• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ମହାବିଷୁବ ସଂକ୍ରାନ୍ତି ଓ ଶ୍ରୀହନୁମାନ ଜୟନ୍ତୀ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
April 16, 2025
in ଓଡ଼ିଶା, କନ୍ଧମାଳ, ହୋମ୍
0
ଶ୍ରୀରାମ ମନ୍ଦିର,ବାନ୍ଧନଘୋରରେ ମହାବିଷୁବ ସଂକ୍ରାନ୍ତି ଓ ଶ୍ରୀହନୁମାନ ଜୟନ୍ତୀ ଉତ୍ସବ ପାଳିତ
Share on FacebookShare on TwitterWhatsapp

ବଲାଙ୍ଗୀର (ଓଡ଼ିଶା ତାଜା ନ୍ୟୁଜ୍) :- ପବିତ୍ର ମହା ବିଷୁବ ସଂକ୍ରାନ୍ତି,ଶ୍ରୀହନୁମାନ ଜୟନ୍ତୀ ତଥା ଓଡ଼ିଆ ନବ ବର୍ଷ  ଅବସରରେ ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ପରିସରରେ  ଶ୍ରୀହନୁମାନ ଜୟନ୍ତୀ  ଉତ୍ସବ ତଥା ପଣା ବଣ୍ଟନ ମହା ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି । ଶ୍ରୀରାମ ନବମୀ ଠାରୁ ନଅ ଦିନ ବ୍ୟାପି ଅନୁଷ୍ଠିତ ହୋଇଥବା ଉତ୍ସବ ଆଜି ସମାପ୍ତ ହୋଇଛି । ଏହି ଉପଲକ୍ଷେ ସୁନ୍ଦରା କାଣ୍ଡ  ଗାୟନ କରିଥିଲେ ଇତିଶ୍ରୀ ମିଶ୍ର ।

ସହଯୋଗ କରିଥିଲେ ଦୀପ୍ତିମୟୀ ମିଶ୍ର । ଶ୍ରୀରାମ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟ , ଶ୍ରୀରାମ ସେବା ସମିତି ତଥା ହରି ଓମ ବୋର ୱେଲ ତରଫରୁ ପଣା ବଣ୍ଟନ କରାଯାଇଥିଲା ।ଏହି ଉତ୍ସବରେ ଆଖପାଖ ଗ୍ରାମର ଶତାଧିକ ଲୋକ ଅଂଶ ଗ୍ରହଣ କରିଥିଲେ । କର୍ତ୍ତା ହୋଇଥିଲେ ପ୍ରତାପ ସାହୁ ।  ଉତ୍ସବ ଉପଲକ୍ଷେ ପୂଜା,ହୋମ କଲାପରେ ପ୍ରସାଦ ସେବନ କରାଯାଇଥିଲା । ସନ୍ଧ୍ୟାରେ ଶ୍ରୀରାମ ମନ୍ଦିର ମହିଳା କୀର୍ତ୍ତନ ଦଳ ବୈଠକୀ କୀର୍ତ୍ତନ କରିଥିଲେ।

ଏହା ପରେ  ଓଡିଶା ସରକାରଙ୍କର ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ଶ୍ରୀରାମ କଲଚରାଲ ଗ୍ରୁପ ଦଳ ଖଞ୍ଜଣି ଭଜନ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଟ୍ରଷ୍ଟର ଚେୟାରମ୍ୟାନ ମଳୟ ଆନନ୍ଦ କୁମାର ତ୍ରିପାଠୀ । ସହଯୋଗ କରିଥିଲେ ମୁଖ୍ୟ ପରିଚାଳନା ଟ୍ରଷ୍ଟି ମନ୍ମୟ ଆନନ୍ଦ କୁମାର ତ୍ରିପାଠୀ ।

ଏହା ସହିତ ସତ୍ୟ ଗହୀର,ଚିଙ୍କୁ ପ୍ରଧାନ, ଶ୍ରୀମୟ ତ୍ରିପାଠୀ,ପ୍ରସନ୍ନ ଗହୀର  ମଧ୍ୟ ସକ୍ରିୟ ଅଂଶ ଗ୍ରହଣ କରିଥିଲେ । ପ୍ରକାଶ ଥାଉକି ଗତ ଛଅ ବର୍ଷ ହେଲା ମନ୍ଦିର ପ୍ରତିଷ୍ଠା ହେବା ଦିନ ଠାରୁ ଏହି ଉତ୍ସବ ପାଳନ ହୋଇ ଆସୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version