• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଆ ରେ ନାମଫଳକ ଅଭିଯାନ ରଥର ଶୁଭାରମ୍ଭ ହୋଇଥିଲା

Proprietor Abhimanyu Maharana by Proprietor Abhimanyu Maharana
April 9, 2025
in ଓଡ଼ିଶା, ପୁରୀ, ହୋମ୍
0
ଓଡ଼ିଆ ରେ ନାମଫଳକ ଅଭିଯାନ ରଥର ଶୁଭାରମ୍ଭ ହୋଇଥିଲା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍)  :- ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ୪ ର୍ଥ ଦିନରେ ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ଏହି ଅବସରରେ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଜିଲ୍ଲାପାଳ ଙ୍କ କାର୍ଯ୍ଯାଳୟ ପରିସରରୁ ଏହି ସଚେତନତା ରଥର ଶୁଭାରମ୍ଭ କରି ଆମ ଓଡ଼ିଆ ପରମ୍ପରା ଓ ଐତିହ୍ୟ ଅତ୍ୟନ୍ତ ଗୌରବମୟ ।

ଓଡ଼ିଆ ଭାଷା ଏକ ମଧୁର ଓ ସୁନ୍ଦର ଭାଷା । ଏହାର ପ୍ରଚାର ପ୍ରସାର ଆମ ସମସ୍ତଙ୍କ ଦାୟିତ୍ୱ । ସମସ୍ତ ସରକାରୀ କାର୍ଯ୍ୟାଳୟ, ବ୍ୟବସାୟ ପ୍ରତିଷ୍ଠାନ ର ନାମ ଫଳକର ସର୍ବାଗ୍ରେ ଓଡ଼ିଆ ରହିବା ବିଧେୟ । ଏହାର ଉଲ୍ଲଘଂନ କ୍ଷେତ୍ରରେ କାର୍ଯ୍ୟାନୁଷ୍ଠାନ ନେବା ସହ ସମସ୍ତଙ୍କୁ ଏ ସମ୍ପର୍କରେ ସଚେତନ କରାଇବାକୁ ଶ୍ରୀ ବେହେରା ଡିଭିଜନାଲ ଶ୍ରମ ଆୟୁକ୍ତ ବା ଡିଏଲସି ଙ୍କୁ ପରାମର୍ଶ ଦେଇଥିଲେ । ଏହି ରଥ ସହର ପରିକ୍ରମା କରିବା ସହ ଓଡ଼ିଆ ଭାଷା ବ୍ୟବହାର ସମ୍ପର୍କରେ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ସମସ୍ତଙ୍କୁ ସଚେତନ କରାଇବେ ବୋଲି ଜଣାଯାଇଛି ।

ଅନ୍ୟ ମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମ ରେ ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଡିଏଲସି ଚୌଧୁରୀ  ସୁବ୍ରତ କୁମାର ଜେନା, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ ଅନ୍ୟାନ୍ୟ ଅଧିକାରୀ,ଏଏଲଓ ପ୍ରିୟଙ୍କା ପ୍ରିୟଦର୍ଶିନୀ, ବିକ୍ରମ କେଶରୀ ପ୍ରଧାନ, ଶ୍ରମ କାର୍ଯ୍ୟାଳୟ ର କର୍ମଚାରୀ ଓ ବିଭିନ୍ନ ଶ୍ରମ ଅନୁଷ୍ଠାନ ର କର୍ମକର୍ତ୍ତା ଓ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ । ପରେ ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ବାଣିଜ୍ୟିକ ପ୍ରତିଷ୍ଠାନ ର କର୍ମକର୍ତ୍ତା ଙ୍କୁ ସଚେତନ କରାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version