• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିରରେ ମହିଳା ସାମ୍ୱାଦିକାଙ୍କୁ ସେବାୟତଙ୍କ ଆକ୍ରମଣର ପ୍ରତିବାଦ – ଗିରଫ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
April 10, 2025
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
ଶ୍ରୀମନ୍ଦିରରେ ମହିଳା ସାମ୍ୱାଦିକାଙ୍କୁ ସେବାୟତଙ୍କ ଆକ୍ରମଣର ପ୍ରତିବାଦ – ଗିରଫ ଦାବୀ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍)  :- ରାଷ୍ଟ୍ରୀୟ ପତ୍ରକାର ସଂଘ, ନୂଆ ଦିଲ୍ଲୀ ର ଓଡ଼ିଶା ଶାଖା ପକ୍ଷରୁ ବିଗତ ଦୁଇଦିନ ପୂର୍ବରୁ ପୁରୀ ଶ୍ରୀମନ୍ଦିରରେ “ବଡ଼ ଖବର”ର ମହିଳା ସାମ୍ବାଦିକାଙ୍କୁ ମନ୍ଦିର ପରିସର ରେ ସେବାୟତମାନେ ଆକ୍ରମଣ କରିଥିବା ଏବଂ ଏତଲା ଦାଏର ହେବା ପରେ ମଧ୍ୟ ପୁରୀ ପୋଲିସ୍ ନୀରବ ରହିବା ଘଟଣା କୁ ନେଇ ଆଜି ରାଷ୍ଟ୍ରୀୟ ପତ୍ରକାର ସଂଘ, ଓଡ଼ିଶା ଶାଖାର ରାଜ୍ୟ ସଭାପତି ଶ୍ରୀ ସଞ୍ଜୟ କୁମାର ଶତପଥୀଙ୍କ ନେତୃତ୍ବରେ ଏକ ୧୦ ଜଣିଆ କାର୍ଯ୍ୟରତ ସାମ୍ବାଦିକ ଦଳ କଟକର ବକ୍ସିବଜାର ସ୍ଥିତ ଓଡ଼ିଶା ପୋଲିସ୍ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟକୁ ଯାଇ ମାନନୀୟ ମହାନିର୍ଦ୍ଦେଶକଙ୍କ ଅନୁପସ୍ଥିତିରେ ମାନନୀୟ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ସୈ।ମେନ୍ଦ୍ର ପ୍ରିୟଦର୍ଶି (ଭା.ପୋ.ସେ) ଙ୍କୁ ସାକ୍ଷାତ କରିବା ସହ ଏହି ଘଟଣାର ତଦନ୍ତ କରି ସାମ୍ବାଦିକା ତଥା ବିଶେଷକରି ମହିଳା ଆକ୍ରମଣକାରୀ ସେବାୟତଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି।

ମାନନୀୟ ଅତିରିକ୍ତ ମହାନିର୍ଦ୍ଦେଶକ ଏହି ଦାବୀପତ୍ର ବିଷୟରେ ପ୍ରତିନିଧି ମଣ୍ଡଳୀଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ପରେ ଏହି ଘଟଣା ବିଷୟରେ ବିହିତ ପଦକ୍ଷେପ ନେବେ ବୋଲି ପ୍ରତିଶୃତି ଦେଇଥିଲେ। ସାମ୍ବାଦିକମାନଙ୍କ ପ୍ରଶ୍ନ ର ଉତ୍ତର ରେ ସଂଘ ର ସଭାପତି ଶ୍ରୀ ଶତପଥୀ ଓଡ଼ିଶାରେ ସାମ୍ବାଦିକ ମାନଙ୍କୁ ଆକ୍ରମଣ ବଢ଼ିଚାଲିଛି କିନ୍ତୁ ସାମ୍ବାଦିକ ସୁରକ୍ଷା ଲାଗି ରାଜନୈତିକ, ପ୍ରଶାସନ ବା ପୋଲିସ୍ ପକ୍ଷରୁ କୌଣସି ପ୍ରସ୍ତାବ ହିଁ ନାହିଁ। ଏହାହିଁ ପରିତାପର ବିଷୟ। ଯଦି ଆଗକୁ କୈାଣସି ସାମ୍ବାଦିକ ଆକ୍ରମଣର ଶିକାର ହୁଅନ୍ତି ତେବେ ରାଷ୍ଟ୍ରୀୟ ପତ୍ରକାର ସଂଘ ଏହାର ଉତ୍ତରରେ ଓଡ଼ିଶା ପୋଲିସ୍ ମହାନିର୍ଦ୍ଦେଶକ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ହିଁ ଦେବ।

ବରିଷ୍ଠ ସଦସ୍ୟ ଶ୍ରୀ ପ୍ରିୟବ୍ରତ ପଟ୍ଟନାୟକ ସମସ୍ତ ଙ୍କ ଦୁଃଖ ଦୁର୍ଦ୍ଦଶା କୁ ସମାଧାନ କରିବା ଲାଗି ଅହୋରାତ୍ର କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଆକ୍ରମଣ ର ବିକଳ୍ପ ସରକାର କରିବା ସହ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ କରିବାକୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ଶ୍ରୀ ଜିତେନ୍ଦ୍ର କୁମାର ପଣ୍ଡା, ପୃଷ୍ଠଭୂମି, ଶ୍ରୀ ପ୍ରିୟବ୍ରତ ପଟ୍ଟନାୟକ,ବଡ଼ ଖବର, ଶ୍ରୀ ନିରଞ୍ଜନ ଆଚାର୍ଯ୍ୟ, କାମୟାବ୍, ଶ୍ରୀ କମଲ କୁମାର ନାୟକ,ଭଞ୍ଜଦୁତ, ଶ୍ରୀ ଦୁର୍ଲଭ ମହାରଣା,ବସୁଧା, ଶ୍ରୀ ପ୍ରଦୀପ୍ତ କୁମାର ଘଡେ଼ଇ, ସକାଳ ସାଥୀ, ଶ୍ରୀ ସଉଟୀ ସାଗର,ଆଇ.ନ୍ଯୂଜ୍, ଶ୍ରୀ ସଞ୍ଜିବ କୁମାର ସିଂ, ବାସ୍ତବ ଟିଭି,ଓ ଅନ୍ଯ ସାମ୍ବାଦିକମାନେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମ ରେ ଶାନ୍ତି ଶୃଙ୍ଖଳା, ସୁରକ୍ଷା ଓ ସାମ୍ବାଦିକମାନଙ୍କୁ ସାହାଯ୍ୟ ଲାଗି କ୍ଯାଣ୍ଟନମେଣ୍ଟ ଥାନା ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version