୱର ବ୍ଲକ୍ ଶିକ୍ଷା ଅଧିକାରୀ ଡ. ପ୍ରଜ୍ଞା ପାରମିତା ଜେନା, ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ସାନ୍ଧ୍ୟରାଣୀ ରାଉତ, କ୍ୟାପିଟାଲ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅନୁପମା ମଙ୍ଗରାଜ, ରାଜଧାନୀ ପ୍ରତିଷ୍ଠା ଦିବସ କମିଟିର ଉପାଧ୍ୟକ୍ଷ ଶ୍ରୀ ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସାଧାରଣ ସମ୍ପାଦକ ଶ୍ରୀ ସନତ ମିଶ୍ର, ଶିକ୍ଷକଶିକ୍ଷୟିତ୍ରୀ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026
ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

ଚନ୍ଦନପୁର ୨ ହଜାର ଲିଟର ପୋଚ ୨୦ ଲିଟର ଦେଶୀମଦ ଜବତ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version