• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“ଲୋକକଳା ପାଇଁ ଦିନଟିଏ ” ବାଲିଗୁଡା ଅଞ୍ଚଳର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନାଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
April 16, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
“ଲୋକକଳା ପାଇଁ ଦିନଟିଏ ” ବାଲିଗୁଡା ଅଞ୍ଚଳର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନାଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ବାଲିଗୁଡା  (ଓଡ଼ିଶା ତାଜା ନ୍ୟୁଜ୍) :-  ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ,

ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ପଦ୍ମଶ୍ରୀ ଶ୍ରୀମତୀ ପୂର୍ଣ୍ଣମାସି ଯାନୀ, ଖଜୁରୀପଡା ବ୍ଳକ ଅଧକ୍ଷl ଅନିମା କହଁର, ବିଡ଼ିଓ ଶୁଭ ଦତ୍ତାତ୍ରୟ ବାହିନୀପତି, ଜ଼ିଲ୍ଲାପରିଷଦ ସଭ୍ୟ ଶ୍ରୀମତୀ ଉର୍ବଶୀ ଡିଗାଲ ଙ୍କ ସମେତ ବ୍ଳକ ର ସମସ୍ତ ସରପଞ୍ଚ ସମିତି ସଭ୍ୟ ଯୋଗଦେଇ ଦେଇ ସରକାରଙ୍କ ଯୋଜନାକୁ ଉଚ୍ଚ ପ୍ରଶଂସା କରିଥିଲେ ।

ସଭାକାର୍ଯ୍ୟ ପ୍ରାରମ୍ଭ ରେ ଆମନ୍ତ୍ରିତ ଅତିଥି ଗଣ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l ଏହି ଅବସରରେ ଜ଼ିଲ୍ଲାର ବହୁ ବିଶିଷ୍ଟ କଳାକାର ଙ୍କୁ ସମ୍ମାନିତ କରାଯାଇଥିଲା l ଏହି ସମ୍ମାନିତ ମଧ୍ୟରେ ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସଂlସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ର ସମ୍ପାଦକ, ନାଟ୍ୟକାର, ତଥା ଅଭିନେତା ପ୍ରମୋଦ କୁମାର ଦଣ୍ଡସେନାଙ୍କୁ ନିଜର କଳା ନୈପୁଣ ପାଇଁ ଅତିଥି ଗଣ ସମ୍ବର୍ଦ୍ଧନା ସହ ମାନପତ୍ର ପ୍ରଦାନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖାଦ୍ୟ ସୁରକ୍ଷା ଯାଞ୍ଚ ପ୍ରକ୍ରିୟା ତ୍ବରାନ୍ବିତ

ଖାଦ୍ୟ ସୁରକ୍ଷା ଯାଞ୍ଚ ପ୍ରକ୍ରିୟା ତ୍ବରାନ୍ବିତ

July 11, 2026
Sadhguru’s Isha Gramotsavam 2026 to Bring Together Over 7,000 Participants Across Odisha

ସଦ୍ଗୁରୁଙ୍କ ଈଶା ଗ୍ରାମୋତ୍ସବମ୍ 2026 ଏକାଠି ହେବେ ସମଗ୍ର ଓଡ଼ିଶାର 7000ରୁ ଅଧିକ ପ୍ରତିଯୋଗୀ

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

ରବି ଋତୁରେ ମାଗଣା ବିହନ ଯୋଗାଇବା ପାଇଁ ରାଜ୍ୟ ସରକାରଙ୍କୁ ପୋଷ୍ଟ କାର୍ଡ଼ ମାଧ୍ୟମରେ ଅନୁରୋଧ

July 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖାଦ୍ୟ ସୁରକ୍ଷା ଯାଞ୍ଚ ପ୍ରକ୍ରିୟା ତ୍ବରାନ୍ବିତ

ଖାଦ୍ୟ ସୁରକ୍ଷା ଯାଞ୍ଚ ପ୍ରକ୍ରିୟା ତ୍ବରାନ୍ବିତ

July 11, 2026
Sadhguru’s Isha Gramotsavam 2026 to Bring Together Over 7,000 Participants Across Odisha

ସଦ୍ଗୁରୁଙ୍କ ଈଶା ଗ୍ରାମୋତ୍ସବମ୍ 2026 ଏକାଠି ହେବେ ସମଗ୍ର ଓଡ଼ିଶାର 7000ରୁ ଅଧିକ ପ୍ରତିଯୋଗୀ

July 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version