• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମନାଗୁଡାରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 15, 2025
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାମନାଗୁଡାରେ ଯୁବ ଲେଖକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ରାୟଗଡା ଜିଲ୍ଲା ରାମନାଗୁଡାସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ “ଯୁବ ଲେଖକ ସମ୍ମିଳନୀ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମିଳନୀ ରେ ରାମନାଗୁଡ଼ା ତହସିଲଦାର ତଥା ସୁସାହିତ୍ୟିକ ଶ୍ରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭାଷା ସାହିତ୍ୟ ପାଇଁ ସମସ୍ତେ ଅନୁପ୍ରାଣିତ ହେବା ନିମନ୍ତେ ନିଜ ଅଭିଭାଷଣରେ କହିଥିଲେ।

ଅନ୍ୟତମ ସମ୍ମା ନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ବୟ ଶ୍ରୀ ଦାମୋଦର ହିମିରିକା ଶ୍ରୀ ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ ମଞ୍ଚାସିନ ହୋଇଥିଲେ ତଥା ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ସୁଜନ ମଲ୍ଲିକ ଓ ସଭାପତି ଭାବେ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିକ୍ଷକ ଶ୍ରୀ ଗୌରୀ ପ୍ରସାଦ ପଣ୍ଡା ତଥା ନିମନ୍ତ୍ରିତ ଅତିଥି ଭାବେ ଯୁବ ଗାଳ୍ପିକ ଶ୍ରୀ ବିମଳା ଦାସ ଓ ଯୁବ କବି ନୀଳ ମାଧବ ପାଣିଗ୍ରାହୀ ମଞ୍ଚାସିନ ହୋଇଥିଲେ। ଅତିଥି ମାନେ ପ୍ରଥମେ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ଦୀପ ପ୍ରଜ୍ବଳନ କରି ନିଜ ନିଜର ଅଭିଭାଷଣ ପ୍ରଦାନ କରିଥିଲେ।

ସୁସା ହିତ୍ୟକ ଶ୍ରୀ ରମେଶ ମିଶ୍ର, ଶ୍ରୀ ଦୁର୍ଗା ପ୍ରସାଦ ଶତପଥୀ, ଶ୍ରୀ ତ୍ରିଲୋଚନ ପ୍ରଧାନ ଆଞ୍ଚଳିକ ଭାଷା ତଥା ଭାଷାର ଉନ୍ନତିରେ ସାହିତ୍ୟରେ ଭୂମିକା ଉପରେ ସୁନ୍ଦର ମତ ରଖିଥିଲେ। ଶିକ୍ଷକ ଶ୍ରୀ ଅଶ୍ଵିନୀ କୁମାର ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେତଥା ମଞ୍ଚ ପରିଚାଳନା କରିଥିଲେ। ଏହି ସମ୍ମିଳନୀ ରେ ରାମନାଗୁଡା ଆଦର୍ଶ ବିଦ୍ୟାଳୟ, ମାଧ୍ୟମିକ ଉଚ୍ଚ ବିଦ୍ୟାଳୟ ର ଅଧ୍ୟାପିକା ଦ୍ବୟ ନିଜର ମତ ପ୍ରଦାନ କରି ଥିଲେ। ଅତିଥି ମାନଙ୍କୁ ସମ୍ମାନିତ କରାଯାଇଥିଲା। ରାମନାଗୁଡ଼ା ବ୍ଲକର ପ୍ରାଥମିକ ବିଦ୍ୟାଳୟ, ମାଧ୍ୟମିକ, ଉଚ୍ଚ ବିଦ୍ୟାଳୟ ର ଶିକ୍ଷକ ମାନେ ଉପସ୍ଥିତ ଥିଲେ। ଶେଷରେ ଶ୍ରୀ ରମେଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ଲାଞ୍ଜିଗଡ଼ରେ କମ୍ପାନୀର ସଖୀ ଏସ୍ଏଚ୍‍ଜି ଉଦ୍ୟମରେ ଏହି ପଦକ୍ଷେପ ନିଆଯାଇଛି

October 10, 2026

Dr. Ashok Kumar Mittal Brings Together Leaders, Faith Traditions, Country Ambassadors and Sporting Champions at ‘Seva Sankalp – Rashtranirman Ke 25 Saal’

ତାଲୁକ୍ ଆଇନ୍ ସେବା କମିଟି, ରଣପୁର ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ଲାଞ୍ଜିଗଡ଼ରେ କମ୍ପାନୀର ସଖୀ ଏସ୍ଏଚ୍‍ଜି ଉଦ୍ୟମରେ ଏହି ପଦକ୍ଷେପ ନିଆଯାଇଛି

October 10, 2026
Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

Vedanta Aluminium Empowers 100+ SHG Women with Ragi-Based Entrepreneurial Avenues in Lanjigada

October 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version