• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାମନାଗୁଡା ବ୍ଲକ ରେ ଆୟୁଷ୍ମାନ ଯୋଜନାର ସୁଭାରମ୍ବ

Proprietor Abhimanyu Maharana by Proprietor Abhimanyu Maharana
April 15, 2025
in ଓଡ଼ିଶା, ହୋମ୍
0
ରାମନାଗୁଡା ବ୍ଲକ ରେ ଆୟୁଷ୍ମାନ ଯୋଜନାର ସୁଭାରମ୍ବ
Share on FacebookShare on TwitterWhatsapp

ରାମନାଗୁଡା (ଓଡ଼ିଶା ତାଜା ନ୍ୟୁଜ୍) :- ଶୁକ୍ରବାର ଠାରୁ ରାଜ୍ୟରେ କାର୍ଯ୍ୟକାରୀ ହୋଇଛି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ଼ା ଯୋଗ ଦେଇ ସୁଭାରମ୍ବ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ,କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ,

ଉପ ମୁଖ୍ୟମନ୍ତ୍ରୀ କେବି ସିଂ ଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା,ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଳିଙ୍ଗ, କଟକ ସାଂସଦ ଭର୍ତ୍ତୁହରି ମହତାବ, କେନ୍ଦ୍ରାପଡ଼ା ସାଂସଦ ବୈଜନ୍ତ ପଣ୍ଡାଙ୍କ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀ ର ବିଧାୟକ ,କଟକ ଜିଲାପାଳ, ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନା ର ସୁଭାରମ୍ବ କରିଥିବା ବେଳେ ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ଅନ୍ତର୍ଗତ ସୁଣ୍ଡିଧାମୁଣି ପଂଚାୟତ ଅଧୀନରେ ଥିବା ରୁଗୁଡୁବାଇ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଉକ୍ତ ଯୋଜନା ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ସେହିପରି ଉକାମ୍ବା ପଞ୍ଚାୟତ ର ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆୟୁଷ୍ମାନ ଯୋଜନା ର ସୁଭାରମ୍ବ ହୋଇ ଯାଇଛି। ଏହା ଦ୍ଵାରା ରାଜ୍ୟର ସାଢ଼େ ୩ କୋଟିରୁ ଅଧ‌ିକ ଲୋକ ଉପକୃତ ହେବେ । ୨୯ ହଜାରରୁ ଅଧିକ ସରକାର ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଲୋକଙ୍କୁ ଦେୟମୁକ୍ତ ଚିକିତ୍ସା ସୁବିଧା ମିଳିବ । ପ୍ରତି ପରିବାରର ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ସହ ୭୦ବର୍ଷ ବୟସରୁ ଅଧିକ ବୟସ୍କଙ୍କୁ ମାଗଣା ଚିକିତ୍ସା ସେବା ଯୋଗାଇ ଦେବେ ରାଜ୍ୟ ସରକାର ।

ସାଧାରଣ ଜନସେବା କେନ୍ଦ୍ର ଗୁଡିକ ସମ୍ପୃକ୍ତ ଅଞ୍ଚଳର ଆଶାକର୍ମୀ କିମ୍ବା ବହୁମୁଖୀ ଜନ ସ୍ୱାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ହିତାଧୂକାରୀମାନଙ୍କୁ କାର୍ଡ଼ ବଣ୍ଟନ କରାଯିବ । କାର୍ଡ଼ ବଣ୍ଟନର ତାରିଖ ଆଗୁଆ ଜଣାଇ ଦିଆଯିବ । ଆଗାମୀ ଦୁଇ ତିନି ମାସ ମଧ୍ୟରେ ଲୋକଙ୍କୁ ନୂତନ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କାର୍ଯ୍ୟ ଶେଷ କରିବାକୁ ସରକାର ନିଷ୍ପରି ନେଇଛନ୍ତି । ଆୟୁଷ୍ମାନ ଯୋଜନା କାର୍ଯ୍ୟକ୍ରମ ସୁଭାରମ୍ବ ର ପରିଶେଷରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ଙ୍କ ଦ୍ଵାରା ଚେତନା ରଥକୁ ପତାକା ଦେଖାଇ ସୁଭାରମ୍ବ କରିଥିଲେ।

ଏହି ଚେତନା ରଥ ଟି ରାମନାଗୁଡା ବ୍ଲକ ର ୧୨ ଗୋଟି ପଞ୍ଚାୟତ ଅଧୀନରେ ଥିବା ସମସ୍ତ ଗ୍ରାମ କୁ ପହଞ୍ଚି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିବ ବୋଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମଣ୍ଡଳ ମତ ପ୍ରକାଶ କରିଛନ୍ତି । ଏହି ଭଳି ରାମନାଗୁଡା ବ୍ଲକ ରେ ପ୍ରଥମ ପର୍ଯ୍ୟାୟରେ ୨୩୪୦୬ ଜଣ ହିତାଧିକାରୀଙ୍କୁ ଏହି ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବାକୁ ବ୍ୟବସ୍ଥା କରାଯାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟରେ ଆଉ ବଳକା କାର୍ଡ ଗୁଡିକ KYC କରି ଆଶାକର୍ମୀ ମାନଙ୍କ ଜରିଆରେ ଏହି କାର୍ଡ ହିତାଧିକାରୀଙ୍କୁ ପ୍ରଦାନ କରା‌ଯିବ ବୋଲି ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଅଭିଷେକ ପଟନାୟକ କହିଛନ୍ତି ।

ଏହି କାର୍ଯ୍ୟକ୍ରମ ରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଏ ସାନମୁଖା ପାତ୍ର,ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ମିଶ୍ର, ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଅଭିଷେକ ପଟନାୟକ,ଆୟୁଷ ଡାକ୍ତର ଡ:ପ୍ରଭାତ କୁମାର ଦାଶ, ଡ: ଭାଗବତ ପ୍ରସାଦ ପାଢ଼ୀ,,ସ୍ୱାସ୍ଥ୍ୟ ନିରୀକ୍ଷକ ହରିହର ହାଲୁଆ,ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଅଞ୍ଜଳି ମହାପାତ୍ର, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୁସ୍ମିତା ରଥ,

ଜନ ସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସଙ୍ଘମିତ୍ରା ମହାପାତ୍ର,ବିପିଏମ ଏସ. କମଳା କର ରାଓ,ସୁଣ୍ଡିଧାମୁଣି ସରପଞ୍ଚ ଭାସ୍କର କାଡ୍ରାକା, ସମିତି ସଭ୍ୟ କମଳ ଲୋଚନ ମୁଟିକା,ମଣ୍ଡଳ ସଭାପତି ଶ୍ରୀନିବାସ ପଣ୍ଡା, ମଣ୍ଡଳ ପ୍ରତିନିଧି ଶିବ ପ୍ରସାଦ ବ୍ରହ୍ମା, ବରିଷ୍ଠ ଭାଜପା କର୍ମୀ ନରସିଂହ ମାଣ୍ଡାଙ୍ଗି, ଚିନ୍ନା କଣ୍ଡାଗରୀ, ଆଶିଷ କୁମାର ବେହେରା, ରଘୁନାଥ ସାମଲ, ସଂଜୀବ ଦାଶ, ସୁଧୀର ମିଶାଲ,ଙ୍କ ସମେତ ସମସ୍ତ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ,ଏମ୍ବିକେ, ସିଆରପି, ଆଶାକର୍ମୀ ଏଏନଏମ୍, ପୁରୁଷ ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡି କର୍ମୀ,ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

MALABARGOLD & DIAMONDS LAUNCHES ARTISTRY SHOW AT BHUBANESWAR SOUBHAGYA NAGAR STORE

September 22, 2026
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

Karishma from Odisha AM/NS India Gymanstics High Performance Centre wins silver at Pharaohs Cup 2026

September 22, 2026
ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

ଫାରୋସ୍ କପ୍ ୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆ ଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ୍ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version