• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈଶାଖ ମେଳାକୁ ମିଳୁ କେନ୍ଦ୍ରୀୟ ଅନୁଦାନ : ସାଂସଦ ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
April 6, 2025
in ଓଡ଼ିଶା, ବରଗଡ଼, ହୋମ୍
0
ବୈଶାଖ ମେଳାକୁ ମିଳୁ କେନ୍ଦ୍ରୀୟ ଅନୁଦାନ : ସାଂସଦ ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

ବରଗଡ (ଓଡ଼ିଶା ତାଜା ନ୍ୟୁଜ୍) :- ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ନୃସିଂହନାଥ ମନ୍ଦିରରେ ହେଉଥିବା ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ଦାବି କଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ସାମଜିକ ଓ ପରମ୍ପରା ଦୃଷ୍ଟିରୁ ଏହି ବୈଶାଖ ମେଳା କେବଳ ଓଡ଼ିଶା ନୁହେଁ ପଡ଼ୋଶୀ ରାଜ୍ୟ ଛତିଶଗଡ଼ ପାଇଁ ମଧ୍ୟ ବହୁ ଗୁରୁତ୍ୱ ବହନ କରିଥାଏ । ପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳାରେ ଦୁଇ ରାଜ୍ୟର ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥାନ୍ତି ।

ଆୟୋଜନ କମିଟି ପକ୍ଷରୁ ପ୍ରତିବର୍ଷ ମେଳାରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଥାଏ । ତେଣୁ କେନ୍ଦ୍ର ସରକାର ଏହି ମେଳା ପାଇଁ ପ୍ରତିବର୍ଷ କିଛି ଆର୍ଥିକ ସହାୟତା ଯୋଗାଇଲେ ମେଳା ଆହୁରି ସରସ ସୁନ୍ଦର ହୋଇପାରିବ ବୋଲି କହିଛନ୍ତି ବରଗଡ଼ ସାଂସଦ । ଏହା ସହ ମେଳା ଆୟୋଜନ କିଭଳି ଆହୁରି ସୂଚାରୁରୂପେ ହୋଇପାରିବ ସେନେଇ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ହସ୍ତକ୍ଷେପ କରନ୍ତୁ ବୋଲି ଦାବି କରିଛନ୍ତି ସାଂସଦ ଶ୍ରୀ ପୁରୋହିତ । ଚଳିତବର୍ଷ ମେ ୭ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଓ ବୈଶାଖ ମେଳା ମହାସମାରୋହରେ ଆୟୋଜନ କରାଯାଉଛି ।

ଦୀର୍ଘ ୫ ଦିନ ଧରି ମହାଆଡ଼ମ୍ବରରେ ଏହି ମେଳା ଆଧ୍ୟାତ୍ମିକ ପରିବେଶରେ ଆୟୋଜନ କରାଯାଉଛି । ପ୍ରଭୁ ନୃସିଂହନାଥଙ୍କ ନିକଟରେ ପୂଜା କଲେ ସବୁ ମନୋସ୍କାମନା ପୂରଣ ହୁଏ ବୋଲି ବହୁ କାଳରୁ ଲୋକଙ୍କ ବିଶ୍ୱାସ ରହିଛି । ସ୍ଥାନୀୟ ଲୋକଙ୍କ ଆସ୍ଥା ଓ ଭାବାବେଗ ସହ ଜଡ଼ିତ ହୋଇ ରହି ଆସିଛି ପ୍ରଭୁଙ୍କ ବୈଶାଖ ମେଳା । ସେଥିପାଇଁ ବୈଶାଖ ମେଳାରେ ବହୁ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ହେଲେ କେନ୍ଦ୍ର ସରକାର ଏଥିପାଇଁ କୌଣସି ଅନୁଦାନ ଦିଏ ନାହିଁ । ବରଗଡ଼ ସାଂସଦ ପ୍ରଥମ ଥର ସାଂସଦ ହେବା ପରେ ଏହି ବୈଶାଖ ମେଳା ପାଇଁ କେନ୍ଦ୍ରୀୟ ଅନୁଦାନ ପାଇଁ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ନିକଟରେ ଦାବି ଉପସ୍ଥାପନା କରିଛନ୍ତି ।

ବରଗଡ଼ ଜିଲ୍ଲାର ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ନୃସିଂହନାଥ ପୌରାଣିକ ମନ୍ଦିର ଅବସ୍ଥାପିତ । ଏହା ତ୍ରୟୋଦେଶ ଶତାବ୍ଦୀରେ ନିର୍ମିତ ବୈଷ୍ଣବ ମନ୍ଦିର । ଯେଉଁଠାରେ ଭଗବାନ ନୃସିଂହ ବିରାଡ଼ି ବା ମାର୍ଜାର ରୂପେ ପୂପେ ପାଉଛନ୍ତି । ପାଟଣାଗଡ଼ ରାଜା ବୈଜଳ ସିଂହ ଦେବ ୧୩୧୩ ରେ ଏହି ମନ୍ଦିର ନିର୍ମାଣ କରିଥିଲେ । ୪୫ ଫୁଟ ଉଚ୍ଚ ଓ ଏହାର ଦୁଇଟି ଭାଗ ରହିଛି । ପ୍ରଥମଟିରେ ନୃସିଂହନାଥ ବିଗ୍ରହ ପୂଜା ପାଉଥିବା ବେଳେ ଅନ୍ୟଟିରେ ଜଗମୋହନ ପୂଜା ପାଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version