• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଗଙ୍ଗାଧର ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧବାର୍ଷିକୀ

Proprietor Abhimanyu Maharana by Proprietor Abhimanyu Maharana
April 9, 2025
in ଓଡ଼ିଶା, ପୁରୀ, ହୋମ୍
0
ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଗଙ୍ଗାଧର ମହାପାତ୍ରଙ୍କ ୧୯ତମ ଶ୍ରାଦ୍ଧବାର୍ଷିକୀ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍)  :-  ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଶାର ଜନପ୍ରିୟ ନେତା, ପ୍ରଖ୍ୟାତ ଆଇନଜୀବୀ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଗଙ୍ଗାଧର ମହାପାତ୍ରଙ୍କ ଊନବିଂଶତମ ଶ୍ରାଦ୍ଧବାର୍ଷିକୀ ସ୍ଥାନୀୟ ଗାନ୍ଧୀ ସ୍ମୃତି ପୀଠ ସଭାଗୃହରେ ଠାରେ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଙ୍ଗାଧର ମହାପାତ୍ର ସ୍ମୃତି କମିଟିର ସଭାପତି ଡକ୍ଟର ନୀଳକଣ୍ଠ ପତି ଅଧ୍ୟକ୍ଷତା କରିଥିଲେ । ଏହି ଉତ୍ସବରେ ସୁଶ୍ରୀ ପ୍ରତିମା ପଣ୍ଡା, ଅବସରପ୍ରାପ୍ତ ଜିଲ୍ଲା ଜଜ୍ ତଥା ଅଧ୍ୟକ୍ଷା ସ୍ଥାୟୀ ଲୋକ ଅଦାଲତର ସୁଶ୍ରୀ ପ୍ରତିମା ପଣ୍ଡା ଉଦଘାଟନ କରିଥିଲେ ।

ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ସ୍ୱର୍ଗତ ଗଙ୍ଗାଧର ମହାପାତ୍ରଙ୍କ ଜୀବନୀ ଓ ଆଦର୍ଶ ବିଷୟରେ ଆଲୋକପାତ କରିଥିଲେ । ପ୍ରତିବର୍ଷ ପରି ଚଳିତବର୍ଷ ଗଙ୍ଗାଧର ମହାପାତ୍ର ଆଇନ ମହାବିଦ୍ୟାଳୟର ଶ୍ରେଷ୍ଠ ସ୍ନାତକ ୨୦୨୪ ରାଫତ୍ ସାହିନ୍ ଙ୍କୁ ସ୍ମୃତି କମିଟି ପକ୍ଷରୁ ସମ୍ମାନିତ କରାଯାଇଥିଲା । ଏହି ଉତ୍ସବରେ ରୂପରଞ୍ଜନ ତ୍ରିପାଠୀ, ଡକ୍ଟର ହେମନ୍ତ କୁମାର ଛୋଟରାୟ, ପ୍ରବାସିନୀ ମିଶ୍ର, ଚନ୍ଦ୍ରଶେଖର ମହାରାଣା, ସୀତା ବଲ୍ଲଭ ମହାପାତ୍ର, ରମା ବଲ୍ଲଭ ମହାପାତ୍ର, ଜାନକୀ ବଲ୍ଲଭ ମହାପାତ୍ର, ଲକ୍ଷ୍ମୀବଲ୍ଲଭ ମହାପାତ୍ର, ପୁଷ୍କର ମହାପାତ୍ର,

ଶିବପ୍ରସାଦ ମିଶ୍ର, ଗୈାରହରି ପ୍ରଧାନ, ବୀରେନ୍ଦ୍ର ଭୂଷଣ ହୋତା, ସତ୍ୟବ୍ରତ ରଥ, ନଳିନୀକାନ୍ତ ନାୟକ, ଲାଲା ଅନନ୍ତ କୁମାର ସିଂହ, ମନ୍ଦାକିନୀ ଆଚାର୍ଯ୍ୟ, ସୂର୍ଯ୍ୟନାରାୟଣ ରଥ, ଗଙ୍ଗାଧର ଦାଶ, ରୋହିତ ମହାପାତ୍ର, ରଜତ ସାହିନ୍, ଦିଲ୍ଲୀପ କୁମାର ସାମନ୍ତରାୟ, ଅଶୋକ କୁମାର ରଥ, ଶକ୍ତି ପ୍ରସାଦ ପଟ୍ଟନାୟକ, ମହମ୍ମଦ ସାହେବ, ଲକ୍ଷ୍ମୀଧର ଜେନା, ବିଜୟ କୁମାର ମହାନ୍ତି, ବ୍ୟୋମକେଶ ଚିହ୍ନରା, ପୂର୍ଣଚନ୍ଦ୍ର ସାମନ୍ତ, ରୀତେଶ ମହାପାତ୍ର, ରବିନାରାୟଣ ମହାନ୍ତି, ରାଧାକାନ୍ତ ଦାଶ, ସୁବାସ ଚନ୍ଦ୍ର ମହାପାତ୍ର , ପୁରୀ ବାର ଆସୋସିଏସନ୍ ର ସମ୍ପାଦକ ଶରତଚନ୍ଦ୍ର ରାୟଗୁରୁ, ମିନତି ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

ଶେଷରେ ବୀରେନ୍ଦ୍ର ଭୂଷଣ ହୋତା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରତିବର୍ଷ ପରି ଗଙ୍ଗାଧର ମହାପାତ୍ରଙ୍କ ଜନ୍ମସ୍ଥାନ ବିଶ୍ୱନାଥପୁର ଠାରେ ସ୍ଥାପିତ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ଓ ଗୋପୀନାଥ ଦେବଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଗୋପୀନାଥ ଦେବ ନୋଡାଲ ବିଦ୍ୟାପୀଠରେ ଅନୁଷ୍ଠାନ ପକ୍ଷରୁ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ବିଦ୍ୟାପୀଠ ଉତ୍ସବରେ ଶିକ୍ଷାବିତ ରାଧାକାନ୍ତ ଦାଶ, ସୀତା ବଲ୍ଲଭ ମହାପାତ୍ର, ଜାନକୀ ବଲ୍ଲଭ ମହାପାତ୍ର, ବାସୁଦେବ ସାହୁ, ବିପିନ ବିହାରୀ ଦଳାଇ, ଆଇନଜୀବୀ ପୁଷ୍କର ମହାପାତ୍ର, ବିଦ୍ୟାପୀଠରେ ପ୍ରଧାନ ଶିକ୍ଷକ ଏବଂ ସମସ୍ତ ସହକର୍ମୀ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version